Prime Minister lauds designation of Jai Prakash Narayan Bird Sanctuary as India's 100th Ramsar site
June 05th, 11:58 am
Prime Minister Shri Narendra Modi today expressed great happiness over India achieving a century of Ramsar sites, following the designation of the Jai Prakash Narayan Bird Sanctuary (Surha Tal) in Ballia, Uttar Pradesh, as the nation's 100th Ramsar site.ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନାର ଶୁଭାରମ୍ଭ ଓ ନୂଆଦିଲ୍ଲୀର ଭାରତୀୟ କୃଷି ଅନୁସନ୍ଧାନ ସଂସ୍ଥାନରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 11th, 12:30 pm
ମଞ୍ଚରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଜୀ, ଆମ ସହିତ ଟେକ୍ନୋଲଜିରେ ଯୋଡ଼ି ହୋଇଥିବା ରାଜୀବ ରଂଜନ ସିଂହ ଜୀ, ଶ୍ରୀମାନ ଭାଗୀରଥ ଚୌଧରୀ ଜୀ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, ସାଂସଦ, ବିଧାୟକ, ଅନ୍ୟ ମହାନୁଭବ ଓ ସାରା ଦେଶରୁ ଯୋଡ଼ି ହୋଇଥିବା ମୋର ସମସ୍ତ ଚାଷୀ ଭାଇ ଓ ଭଉଣୀମାନେକୃଷି କ୍ଷେତ୍ର ପାଇଁ ୩୫,୪୪୦ କୋଟି ମୂଲ୍ୟର ଦୁଇଟି ପ୍ରମୁଖ ଯୋଜନା ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 11th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ଏକ ସ୍ୱତନ୍ତ୍ର କୃଷି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହା ପୂର୍ବରୁ ସେ କୃଷକମାନଙ୍କ ସହିତ ମଧ୍ୟ ଆଲୋଚନା କରିଥିଲେ।ଲୋକନାୟକ ଜୟପ୍ରକାଶଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
October 11th, 08:50 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକନାୟକ ଜୟପ୍ରକାଶଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶ ଓ ସମାଜ ପ୍ରତି ତାଙ୍କ ଅବଦାନକୁ ପ୍ରଶଂସା କରି ଶ୍ରୀ ମୋଦୀ କହିଛନ୍ତି, ଶ୍ରୀ ଜେପି ନାରାୟଣଙ୍କ ବ୍ୟକ୍ତିତ୍ୱ ଓ ଆଦର୍ଶ ପ୍ରତ୍ୟେକ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।