ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା

January 06th, 07:43 pm

ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଜ୍ୟାକ୍ ସୁଲିଭାନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା

June 17th, 07:44 pm

ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ମହାମହିମ ଶ୍ରୀ ଜେକ୍ ସୁଲିଭାନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।