Arya Vaidya Sala has played a significant role in preserving, protecting and advancing Ayurveda: PM Modi
January 28th, 02:39 pm
Addressing the centenary celebrations of Arya Vaidya Sala Charitable Hospital in Kerala, PM Modi said the institution has played a key role in preserving, protecting and advancing Ayurveda. Highlighting the growing holistic approach to healthcare, he noted the opening of 12,000 Ayush Wellness Centres. He expressed happiness that Arya Vaidyasala has consistently validated Ayurveda through science and research, and stressed that Ayurveda must increasingly adopt modern technology and AI.କେରଳର ଆର୍ଯ୍ୟ ବୈଦ୍ୟଶାଳା ଦାତବ୍ୟ ଚିକିତ୍ସାଳୟର ଶତବାର୍ଷିକୀ ସମାରୋହକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 02:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳସ୍ଥିତ ଆର୍ଯ୍ୟ ବୈଦ୍ୟଶାଳା ଦାତବ୍ୟ ଚିକିତ୍ସାଳୟର ଶତବାର୍ଷିକୀ ସମାରୋହକୁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧନ କରିଛନ୍ତି। ସେ କହିଥିଲେ ଯେ, ଏହି ପବିତ୍ର ଅବସରରେ ସମସ୍ତଙ୍କ ସହିତ ଯୋଡ଼ିହେବା ତାଙ୍କ ପାଇଁ ଏକ ଆନନ୍ଦର ବିଷୟ। ଆୟୁର୍ବେଦର ସଂରକ୍ଷଣ, ସୁରକ୍ଷା ଓ ଉନ୍ନତି ଦିଗରେ ଆର୍ଯ୍ୟ ବୈଦ୍ୟଶାଳା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସୁଛି। ନିଜର ୧୨୫ ବର୍ଷର ଯାତ୍ରାରେ ଏହି ଅନୁଷ୍ଠାନ ଆୟୁର୍ବେଦକୁ ଏକ ପ୍ରଭାବୀ ଚିକିତ୍ସା ବ୍ୟବସ୍ଥାରେ ପରିଣତ କରିଆସିଛି। ସେ ଏହି ଅବସରରେ ଆର୍ଯ୍ୟ ବୈଦ୍ୟଶାଳାର ପ୍ରତିଷ୍ଠାତା ବୈଦ୍ୟରତ୍ନ ପି.ଏ.ଓ୍ବାରିୟରଙ୍କ ଅବଦାନ ବିଷୟରେ ସ୍ମରଣ କରି କହିଥିଲେ, ଆୟୁର୍ବେଦ ପ୍ରତି ତାଙ୍କର ଆଭିମୁଖ୍ୟ ଓ ଜନ ମଙ୍ଗଳ ପ୍ରତି ସମର୍ପଣଭାବ ଅନୁପ୍ରାଣିତ କରିଚାଲିବ।‘Restoring Balance’ is a global urgency: PM Modi highlights global health challenges at WHO Global Summit on Traditional Medicine
December 19th, 08:11 pm
PM Modi addressed the closing ceremony of the Second WHO Global Summit on Traditional Medicine in New Delhi. In his address, he noted that the summit is witnessing a confluence of traditional knowledge and modern practices. He highlighted that a special global discussion on Ashwagandha was organised during the summit. The PM called upon all stakeholders to advance traditional medicine with trust, respect and responsibility.ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 19th, 07:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱସ୍ତରୀୟ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ଗତ ତିନି ଦିନ ଧରି, ପାରମ୍ପରିକ ଔଷଧ କ୍ଷେତ୍ରରେ ବିଶ୍ୱର ବିଶେଷଜ୍ଞମାନେ ଗମ୍ଭୀର ଏବଂ ଅର୍ଥପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ । ଏହି ଉଦ୍ଦେଶ୍ୟରେ ଭାରତ ଏକ ଦୃଢ଼ ମଞ୍ଚ ଭାବରେ କାର୍ଯ୍ୟ କରୁଥିବାରୁ ସେ ଖୁସି ପ୍ରକାଶ କରି ଏହି ପ୍ରକ୍ରିୟାରେ ‘ହୁ’ର ସକ୍ରିୟ ଭୂମିକା ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ସମ୍ମିଳନୀର ସଫଳ ଆୟୋଜନ ପାଇଁ ହୁ, ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଏବଂ ଉପସ୍ଥିତ ସମସ୍ତ ଅଂଶଗ୍ରହଣକାରୀଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଥିଲେ।ଭନ୍ତରାରେ ପ୍ରଧାନମନ୍ତ୍ରୀ ମୋଦୀ ଦିନ: ହିଲିଂ ଦ ୱାଇଲ୍ଡ ୱିଥ ହୋପ୍
March 05th, 03:15 pm
ମାର୍ଚ୍ଚ 4, 2025 ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଜାମନଗରରେ ଅବସ୍ଥିତ ବନ୍ୟପ୍ରାଣୀ ଉଦ୍ଧାର, ଥଇଥାନ ଏବଂ ସଂରକ୍ଷଣ କେନ୍ଦ୍ର 'ଭନ୍ତରା'କୁ ଉଦଘାଟନ କରିଛନ୍ତି। ରିଲାଏନ୍ସ ଜାମନଗର ରିଫାଇନାରୀ କମ୍ପ୍ଲେକ୍ସ ଭିତରେ ଥିବା 3500 ଏକରରୁ ଅଧିକ ପରିମିତ ଏହି ଭନ୍ତରା ବିଶ୍ୱର ସର୍ବବୃହତ କାରଖାନା ଭାବେ ପରିଗଣିତ ହୋଇଛି, ଯେଉଁଥିରେ 2000 ରୁ ଅଧିକ ପ୍ରଜାତିର 1.5 ଲକ୍ଷରୁ ଅଧିକ ଉଦ୍ଧାର, ବିପନ୍ନ ଏବଂ ବିପଦଗ୍ରସ୍ତ ପ୍ରାଣୀମାନଙ୍କୁ ଅଭୟାରଣ୍ୟ ପ୍ରଦାନ କରାଯାଉଛି। ଭନ୍ତରା କେବଳ ଏକ ଆଶ୍ରୟସ୍ଥଳୀ ନୁହେଁ ବରଂ ନୈତିକ ପ୍ରାଣୀ କଲ୍ୟାଣ ଏବଂ ପରିବେଶ ନିରନ୍ତରତା ପାଇଁ ଭାରତର ବିକଶିତ ପ୍ରତିବଦ୍ଧତାର ପ୍ରମାଣ ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକ ଅନନ୍ୟ ବନ୍ୟପ୍ରାଣୀ ସଂରକ୍ଷଣ, ଉଦ୍ଧାର ଏବଂ ଥଇଥାନ ପ୍ରୟାସ ‘ବନତାରା’ ଉଦଘାଟିତ
March 04th, 04:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଜାମନଗରଠାରେ ଏକ ଅନନ୍ୟ ବନ୍ୟପ୍ରାଣୀ ସଂରକ୍ଷଣ, ଉଦ୍ଧାର ଏବଂ ଥଇଥାନ ପଦକ୍ଷେପ ବନତାରାକୁ ଉଦଘାଟନ କରିଛନ୍ତି। ଶ୍ରୀ ଅନନ୍ତ ଅମ୍ବାନୀ ଏବଂ ତାଙ୍କ ସହଯୋଗୀମାନଙ୍କର ସହାନୁଭୂତିଶୀଳ ପ୍ରୟାସକୁ ପ୍ରଶଂସା କରି ସେ କହିଛନ୍ତି ଯେ ପରିବେଶଗତ ଦୀର୍ଘସ୍ଥାୟିତ୍ୱ ଏବଂ ବନ୍ୟପ୍ରାଣୀ କଲ୍ୟାଣକୁ ପ୍ରୋତ୍ସାହନ ଦେବା ସହିତ ବନତାରା ପ୍ରାଣୀମାନଙ୍କ ପାଇଁ ଏକ ନିରାପଦ ଆଶ୍ରୟସ୍ଥଳୀ ପ୍ରଦାନ କରିଥାଏ।The BJP government in Gujarat has prioritised water from the very beginning: PM Modi in Amreli
October 28th, 04:00 pm
PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ
October 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।ଅକ୍ଟୋବର ୨୮ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ
October 26th, 03:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୮ ତାରିଖରେ ଗୁଜରାଟ ଗସ୍ତରେ ଯିବେ । ପ୍ରାୟ ପୂର୍ବାହ୍ନ ୧୦ଟା ବେଳେ ପ୍ରଧାନମନ୍ତ୍ରୀ ସ୍ପେନ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ମିଳିତ ଭାବେ ଟାଟା ଏୟାରକ୍ରାଫ୍ଟ କମ୍ପେ୍ଲକ୍ସର ଉଦଘାଟନ କରିବେ । ଟାଟା ଆଡଭାନ୍ସଡ ସିଷ୍ଟମସ ଲିମିଟେଡ କ୍ୟାମ୍ପସରେ ସି-୨୯୫ ବିମାନ ନିର୍ମାଣ କରାଯାଉଛି । ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ସେ ଭଦୋଦରାର ଲକ୍ଷ୍ମୀ ବିଳାସ ପ୍ୟାଲେସ ଯିବେ । ପ୍ରଧାନମନ୍ତ୍ରୀ ଭଦୋଦରାରୁ ଆମ୍ରେଲି ଯିବେ । ଅପରାହ୍ଣ ପ୍ରାୟ ୨ଟା ୪୫ ମିନିଟରେ ସେ ଆମ୍ରେଲିର ଦୁଧାଲା ଠାରେ ଭାରତମାତା ସରୋବରର ଉଦଘାଟନ କରିବେ । ଅପରାହ୍ଣ ପ୍ରାୟ ୩ଟା ବେଳେ ସେ ଆମ୍ରେଲିର ଲାଠିଠାରେ ୪,୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ।It’s owing to the efforts of Maharja Digvijay Singh of Jamnagar that India has great relations with Poland: PM Modi in Jamnagar
May 02nd, 11:30 am
Addressing a rally in Jamnagar, PM Modi said “It’s owing to the efforts of Maharja Digvijay Singh of Jamnagar that India has great relations with Poland.” He added that Maharaja Digvijay Singh gave safe haven to Polish citizens fleeing the country owing to World War-2.PM Modi addresses powerful rallies in Anand, Surendranagar, Junagadh and Jamnagar in Gujarat
May 02nd, 11:00 am
Ahead of the impending Lok Sabha elections, Prime Minister Narendra Modi addressed powerful rallies in Anand, Surendranagar, Junagadh and Jamnagar in Gujarat. He added that his mission is a 'Viksit Bharat' and added, 24 x 7 for 2047 to enable a Viksit Bharat.ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
August 18th, 02:15 pm
ଭାରତର ୧୪୦ କୋଟି ଲୋକଙ୍କ ତରଫରୁ, ମୁଁ ଆପଣମାନଙ୍କୁ ଭାରତ ଏବଂ ମୋର ନିଜ ରାଜ୍ୟ ଗୁଜରାଟକୁ ସ୍ୱାଗତ କରୁଛି । ଆପଣଙ୍କୁ ସ୍ୱାଗତ କରିବା ରେ ମୋ ସହିତ ଭାରତରେ ୨.୪ ନିୟୁତ ଡାକ୍ତର, ୩.୫ ନିୟୁତ ନର୍ସ, ୧.୩ ନିୟୁତ ପାରାମେଡିକ୍ସ, ୧.୬ ନିୟୁତ ଫାର୍ମାସିଷ୍ଟ ଏବଂ ଅନ୍ୟ ଲକ୍ଷ ଲକ୍ଷ ଲୋକ ଅଛନ୍ତି ।ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 18th, 01:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି ।We stamped out terrorism in the last eight years with resolute actions: PM Modi in Jamnagar
November 28th, 02:15 pm
Addressing his third public meeting of the day, The Prime Minister said, “It is equally important for a developed India to be a self-reliant India. And that's why Gujarat's industries, MSMEs-small scale industries have a huge role to play. Jamnagar's brass industry and bandhani art have received a lot of support over the years. Today, Jamnagar produces everything from pins to aeroplane parts”.BJP does not consider border areas or border villages as the last village of the country but as the first village: PM Modi in Anjar
November 28th, 01:56 pm
PM Modi came down heavily on the Congress for colluding with those who opposed the delivery of water to Kutch. PM Modi said, “The Congress has always been encouraging those who opposed the Sardar Sarovar Dam. The people of Kutch can never forget such a party, which created hurdles for the people of Kutch.” PM Modi further talked about how the Kutch Branch Canal is changing lives, PM Modi said, “The hard work of the BJP government is paying off for Kutch. Today many agricultural products are exported from Kutch”.BJP has done the work of making Gujarat a big tourism destination of the country: PM Modi in Palitana
November 28th, 01:47 pm
Continuing his campaigning to ensure consistent development in Gujarat, PM Modi today addressed a public meeting in Palitana, Gujarat. PM Modi started his first rally of the day by highlighting that the regions of Bhavnagar and Saurashtra are the embodiment of ‘Ek Bharat, Shreshtha Bharat’.PM Modi addresses public meetings in Palitana, Anjar, Jamnagar & Rajkot, Gujarat
November 28th, 01:46 pm
Continuing his campaigning to ensure consistent development in Gujarat, PM Modi today addressed public meetings in Palitana, Anjar & Jamnagar, Gujarat. In his first rally of the day, PM Modi said that the region of Saurashtra embodies the spirit of ‘Ek Bharat, Shreshtha Bharat’. In his second address at Anjar, PM Modi talked about Kutch’s recovery from the earthquake in 2001. In his last two public meetings for the day, PM Modi talked about the economy and the manufacturing sector of Gujarat.Jamnagar is emerging as the hub of manufacturing and coast-led development: PM Modi
October 10th, 06:50 pm
PM Modi laid the foundation stone and dedicated to the nation multiple projects worth around Rs 1450 crore in Jamnagar, Gujarat. The PM informed everyone that five resolutions of development have created a solid foundation for the state of Gujarat. The first resolution is Jan Shakti, the second is Gyan Shakti, the third is Jal Shakti, the fourth is Urja Shakti and finally Raksha Shakti.PM lays the foundation stone and dedicates to the nation multiple projects worth over Rs 1450 crore in Jamnagar, Gujarat
October 10th, 06:49 pm
PM Modi laid the foundation stone and dedicated to the nation multiple projects worth around Rs 1450 crore in Jamnagar, Gujarat. The PM informed everyone that five resolutions of development have created a solid foundation for the state of Gujarat. The first resolution is Jan Shakti, the second is Gyan Shakti, the third is Jal Shakti, the fourth is Urja Shakti and finally Raksha Shakti.9 ରୁ 11 ଅକ୍ଟୋବର ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 08th, 12:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 9 ରୁ 11 ଅକ୍ଟୋବର ପର୍ଯ୍ୟନ୍ତ ଗୁଜରାଟର ପରିଦର୍ଶନ କରିବେ ଏବଂ ଏହାପରେ 11 ଅକ୍ଟୋବରରୁ ମଧ୍ୟ ପ୍ରଦେଶର ପରିଦର୍ଶନରେ ଯିବେ।