ଝାଡ଼ଖଣ୍ଡର ଜାମତାରାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

February 28th, 10:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଜାମତାରା ଠାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ।