ବାଇଡେନ୍ଙ୍କର ଶୀଘ୍ର ତଥା ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
May 19th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଶ୍ରୀ ଜୋ ବାଇଡେନ୍ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ ତାଙ୍କର ଶୀଘ୍ର ତଥା ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଡ. ଜିଲ୍ ବାଇଡେନ୍ ଏବଂ ପରିବାର ସହିତ ଆମର ସମବେଦନା ରହିଛି ।”ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା
January 06th, 07:43 pm
ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଜ୍ୟାକ୍ ସୁଲିଭାନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।PM Modi and First Lady of the US Jill Biden visit the National Science Foundation
June 22nd, 02:49 am
PM Modi and First Lady of the US Jill Biden visited the National Science Foundation. They participated in the ‘Skilling for Future Event’. It is a unique event focused on promoting vocational education and skill development among youth. Both PM Modi and First Lady Jill Biden discussed collaborative efforts aimed at creating a workforce for the future. PM Modi highlighted various initiatives undertaken by India to promote education, research & entrepreneurship in the country.