ଫଳାଫଳ ତାଲିକା: ଆଙ୍ଗୋଲା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ

May 03rd, 06:41 pm

ଆୟୁର୍ବେଦ ଏବଂ ଅନ୍ୟାନ୍ୟ ପାରମ୍ପରିକ ଔଷଧ ପ୍ରଣାଳୀ କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାର ଏବଂ ଆଙ୍ଗୋଲା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର

ଅଙ୍ଗୋଲା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

May 03rd, 01:00 pm

ମୁଁ ରାଷ୍ଟ୍ରପତି ଲରେନ୍ସ ଏବଂ ତାଙ୍କ ପ୍ରତିନିଧିମଣ୍ଡଳର​ ଭାରତରେ ହୃଦୟସ୍ପର୍ଶୀ ସ୍ୱାଗତ କରୁଛି। ​ ଏହା ଏକ ଐତିହାସିକ ମୁହୂର୍ତ୍ତ। ୩୮ ବର୍ଷ ପରେ , ଅଙ୍ଗୋଲାର ରାଷ୍ଟ୍ରପତି ଭାରତ ଗସ୍ତରେ ଆସିଛନ୍ତି। ତାଙ୍କର ଏହ ଗସ୍ତ କାରଣରୁ କେବଳ ଭାରତ - ଅଙ୍ଗୋଲା ସମ୍ପର୍କକୁ ନୂତନ ଦିଗ ମିଳୁନାହିଁ , ବରଂ ଭାରତ ଏବଂ ଆଫ୍ରିକା ସହଭାଗୀତାକୁ ବହୁତ ଶକ୍ତି ମିଳୁଛି।

ଦକ୍ଷିଣ ଆଫ୍ରିକାରେ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ବିଭିନ୍ନ ଦେଶର ନେତାମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱିପାକ୍ଷିକ ବୈଠକ

July 26th, 09:02 pm

ଜୋହାନ୍ସବର୍ଗ, ଦକ୍ଷିଣ ଆଫ୍ରିକାରେ ଦଶମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଭିନ୍ନ ଦେଶର ନେତାମାନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି ।