ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।ରାଜସ୍ଥାନର ବାଲୋତ୍ରାରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 04th, 12:50 pm
ଗ୍ରୀଷ୍ମ ଋତୁର ଏହି ପ୍ରଚଣ୍ଡ ଗରମ ମଧ୍ୟରେ ବିଭିନ୍ନ ସ୍ଥାନରେ ଏତେ ବଡ଼ ସଂଖ୍ୟାରେ ଲୋକଙ୍କର ଏକତ୍ରିତ ହେବା ଏବଂ ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା ଏହା ପ୍ରମାଣିତ କରୁଛି ଯେ ଭାରତୀୟ ଜନତା ପାର୍ଟି ସରକାରଙ୍କ ପ୍ରୟାସ ଉପରେ ଆପଣମାନଙ୍କର ବିଶ୍ୱାସ କେତେ ଦୃଢ଼ ରହିଛି। ଏହି ସମର୍ଥନ ଏବଂ ସ୍ନେହ ପାଇଁ ମୁଁ ରାଜସ୍ଥାନର ପବିତ୍ର ମାଟି ନିକଟରେ ଚିର ଋଣୀ।PM Modi launches multiple development projects worth around ₹1.06 lakh crore in Balotra, Rajasthan
July 04th, 12:30 pm
Addressing a public gathering in Balotra, Rajasthan, PM Modi highlighted Rajasthan's development journey, including the dedication of the Rajasthan Refinery, expansion of connectivity, water projects, renewable energy and employment initiatives. He also spoke about India's efforts to ensure energy security during the global crisis and reaffirmed the government's commitment to a self-reliant India.ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା ଅଧୀନରେ ପ୍ରୋତ୍ସାହନ ରାଶି ପ୍ରଦାନ ସମୟରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 19th, 05:15 pm
୧୯/୦୬/୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ସହିତ ଜଡିତ ହିତାଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା (ପିଏମ୍-ଭିବିଆରୱାଇ) ଅଧୀନରେ ପ୍ରାୟ ଟ.୨,୪୦୦ କୋଟି ମୂଲ୍ୟର ପ୍ରୋତ୍ସାହନ ବଣ୍ଟନ କରିଛନ୍ତି, ଯାହା ଭାରତ ସରକାରଙ୍କ ପ୍ରମୁଖ ନିଯୁକ୍ତି-ସଂଲଗ୍ନ ପ୍ରୋତ୍ସାହନ ଯୋଜନା ପିଏମ୍-ଭିବିଆରୱାଇ କାର୍ଯ୍ୟକାରୀ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ବିଭିନ୍ନ କ୍ଷେତ୍ରରେ ସାମାଜିକ ସୁରକ୍ଷା କଭରେଜକୁ ବିସ୍ତାର କରିଛି। ଏହି ପ୍ରୋତ୍ସାହନ ଦେଶବ୍ୟାପୀ ୧୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇଛି।ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନକୁ ପ୍ରଧାନମନ୍ତ୍ରୀଙ୍କ ମଞ୍ଜୁରୀ
June 19th, 05:00 pm
୧୯/୦୬/୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପିଏମ୍ ବିକଶିତ ଭାରତ ରୋଜଗାର ଯୋଜନା ସହିତ ଜଡିତ ହିତାଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କୁ ସମ୍ବୋଧିତ କରି ଭାରତର ଯୁବପିଢ଼ିଙ୍କୁ ସଶକ୍ତ କରିବା ଏବଂ ନିଯୁକ୍ତି ସୃଷ୍ଟିକୁ ତ୍ୱରାନ୍ୱିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା (ପିଏମ୍-ଭିବିଆରୱାଇ) ଅଧୀନରେ ପ୍ରାୟ ଟ.୨,୪୦୦ କୋଟି ମୂଲ୍ୟର ପ୍ରୋତ୍ସାହନ ବଣ୍ଟନ କରିଛନ୍ତି, ଯାହା ଭାରତ ସରକାରଙ୍କ ପ୍ରମୁଖ ନିଯୁକ୍ତି-ସଂଲଗ୍ନ ପ୍ରୋତ୍ସାହନ ଯୋଜନା ପିଏମ୍-ଭିବିଆରୱାଇ କାର୍ଯ୍ୟକାରୀ କରିବାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ବିଭିନ୍ନ କ୍ଷେତ୍ରରେ ସାମାଜିକ ସୁରକ୍ଷା କଭରେଜକୁ ବିସ୍ତାର କରିଛି। ଏହି ପ୍ରୋତ୍ସାହନ ଦେଶବ୍ୟାପୀ ୧୫ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇଛି।ଜୁନ୍ ୧୯ ତାରିଖରେ 'ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା' ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ
June 17th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୯ ତାରିଖ ସନ୍ଧ୍ୟା ୫ ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଅନୁଷ୍ଠିତ ହେବାକୁ ଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ 'ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନା' (ପିଏମ – ଭିବିଆରୱାଇ) ଅଧୀନରେ ପ୍ରାୟ ୨,୪୦୦ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ପ୍ରଦାନ କରିବେ।Yoga is the best way to maintain a healthy lifestyle with minimal expense: PM Modi at World Yogasana Championship in Ahmedabad
June 04th, 06:41 pm
PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.Prime Minister Inaugurates First World Yogasana Championship In Ahmedabad, Gujarat
June 04th, 06:40 pm
PM Modi inaugurated the first World Yogasana Championship in Ahmedabad, calling yoga India’s timeless gift to humanity and expressing confidence that Yogasana will gain recognition as a competitive sport in global multi-sport events, including the Olympics. Highlighting yoga’s role in health, wellness and healthy ageing, he urged participants to become ambassadors of the ‘Yoga 365’ campaign and spread yoga’s message worldwide.ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
May 19th, 04:25 pm
ଆଜି ତୃତୀୟ ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ସର୍ବପ୍ରଥମେ, ମୁଁ ଏହି ଶିଖର ସମ୍ମିଳନୀ ଆୟୋଜନ କରିବା ପାଇଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ସହୃଦୟରୁ ଧନ୍ୟବାଦ ଜଣାଉଛି। ଏଠାରେ ଉପସ୍ଥିତ ସମସ୍ତ ନର୍ଡିକ ନେତାମାନଙ୍କୁ ମଧ୍ୟ ମୁଁ ସ୍ୱାଗତ କରୁଛି।ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା
May 18th, 08:21 pm
ଉଭୟ ନେତା ସହମତ ହୋଇଥିଲେ ଯେ, ଅର୍ଥନୈତିକ ଏବଂ ବାଣିଜ୍ୟିକ ସହଭାଗୀତାକୁ ବୃଦ୍ଧି କରିବା ପାଇଁ ବିପୁଳ ସମ୍ଭାବନା ରହିଛି। ପ୍ରଧାନମନ୍ତ୍ରୀ ମୋଦୀ ଭାରତରେ ନରୱେର ଉଦ୍ୟୋଗଗୁଡ଼ିକ ଦ୍ୱାରା ଅଧିକ ନିବେଶକୁ ସ୍ୱାଗତ କରିଥିଲେ। ଦୁଇ ନେତା ୨୦୩୦ ମସିହା ସୁଦ୍ଧା ଭାରତ ଓ ନରୱେ ମଧ୍ୟରେ ବର୍ତ୍ତମାନର ବାଣିଜ୍ୟ ମୂଲ୍ୟକୁ ଦ୍ୱିଗୁଣିତ କରିବାର ଲକ୍ଷ୍ୟ ଉପରେ ଜୋର ଦେଇଥିଲେ ଏବଂ TEPA ଅନ୍ତର୍ଗତ ୧୦୦ ବିଲିୟନ ଆମେରିକୀୟ ଡଲାର ନିବେଶ ପ୍ରତିଶ୍ରୁତି ଓ ଭାରତରେ ୧୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନିମନ୍ତେ ବିଭିନ୍ନ କ୍ଷେତ୍ରରେ ଗତିଶୀଳ ସମ୍ପର୍କ ସ୍ଥାପନ ପାଇଁ ବ୍ୟବସାୟିକ ପ୍ରତିନିଧିମାନଙ୍କୁ ଉତ୍ସାହିତ କରିଥିଲେ।ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି
May 18th, 04:44 pm
ଗତବର୍ଷ ମୋର ନରୱେ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଏହି ଯାତ୍ରା ସ୍ଥଗିତ ରଖିବାକୁ ପଡିଥିଲା। ସେହି କଠିନ ସମୟରେ, ନରୱେ ଆତଙ୍କବାଦ ବିରୁଦ୍ଧରେ ଲଢ଼େଇରେ ଭାରତ ସହିତ ଦୃଢ଼ ଭାବରେ ଠିଆ ହୋଇ ପ୍ରକୃତ ବନ୍ଧୁତା ପ୍ରଦର୍ଶନ କରିଥିଲା। ଆଜି, ମୁଁ ନରୱେ ଗସ୍ତ କରୁଥିବା ସମୟରେ, ସେହି ସମର୍ଥନ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି।ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍ [୨୦୨୬-୨୦୩୦]
May 17th, 03:15 am
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ରବ୍ ଜେଟେନ୍ ମେ’୧୬ ତାରିଖରେ ଦି ହେଗ୍ଠାରେ ଅନୁଷ୍ଠିତ ସେମାନଙ୍କ ବୈଠକ ଅବସରରେ, ଲକ୍ଷ୍ୟଭିତ୍ତିକ, ସମୟବଦ୍ଧ ପଦକ୍ଷେପ ଏବଂ ମିଳିତ କାର୍ଯ୍ୟପନ୍ଥା ଅନୁସରଣ କରି ଭାରତ-ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ 'ରଣନୀତିକ ଭାଗିଦାରୀ' ସ୍ତରକୁ ଉନ୍ନୀତ କରିବା ପାଇଁ ସହମତ ହୋଇଛନ୍ତି। ଏହି ଉଦ୍ଦେଶ୍ୟରେ, ଭାରତ ଏବଂ ନେଦରଲ୍ୟାଣ୍ଡ ଆଗାମୀ ୫ ବର୍ଷ ପାଇଁ ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍କୁ ଗ୍ରହଣ କରିଛନ୍ତି। ଉଭୟ ପକ୍ଷ ସହମତ ହୋଇଥିବା ବିଷୟଗୁଡ଼ିକୁ ନିମ୍ନରେ ଉଲ୍ଲେଖ କରାଗଲା।From Gangotri to Gangasagar… the lotus is blooming everywhere: PM Modi from BJP HQ
May 04th, 07:01 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.PM Modi addresses at the BJP HQ after sweeping victories across states
May 04th, 07:00 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
April 26th, 11:30 am
ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।ଟିଏମସି ଅଧୀନରେ ଆଶ୍ରୟ ନେଇଥିବା ଅପରାଧୀମାନଙ୍କୁ ଦଣ୍ଡ ଦିଆଯିବ: ପଶ୍ଚିମବଙ୍ଗର ଯାଦବପୁରରେ ପ୍ରଧାନମନ୍ତ୍ରୀ ମୋଦୀ
April 24th, 11:45 am
ପଶ୍ଚିମବଙ୍ଗର ଯାଦବପୁରରେ ଏକ ବିଶାଳ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ପର୍ଯ୍ୟାୟ ମତଦାନରେ ଅଂଶଗ୍ରହଣର ପରିମାଣ ଉପରେ ଆଲୋକପାତ କରିଥିଲେ। ସେ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ ପ୍ରଥମ ପର୍ଯ୍ୟାୟରେ ଟିଏମସି ନିଜର ଖାତା ମଧ୍ୟ ଖୋଲି ନପାରେ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟରମାନଙ୍କୁ ଏକ ବିକଶିତ ବଙ୍ଗଳା ପାଇଁ ବିଜେପିକୁ ନିର୍ଣ୍ଣାୟକ ଜନାଦେଶ ଦେବାକୁ ଅନୁରୋଧ କରିଥିଲେ। ସେ ଯାଦବପୁର ବିଶ୍ୱବିଦ୍ୟାଳୟର ପରିସ୍ଥିତି ବିଷୟରେ ମଧ୍ୟ ଚିନ୍ତା ପ୍ରକାଶ କରିଥିଲେ ଏବଂ ଲୋକଙ୍କୁ ପ୍ରଭାବିତ କରୁଥିବା ସ୍ଥାନୀୟ ସମସ୍ୟା ଉପରେ ଆଲୋକପାତ କରିଥିଲେ।