ପୁନଃନିର୍ବାଚିତ ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
September 10th, 06:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ପୁନଃନିର୍ବାଚିତ ହୋଇଥିବାରୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ ବିଭିନ୍ନ କ୍ଷେତ୍ରରେ ନରୱେ ସହିତ ଦ୍ୱିପାକ୍ଷିକ ସହଯୋଗକୁ ଆହୁରି ଗଭୀର କରିବା ପାଇଁ ଭାରତର ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରିଛନ୍ତି ।ନରୱେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 19th, 05:44 am
ବ୍ରାଜିଲର ରିଓ ଡି ଜେନେରିଓରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ୍ ଗହର୍ ଷ୍ଟୋର୍ଙ୍କୁ ଭେଟିଛନ୍ତି ।ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ୍ ଗହର୍ ଷ୍ଟୋରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ଆଲୋଚନା
September 09th, 07:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ୍ ଗହର୍ ଷ୍ଟୋରଙ୍କ ସହିତ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।ନରୱେର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 04th, 02:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋପେନହେଗେନ ଠାରେ ନରୱେର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ଜୋନାସ ଗହର ଷ୍ଟୋରଙ୍କୁ ଦ୍ୱିତୀୟ ଭାରତ ନର୍ଡିକ୍ ଶିଖର ସମ୍ମିଳନୀରେ ସାକ୍ଷାତ କରିଛନ୍ତି । ଅକ୍ଟୋବର ୨୦୨୧ ରେ ପ୍ରଧାନମନ୍ତ୍ରୀ ଷ୍ଟୋରଙ୍କ ଦ୍ୱାରା ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ ଥିଲା ।ନରଓ୍ୱେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ଜୋନାସ ଗର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
October 16th, 09:38 pm
ନରଓ୍ୱେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ମହାମହିମ ଜୋନାସ ଗର ଷ୍ଟୋରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।