Prime Minister pays homage to the martyrs of Jallianwala Bagh
April 13th, 09:39 am
PM Modi paid heartfelt homage to the brave martyrs of the Jallianwala Bagh massacre, stating that their sacrifice stands as a powerful reminder of the indomitable spirit of our people. He also lauded their courage and self-respect in the face of the brutality of foreign rule.Prime Minister pays tribute to Bhagat Singh, Rajguru, and Sukhdev on Shaheed Diwas
March 23rd, 08:29 am
On the occasion of Shaheed Diwas, PM Modi paid rich tributes to the great freedom fighters Bhagat Singh, Rajguru and Sukhdev. Lauding their bravery, he observed that the martyrdom of these iconic heroes for the nation remains deeply etched in India's collective memory. He highlighted that they chose the path of sacrifice with conviction, placing the nation above their own lives..Prime Minister pays tribute to Dr. Ram Manohar Lohia on his birth anniversary
March 23rd, 08:01 am
Prime Minister Shri Narendra Modi today paid rich tributes to the legendary socialist leader and thinker, Dr. Ram Manohar Lohia, on the occasion of his birth anniversary.PM Modi addresses an enthusiastic public rally in Madurai, Tamil Nadu
March 01st, 04:30 pm
PM Modi addressed a massive public rally in Madurai, beginning his speech with deep reverence for Tamil Nadu’s spiritual heritage. He said he had just visited Tirupparankundram and received the darshan of Bhagwan Murugan, describing it as a truly pine experience. He said he prayed for the prosperity of Tamil Nadu and the entire nation.ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
February 19th, 08:48 am
ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୂରଦୃଷ୍ଟି ସମ୍ପନ୍ନନେତା, ଅସାଧାରଣ ପ୍ରଶାସକ, ରଣନୈତିକ ଚିନ୍ତାନାୟକ ଏବଂ ସ୍ୱରାଜ୍ୟର ଚାମ୍ପିଅନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ରାଜଘାଟ ଠାରେ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
January 30th, 01:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ରାଜଘାଟ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ବାପୁଙ୍କ କାଳଜୟୀ ଆଦର୍ଶ ଆମ ଦେଶର ଯାତ୍ରାରେ ମାର୍ଗଦର୍ଶନ ଜାରି ରଖିଛି। ଆମେ ତାଙ୍କ ନୀତି ଏବଂ ନ୍ୟାୟ, ସୌହାର୍ଦ୍ଦ୍ୟ ଏବଂ ମାନବତାର ସେବା ଉପରେ ଆଧାରିତ ଭାରତ ଗଠନ ପ୍ରତି ଆମର ପ୍ରତିବଦ୍ଧତାକୁ ଦୋହରାଇଛୁ, ବୋଲି ଶ୍ରୀ ମୋଦୀ କହିଥିଲେ।ସାବିତ୍ରୀବାଇ ଫୁଲେଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
January 03rd, 08:07 am
ସାବିତ୍ରୀବାଇ ଫୁଲେଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସେହି ଅଗ୍ରଣୀ ସମାଜ ସଂସ୍କାରକଙ୍କୁ ସ୍ମରଣ କରିଛନ୍ତି, ଯାହାଙ୍କ ଜୀବନ ସେବା ଏବଂ ଶିକ୍ଷା ମାଧ୍ୟମରେ ସମାଜର ପରିବର୍ତ୍ତନ ପାଇଁ ସମର୍ପିତ ଥିଲା।କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 04:40 pm
ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।ନୂଆଦିଲ୍ଲୀରେ ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 08th, 05:33 pm
ଭାରତର ପ୍ରଧାନ ବିଚାରପତି ଶ୍ରୀ ବି. ଆର. ଗାଭାଇ ଜୀ, ବିଚାରପତି ସୂର୍ଯ୍ୟକାନ୍ତ ଜୀ, ବିଚାରପତି ବିକ୍ରମ ନାଥ ଜୀ, କେନ୍ଦ୍ରରେ ମୋର ସହକର୍ମୀ ଅର୍ଜୁନ ରାମ ମେଘୱାଲ ଜୀ, ସର୍ବୋଚ୍ଚ ନ୍ୟାୟାଳୟର ଅନ୍ୟ ମାନ୍ୟଗଣ୍ୟ ବିଚାରପତିଗଣ, ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିଗଣ, ମହିଳା ଓ ଭଦ୍ରବ୍ୟକ୍ତିମାନେ,“ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାର ସୁଦୃଢ଼ୀକରଣ” ଶୀର୍ଷକ ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 08th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ସୁପ୍ରିମକୋର୍ଟରେ ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାର ସୁଦୃଢ଼ୀକରଣ ଶୀର୍ଷକ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଏଠାରେ ସମସ୍ତ ଉପସ୍ଥିତ ଲୋକଙ୍କ ମଧ୍ୟରେ ରହିବା ପ୍ରକୃତରେ ବହୁତ ସ୍ୱତନ୍ତ୍ର । ସେ କହିଥିଲେ ଯେ, ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥା ଏବଂ ଆଇନଗତ ସେବା ଦିବସ ସହିତ ଜଡିତ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବା ଦ୍ଵାରା ଭାରତର ନ୍ୟାୟିକ ବ୍ୟବସ୍ଥାକୁ ନୂତନ ଶକ୍ତି ମିଳିବ। ପ୍ରଧାନମନ୍ତ୍ରୀ ୨୦ତମ ଜାତୀୟ ସମ୍ମିଳନୀ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ, ନ୍ୟାୟପାଳିକାର ସଦସ୍ୟ ଏବଂ ଆଇନଗତ ସେବା କର୍ତ୍ତୃପକ୍ଷଙ୍କ ପ୍ରତିନିଧିମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ମାତା ସାହିବ କୌର ଜୀଙ୍କ ଅତ୍ୟନ୍ତ ପବିତ୍ର ତଥା ଅମୂଲ୍ୟ ‘ଜୋର ସାହିବ’ର ସୁରକ୍ଷା ଏବଂ ଉପଯୁକ୍ତ ପ୍ରଦର୍ଶନ ସମ୍ପର୍କରେ ସୁପାରିସ ସହିତ ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 19th, 04:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ସାକ୍ଷାତ କରିଛନ୍ତି । ଏମାନେ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ମାତା ସାହିବ କୌର ଜୀଙ୍କ ଅତ୍ୟନ୍ତ ପବିତ୍ର ଏବଂ ଅମୂଲ୍ୟ ‘ଜୋର ସାହିବ’ର ସୁରକ୍ଷା ଏବଂ ଉପଯୁକ୍ତ ପ୍ରଦର୍ଶନ ସମ୍ପର୍କରେ ସେମାନଙ୍କର ସୁପାରିସ ପ୍ରଦାନ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ପବିତ୍ର ସ୍ମୃତିଚିହ୍ନ ‘ଜୋର ସାହିବ’ ଯେପରି ଗୌରବଶାଳୀ ଶିଖ ଇତିହାସର ଏକ ଅଂଶ, ଠିକ୍ ସେହିପରି ଏହା ଆମ ଦେଶର ସାଂସ୍କୃତିକ ଲୋକ ପରମ୍ପରାର ମଧ୍ୟ ଏକ ଅଂଶବିଶେଷ। ‘‘ପବିତ୍ର ସ୍ମୃତିଚିହ୍ନ ଭବିଷ୍ୟତ ପିଢ଼ିକୁ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ଦ୍ୱାରା ପ୍ରଦର୍ଶିତ ସାହସ, ଧର୍ମ, ନ୍ୟାୟ ଏବଂ ସାମାଜିକ ସଦ୍ଭାବର ପଥ ଅନୁସରଣ କରିବାକୁ ପ୍ରେରଣା ଦେବ’’, ଶ୍ରୀ ମୋଦୀ କହିଛନ୍ତି।ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 25th, 06:42 pm
ଆଜି ଆପଣମାନେ ପରିବେଶକୁ ବନାଇ ରଖିଛନ୍ତି । ଅନେକ ଥର ମନରେ ଆସେ ଏହା କିପରି ଭାଗ୍ୟ ଯେ ଲକ୍ଷ ଲକ୍ଷ ଲୋକଙ୍କ ପ୍ରେମ ଏବଂ ସେମାନଙ୍କ ଆଶୀର୍ବାଦ, ମୁଁ ଆପଣମାନଙ୍କୁ ଯେତେ ଧନ୍ୟବାଦ କଲେ ବି ସେତେ କମ୍ ହେବ । ଦେଖନ୍ତୁ ସେଠାରେ କେହି ଛୋଟ ନରେନ୍ଦ୍ର ଛିଡ଼ା ହୋଇଗଲାଣି ।ଗୁଜରାଟର ଅହମଦାବାଦରେ ୫୪୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 25th, 06:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଅହମଦାବାଦରେ ୫୪ ଶହ କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି । ସମବେତ ଜନସଭାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ, ଗଣେଶ ପୂଜା ଲାଗି ସାରା ଦେଶ ଏବେ ଉତ୍ସବମୁଖର ରହିଛି । ଗଣପତିଙ୍କ ଆଶୀର୍ବାଦରେ ଚଳିତ ପୂଜାଠାରୁ ଗୁଜରାଟର ବିକାଶ ଲାଗି ବିଭିନ୍ନ ଉନ୍ନତିମୂଳକ କାମର ଶୁଭାରମ୍ଭ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 08:14 pm
ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।Prime Minister addresses the Namibian Parliament
July 09th, 08:00 pm
PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟକୁ ପ୍ରଧାନମନ୍ତ୍ରୀଙ୍କ ସରକାରୀ ଗସ୍ତ ସମ୍ପର୍କରେ ମିଳିତ ବିବୃତ୍ତି
July 05th, 09:02 am
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମାନନୀୟ କମଳା ପର୍ସାଦ-ବିସେସାରଙ୍କ ନିମନ୍ତ୍ରଣରେ ୩ ଓ ୪ ଜୁଲାଇ ୨୦୨୫ରେ ତ୍ରିନିଦାଦ ଏବଂ ଟୋବାଗୋ ଗଣରାଜ୍ୟକୁ ସରକାରୀ ଗସ୍ତ କରିଥିଲେ।ପ୍ରଗତି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
May 28th, 09:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ପ୍ରଶାସନ ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପାଇଁ ଆଇସିଟି ଆଧାରିତ ବହୁମୁଖୀ ମଞ୍ଚ ‘‘ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି।PM Modi remembers the great Thiruvalluvar on Thiruvalluvar Day
January 15th, 12:37 pm
The Prime Minister, Shri Narendra Modi remembers the great Tamil philosopher, poet and thinker Thiruvalluvar, today, on Thiruvalluvar Day. Prime Minister Shri Modi remarked that the great Thiruvalluvar's verses reflect the essence of Tamil culture and our philosophical heritage. His timeless work, the Tirukkural, stands as a beacon of inspiration, offering profound insights on a wide range of issues, Shri Modi stated.PM bows to Sri Guru Teg Bahadur Ji on his martyrdom day
December 06th, 08:07 pm
The Prime Minister, Shri Narendra Modi has paid tributes to Sri Guru Teg Bahadur Ji on his martyrdom day. Prime Minister, Shri Narendra Modi recalled the unparalleled courage and sacrifice of Sri Guru Teg Bahadur Ji for the values of justice, equality and the protection of humanity.