ପୁଡୁଚେରୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 12:00 pm
ପୁଡୁଚେରୀର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ. ରଙ୍ଗାସାମୀ, ମୋର କେନ୍ଦ୍ର କ୍ୟାବିନେଟ୍ ସହଯୋଗୀ ଶ୍ରୀ ମନସୁଖ ମାଣ୍ଡଭୀୟ, ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ, ରାଜ୍ୟ ବିଧାନସଭାର ବାଚସ୍ପତି ଶ୍ରୀ ଆର. ସେଲଭାମ, ଗୃହମନ୍ତ୍ରୀ ଶ୍ରୀ ଏ. ନମାସ୍ସିଭ୍ୟମ, ଅନ୍ୟ ନେତାଗଣ, ପୁଡୁଚେରୀର ମୋର ପ୍ରିୟ ଭଉଣୀ ଏବଂ ଭାଇମାନେ, ବନକ୍କମ!ପୁଡୁଚେରୀରେ ୨,୭୦୦ କୋଟିରୁ ଅଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 01st, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଡୁଚେରୀରେ ୨,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଲୋକଙ୍କ ଜୀବନକୁ ଉନ୍ନତ କରିବା ପାଇଁ ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଗତିଶୀଳତା ଭଳି ପ୍ରମୁଖ କ୍ଷେତ୍ରଗୁଡ଼ିକ ଦିଗରେ ପରିବର୍ତ୍ତନ କରିବା ଲକ୍ଷ୍ୟ ନେଇ ଆଗେଇଯାଉଛି।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପୁଡୁଚେରୀର ଉପରାଜ୍ୟପାଳ
October 16th, 10:00 am
ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।