କାକୋରୀ ଘଟଣାର ୧୦୦ ବର୍ଷ ପୂର୍ତ୍ତୀ ଅବସରରେ ଦେଶପ୍ରେମୀ ଭାରତୀୟ କ୍ରାନ୍ତିକାରୀମାନଙ୍କର ସାହସକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

August 09th, 02:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାକୋରୀ ଘଟଣାର ୧୦୦ ବର୍ଷ ପୂର୍ତ୍ତୀ ଅବସରରେ ଏଥିରେ ଅଂଶଗ୍ରହଣ କରିଥିବା ଭାରତୀୟମାନଙ୍କ ସାହସ ଏବଂ ଦେଶପ୍ରେମକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

ଆମର ଯୁବକମାନେ ପ୍ରତ୍ୟେକ କ୍ଷେତ୍ରରେ ଦେଶକୁ ଗର୍ବିତ କରୁଛନ୍ତି: ମନ୍ କି ବାତ୍ ସମୟରେ ପିଏମ ମୋଦୀ

July 31st, 11:30 am

ବନ୍ଧୁଗଣ, ଜୁଲାଇ ୩୧ ତାରିଖ, ଅର୍ଥାତ୍ ଆଜିର ହିଁ ଦିନରେ ଆମେ ସମସ୍ତ ଦେଶବାସୀ ଶହୀଦ ଉଧମ୍ ସିଂହଙ୍କ ବଳିଦାନକୁ ପ୍ରଣାମ କରିଥାଉଁ । ମୁଁ ଏଭଳି ଅନ୍ୟ ସମସ୍ତ ମହାନ ବିପ୍ଳବୀମାନଙ୍କୁ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି, ଯେଉଁମାନେ ଦେଶ ପାଇଁ ନିଜର ସର୍ବସ୍ୱ ଉତ୍ସର୍ଗ କରିଦେଲେ ।