୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ସଟ୍ ପୁଟ୍ ଏଫ୍୫୭ ବର୍ଗରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଶିଳ୍ପା କାଞ୍ଚୁଗାରାକୋପପାଲୁ ଶାୟଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

July 28th, 02:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ଗ୍ଲାସଗୋ ରାଜ୍ୟଗୋଷ୍ଠୀ କ୍ରୀଡାରେ ମହିଳା ସଟ୍ ପୁଟ୍ ଏଫ୍୫୭ ଫାଇନାଲରେ ବ୍ରୋଞ୍ଜ ପଦକ ଜିତିଥିବାରୁ ଶିଳ୍ପା କାଞ୍ଚୁଗାରାକୋପପାଲୁ ଶାୟଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି।