ଭାରତର ସି ଡ଼ବ୍ଲୁ ଜି ଚାମ୍ପିଅନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ

August 10th, 10:00 am

ବାସଭବନରେ ଜାତୀୟ କ୍ରୀଡ଼ାବିତ୍‌ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”

ରାଜ୍ୟଗୋଷ୍ଠୀ କ୍ରୀଡା ବିଜେତାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 10th, 09:30 am

ବାସଭବନରେ ଜାତୀୟ କ୍ରୀଡ଼ାବିତ୍‌ମାନଙ୍କୁ ସ୍ୱାଗତ କରିବା ତାଙ୍କର ୧୨ ରୁ ୧୩ ବର୍ଷର କାର୍ଯ୍ୟକାଳ ମଧ୍ୟରେ ଏକ ନିୟମିତ ଏବଂ ପ୍ରିୟ ପରମ୍ପରା ହୋଇରହିଛି। ସେ ଦୃଢ଼ତାର ସହ ପ୍ରକାଶ କରିଛନ୍ତି ଯେ, ଦେଶ ପାଇଁ କ୍ରମାଗତ ବିଜୟ ହାସଲ କରିବାରେ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କର ନିଷ୍ଠାପର ପ୍ରଚେଷ୍ଟା ଏବଂ ନିରନ୍ତର ସଫଳତା ସ୍କୁଲର କୋମଳମତି ଛାତ୍ରଛାତ୍ରୀଙ୍କୁ କୌଣସି ସାଧାରଣ ପ୍ରଚାରମୂଳକ ଉପଦେଶ ତୁଳନାରେ ଅଧିକ ପ୍ରେରଣା ଯୋଗାଏ। ଶ୍ରୀ ମୋଦୀ କହିଛନ୍ତି, ଆମେ ସ୍କୁଲକୁ ଯାଇ ଯେତେ କହିଲେ ବି ତାହା ଅପେକ୍ଷା ଆପଣଙ୍କ ପଦକ ସେମାନଙ୍କୁ ଅଧିକ ପ୍ରେରିତ କରିଥାଏ।”

Participants of Viksit Vibrant Village Programme share their experiences with PM Modi

July 26th, 10:27 pm

PM Modi interacts with participants of the Viksit Vibrant Village Programme 2026, as MYBharat volunteers share inspiring stories from India's border villages. Participants recount how the journey transformed their perspectives through interactions with local communities, firsthand experiences of life in border villages and a deeper understanding of the spirit of Ek Bharat, Shreshtha Bharat

ବିକଶିତ ଭାଇବ୍ରାଣ୍ଟ ଭିଲେଜ୍ କାର୍ଯ୍ୟକ୍ରମ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 26th, 05:00 pm

ଆଜିର ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ସ୍ୱତନ୍ତ୍ର। ଦେଶର ପ୍ରାୟ ୨୫୦ଟି ଜିଲ୍ଲାର ଯୁବ ସାଥୀମାନେ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଛନ୍ତି। ମୁଁ ଆପଣମାନଙ୍କ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି।

PM Modi Interacts with Participants of Viksit Vibrant Village Programme 2026

July 26th, 04:30 pm

PM Modi today interacted with participants of the Viksit Vibrant Village Programme 2026, lauding the young friends of MY Bharat for their commendable work across the country. He highlighted the official redesignation of border settlements from the 'last' to the 'first villages' of India, noted the newly established infrastructure and praised the local inhabitants for living and breathing patriotism.

ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତରେ ଭାରତର ପ୍ରତିରକ୍ଷା ଶକ୍ତି, ନବସୃଜନ ଏବଂ ସାମୂହିକ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି

July 26th, 11:30 am

Prime Minister Narendra Modi addressed the nation through Mann Ki Baat. In his speech, he highlighted important topics such as Kargil Vijay Diwas, Catch the Rain campaign, India's space sector prowess, Science Olympiads, Environmental conservation, Khadi and more. He called upon the citizens to share their ideas and suggestions for Independence Day through MyGov.

Prime Minister expresses gratitude to brave soldiers on Kargil Vijay Diwas

July 26th, 09:48 am

Prime Minister Shri Narendra Modi today stated that on Kargil Vijay Diwas, our nation expresses gratitude to the brave soldiers for their extraordinary courage and commitment towards securing India.

ଅପରେସନ ସିନ୍ଦୂର ନେଇ ଲୋକସଭାରେ ସ୍ୱତନ୍ତ୍ର ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

July 29th, 05:32 pm

ଏହି ଅଧିବେଶନ ଆରମ୍ଭ ପୂର୍ବରୁ ଯେତେ ବେଳେ ମୁଁ ମିଡିଆ ବନ୍ଧୁମାନଙ୍କ ସହ କଥା ହେଉଥିଲି ସେତେବେଳେ ସାଂସଦମାନଙ୍କ ଉଦ୍ଦେଶ୍ୟରେ ଗୋଟିଏ କଥା କହିଥିଲି । ତାହା ହେଲା ଏହା ହେଉଛି ଏମିତି ଏକ ସ୍ୱତନ୍ତ୍ର ଅଧିବେଶନ ଯେଉଁଠି ଭାରତର ବିଜୟୋତ୍ସବ ପାଳିତ ହେଉଛି । ଯେଉଁଠି ଭାରତର ଗୌରବ ଗାନ ହେଉଛି ।

ଅପରେସନ ସିନ୍ଦୂର ଉପରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ଲୋକସଭାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

July 29th, 05:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଲୋକସଭାରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତର ଶକ୍ତିଶାଳୀ, ସଫଳ ଏବଂ ନିର୍ଣ୍ଣାୟକ ‘ଅପରେସନ୍ ସିନ୍ଦୂର’ ଉପରେ ଏକ ବିଶେଷ ଆଲୋଚନା ସମୟରେ ସମ୍ବୋଧନ କରିଥିଲେ। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅଧିବେଶନର ଆରମ୍ଭରେ ଗଣମାଧ୍ୟମ ସହ ନିଜର ଆଲୋଚନାକୁ ସ୍ମରଣ କରି କହିଥିଲେ ଯେ ସେ ସମସ୍ତ ମାନ୍ୟବର ସାଂସଦମାନଙ୍କୁ ଏହି ଅଧିବେଶନକୁ ଭାରତର ବିଜୟର ଉତ୍ସବ ଏବଂ ଭାରତର ଗୌରବର ଶ୍ରଦ୍ଧାଞ୍ଜଳି ଭାବେ ପାଳନ କରିବାକୁ ନିବେଦନ କରିଥିଲେ।

ତାମିଲନାଡ଼ୁର ତୁତ-କୁଡ଼ିରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 26th, 08:16 pm

ତାମିଲନାଡ଼ୁର ରାଜ୍ୟପାଳ ଆର୍. ଏନ୍. ରବି ଜୀ, ମନ୍ତ୍ରିମଣ୍ଡଳରେସହଯୋଗୀ କିଞ୍ଜରାପୁ ରାମମୋହନ ନାଇଡୁ ଜୀ, ଡ. ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁର ମନ୍ତ୍ରୀ ଥଙ୍ଗମ ତେନ୍ନାରସୁ ଜୀ, ଡକ୍ଟର ଟି. ଆର୍. ବି. ରାଜା ଜୀ, ପି. ଗୀତା ଜୀବନ ଜୀ, ଅନିତା ଆର୍. ରାଧାକ୍ରିଷ୍ଣନ ଜୀ, ସାଂସଦ କାନିମୋଝିଜୀ, ତାମିଲନାଡ଼ୁ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ତଥା ଆମର ବିଧାୟକ ନୟନାର ନାଗେନ୍ଦ୍ରନ ଜୀ ଏବଂ ତାମିଲନାଡ଼ୁର ମୋର ଭାଇ ଓ ଭଉଣୀମାନେ!

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ

July 26th, 07:47 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ଏସବୁ ପ୍ରକଳ୍ପ ଦ୍ୱାରା ତାମିଲନାଡୁରେ ଆଂଚଳିକ ସଂଯୋଗୀକରଣ, ଲଜିଷ୍ଟିକ ଦକ୍ଷତା, ସ୍ୱଚ୍ଛ ଊର୍ଜ୍ଜା ଭିତ୍ତିଭୂମି ସହ ଅନେକ ଉନ୍ନତି ପରିଲକ୍ଷିତ ହେବ । କାରଗିଲ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶର ଦିବଂଗତ ଜବାନମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଜ୍ଞଳି ଜଣାଇଥିଲେ ।

କାରଗିଲ ବିଜୟ ଦିବସରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

July 26th, 08:46 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାରଗିଲ ବିଜୟ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । “ଏହି ଅବସର ସେହି ବୀର ସନ୍ତାନମାନଙ୍କ ଅଦ୍ୱିତୀୟ ବୀରତ୍ୱ ଓ ସାହସ କଥା ସ୍ମରଣ କରାଇ ଦେଉଛି, ଯେଉଁମାନେ କି ଦେଶର ଗୌରବର ସୁରକ୍ଷା ପାଇଁ ସେମାନଙ୍କ ବଳିଦାନ ଦେଇଥିଲେ ।”

In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh

July 26th, 09:30 am

PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.

କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

July 26th, 09:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।

୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ ୨୬ ଜୁଲାଇରେ କାର୍ଗିଲ ପରିଦର୍ଶନରେ ଯିବେ ପ୍ରଧାନମନ୍ତ୍ରୀ

July 25th, 10:28 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ୨୬ ଜୁଲାଇ ୨୦୨୪ ରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ ସକାଳ ପ୍ରାୟ ୯:୨୦ ସମୟରେ କାର୍ଗିଲ ଯୁଦ୍ଧ ମେମୋରିଆଲ୍ ପରିଦର୍ଶନ କରିବେ ଏବଂ ନିଜର କର୍ତ୍ତବ୍ୟର ପାଳନ କରିବା ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ସାହସୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ପ୍ରଧାନମନ୍ତ୍ରୀ ମଧ୍ୟ ସିଙ୍କୁନ୍ ଲା ଟନେଲ୍ ପ୍ରକଳ୍ପର ପ୍ରଥମ ବିସ୍ଫୋରଣ କରିବେ ।

ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

July 26th, 11:28 pm

ଏକ ଅଦ୍ଭୁତ ଦୃଶ୍ୟ ମୋ ସମ୍ମୁଖରେ ଅଛି । ହେଉଛି ଭବ୍ୟ, ହେଉଛି ବିରାଟ, ହେଉଛି ବିହଙ୍ଗମ । ଆଉ ଆଜିର ଏ ଯେଉଁ ଅବସର ଅଛି, ଏହା ପଛରେ ଯେଉଁ କଳ୍ପନା ରହିଛି, ଏବଂ ଆଜି ଆମ ଆଖି ସାମ୍ନାରେ ସେହି ସ୍ୱପ୍ନକୁ ସାକାର ହେଉଥିବା ଦେଖୁଛେ, ସେତେବେଳେ ମୋତେ ଏକ ପ୍ରସିଦ୍ଧ କବିତା ପଂକ୍ତି ଗୁଣୁଗୁଣେଇବାକୁ ଇଚ୍ଛା ହେଉଛି:-

ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ

July 26th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧକୁ ଉତ୍ସର୍ଗ କରିଛନ୍ତି । ସେ ଜି -୨୦ ମୁଦ୍ରା ଏବଂ ଜି -୨୦ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଡ୍ରୋନ୍ ମାଧ୍ୟମରେ କରାଯାଇଥିବା ସମ୍ମିଳନୀ କେନ୍ଦ୍ରର ନାମକରଣ ଭାରତ ମଣ୍ଡପମ୍‌” ତଥା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ସମାରୋହର ସାକ୍ଷୀ ରହିଥିଲେ । ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ଅନୁଯାୟୀ ପ୍ରାୟ ୨୭୦୦ କୋଟି ଟଙ୍କା ବ୍ୟୟରେ ଜାତୀୟ ପ୍ରକଳ୍ପ ଭାବରେ ବିକଶିତ ହୋଇଥିବା ପ୍ରଗତି ମଇଦାନରେ ଥିବା ନୂତନ ଆଇଇସିସି ସୌଧ ଭାରତକୁ ଏକ ବିଶ୍ୱ ବ୍ୟବସାୟ ସ୍ଥଳ ଭାବରେ ପରିଣତ କରିବାରେ ସାହାଯ୍ୟ କରିବ ।

କାରଗିଲ୍ ବିଜୟ ଦିବସରେ କାରଗିଲ୍ ଯୁଦ୍ଧ ବୀରଙ୍କୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ

July 26th, 09:01 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାରଗିଲ୍ ବିଜୟ ଦିବସ ଅବସରରେ କାରଗିଲ୍ ଯୁଦ୍ଧରେ ସହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, କାରଗିଲ୍ ବିଜୟ ଦିବସ ଭାରତର ସେହି ଅଦ୍ଭୁତ ସାହାସୀ ବୀରଙ୍କ ବୀରତ୍ୱ ଗାଥାକୁ ସାମ୍‌ନାକୁ ଆଣିଥାଏ, ଯିଏ କି ସର୍ବଦା ଦେଶବାସୀଙ୍କ ପାଇଁ ପ୍ରେରଣା ରହିବେ ।

We are against war, but peace is not possible without strength: PM Modi in Kargil

October 24th, 02:52 pm

Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.

PM celebrates Diwali with Armed Forces in Kargil

October 24th, 11:37 am

Keeping in with his tradition of spending Diwali with armed forces, the PM Modi spent this Diwali with the forces in Kargil. Addressing the brave jawans, the Prime Minister said that the reverence for the soil of Kargil always draws him towards the brave sons and daughters of the armed forces.