PM to visit Andhra Pradesh and Karnataka on 1 August
July 31st, 09:56 am
PM Modi will visit Andhra Pradesh and Karnataka on 1 August. In Andhra Pradesh, he will inaugurate the Alluri Sitarama Raju International Airport and launch development projects worth over ₹17,900 crore. He will also lay the foundation stone for Andhra Pradesh's first semiconductor manufacturing facility. During his visit to Karnataka, he will inaugurate the Swami Vivekananda Cultural Youth Centre - Viveka Smaraka in Mysuru.କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ
July 24th, 04:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି କର୍ଣ୍ଣାଟକ ଏବଂ ଆନ୍ଧ୍ରପ୍ରଦେଶରେ ବଲ୍ଲାରୀ - ଗୁଣ୍ଟାକାଲ ସେକ୍ସନର ତୃତୀୟ ଏବଂ ଚତୁର୍ଥ ଲାଇନକୁ ମଞ୍ଜୁରୀ ଦେଇଛି ଯାହାର ମୋଟ ମୂଲ୍ୟ ୧୨୬୪ କୋଟି ଟଙ୍କା (ପ୍ରାୟ)।କର୍ଣ୍ଣାଟକର କାରୱାରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
July 09th, 02:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କାରୱାରରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଅର୍ଥନୈତିକ ରୋଡମ୍ୟାପ୍ ବ୍ୟବସାୟିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 06:15 am
ଆଜି ଏହି ସଭାଗୃହରେ ଭାରତ ଓ ଅଷ୍ଟ୍ରେଲିଆର ବ୍ୟବସାୟିକ ଶକ୍ତି ଏବଂ ବ୍ୟବସାୟିକ ମହତ୍ତ୍ୱାକାଂକ୍ଷାର ଏକ ଉତ୍କୃଷ୍ଟ ସମନ୍ୱୟ ଦେଖିବାକୁ ମିଳୁଛି। ଏଠାରେ ଆପଣମାନଙ୍କର ଉପସ୍ଥିତି ଆମର ସାମୂହିକ ବିଶ୍ୱାସ ଓ ସାମୂହିକ ଆଶା-ଆକାଂକ୍ଷାର ପ୍ରତୀକ।Prime Minister addresses Australia-India CEOs Forum and Economic Roadmap Business event
July 09th, 06:00 am
PM Modi participated in the Australia-India CEOs Forum and the Economic Roadmap Business event in Melbourne. Addressing the CEOs Forum, he highlighted India's strong economic growth, policy reforms, digital transformation and expanding innovation ecosystem. Addressing the Economic Roadmap Business event, he expressed satisfaction at the growth of trade and investment ties based on ECTA and called for early conclusion of the proposed CECA.ବେଙ୍ଗାଲୁରୁରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
July 02nd, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁର ପଥର ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ବୋଲି ଶ୍ରୀ ମୋଦୀ କହିଛନ୍ତି।Chief Minister of Karnataka meets Prime Minister
June 11th, 06:06 pm
Chief Minister of Karnataka, Shri DK Shivakumar met Prime Minister, Shri Narendra Modi today in New Delhi.କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଡି. କେ. ଶିବକୁମାର ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 03rd, 06:42 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଡି. କେ. ଶିବକୁମାର ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଥିଲେ।କର୍ଣ୍ଣାଟକର କାରୱାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 24th, 06:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର କାରୱାର ଜିଲ୍ଲାରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।ହାଇଦ୍ରାବାଦରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 10th, 03:45 pm
ସାଇବେରାବାଦର ଶକ୍ତି ଜାତୀୟ ଏବଂ ବିଶ୍ୱସ୍ତରୀୟ। ଏହା ତେଲେଙ୍ଗାନା ଏବଂ ଦେଶର ଦ୍ରୁତ ବିକାଶର ଏକ ପ୍ରମୁଖ କେନ୍ଦ୍ର। ତେଣୁ, ଆଜି ସାଇବେରାବାଦରୁ, ତେଲେଙ୍ଗାନାକୁ ଦେଶର ଏକ ବଡ଼ ଉତ୍ପାଦନ ଶକ୍ତି କେନ୍ଦ୍ର କରିବା ପାଇଁ ଅନେକ ପ୍ରମୁଖ ପ୍ରକଳ୍ପ ଆରମ୍ଭ କରାଯାଉଛି। ଆଜି ଯେଉଁ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଏବଂ ଉଦଘାଟନ ହୋଇଛି, ସେଗୁଡ଼ିକ ଏଠାରେ ହଜାର ହଜାର ନୂତନ ନିଯୁକ୍ତି ସୃଷ୍ଟି କରିବ ଏବଂ ତେଲେଙ୍ଗାନାର ସଂଯୋଗୀକରଣ ମଧ୍ୟ ସୁଦୃଢ଼ ହେବ। ଏହି ପ୍ରକଳ୍ପଗୁଡ଼ିକ ପାଇଁ ମୁଁ ତେଲେଙ୍ଗାନାର ଲୋକମାନଙ୍କୁ ହୃଦୟର ସହିତ ଅଭିନନ୍ଦନ ଜଣାଉଛି।ତେଲେଙ୍ଗାନାର ହାଇଦ୍ରାବାଦରେ ପ୍ରାୟ ₹୯,୪୦୦ କୋଟି ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 10th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲେଙ୍ଗାନାର ହାଇଦ୍ରାବାଦରେ ପ୍ରାୟ ₹୯,୪୦୦ କୋଟି ମୂଲ୍ୟର ବହୁବିଧ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଜାତୀୟ ଏବଂ ବିଶ୍ୱସ୍ତରୀୟ ଗୁରୁତ୍ୱର କେନ୍ଦ୍ର ଭାବରେ ହାଇଦ୍ରାବାଦର ପରିବର୍ତ୍ତନମୂଳକ ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ତେଲେଙ୍ଗାନା ଏବଂ ସମଗ୍ର ଦେଶର ଦ୍ରୁତ ବିକାଶକୁ ଆଗେଇ ନେବାରେ ଏହି କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଗୁରୁତ୍ୱାରୋପ କରି, ସେ ଆଜି ଆରମ୍ଭ ହୋଇଥିବା ଅନେକ ବଡ଼ ପ୍ରକଳ୍ପ ତେଲେଙ୍ଗାନାକୁ ଏକ ପ୍ରମୁଖ ଉତ୍ପାଦନ କେନ୍ଦ୍ର ଭାବରେ ପ୍ରତିଷ୍ଠିତ କରିବ ବୋଲି ବର୍ଣ୍ଣନା କରିଥିଲେ। ଏହି ପ୍ରକଳ୍ପ ଉଦ୍ଘାଟନଗୁଡ଼ିକ ଆଞ୍ଚଳିକ ସଂଯୋଗୀକରଣକୁ ସୁଦୃଢ଼ କରିବା ସହିତ ହଜାର ହଜାର ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ତେଲେଙ୍ଗାନାର ଲୋକମାନଙ୍କୁ ଏହି ପ୍ରକଳ୍ପଗୁଡ଼ିକ ପାଇଁ ଅଭିନନ୍ଦନ ଜଣାଇଥିଲେ।There is no chapter on governance in Congress’ book of power: PM Modi in Bengaluru
May 10th, 09:46 am
Prime Minister Narendra Modi today addressed a massive public meeting in Bengaluru, Karnataka and hailed the BJP’s growing support across southern India, asserting that the people of the country are choosing ‘stability, speed and solutions’ over instability and scams. He said that today, a saffron sun has risen from the land of Bengaluru.PM Modi addresses a mega public meeting in Bengaluru, Karnataka
May 10th, 09:45 am
Prime Minister Narendra Modi today addressed a massive public meeting in Bengaluru, Karnataka and hailed the BJP’s growing support across southern India, asserting that the people of the country are choosing ‘stability, speed and solutions’ over instability and scams. He said that today, a saffron sun has risen from the land of Bengaluru.ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।୯୦୧ କିଲୋମିଟର ଲମ୍ବ ତିନୋଟି ରେଳ ଲାଇନ ଦୋହରୀକରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍ ଅନୁମୋଦନ
May 05th, 07:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ୩ଟି ରେଳ ପ୍ରକଳ୍ପକୁ ମଞ୍ଜୁର କରିଛି । ଏଥିପାଇଁ ପ୍ରାୟ ୨୩,୪୩୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏସବୁ ପ୍ରକଳ୍ପ ହେଲା:କର୍ଣ୍ଣାଟକର ବେଙ୍ଗାଲୁରୁରେ କାନ୍ଥ ଭୁଶୁଡ଼ି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତି କରିଛନ୍ତି ପ୍ରଧାନମନ୍ତ୍ରୀ
April 29th, 11:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
April 26th, 11:30 am
ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।Prime Minister visits Karnataka, inaugurates Sri Guru Bhairavaikya Mandira and shares glimpses of visit
April 15th, 05:46 pm
PM Modi shared glimpses of his visit to Karnataka. During the visit, he inaugurated the Sri Guru Bhairavaikya Mandira at the Sri Adichunchanagiri Mahasamsthana Math in Mandya. He also visited the Jwala Peetha and offered prayers at the Sri Kalabhairava Temple. He further paid homage to His Holiness Jagadguru Paramapoojya Sri Sri Sri Dr. Balagangadharanatha Mahaswamiji.Spiritual centres like Sri Adichunchanagiri Mahasamsthana Matha are great contributions of this sacred land: PM Modi in Mandya
April 15th, 11:10 am
PM Modi inaugurated Sri Guru Bhairavaikya Mandira at Sri Kshetra Adichunchanagiri Mahasamsthana Math in Mandya, Karnataka. Addressing the gathering, he observed that the Math serve as a moral and spiritual compass for the region, praising the current leadership for advancing its rich legacy with renewed vigour. The PM also presented nine appeals to the citizens for the realisation of a Viksit Bharat.PM Modi inaugurates Sri Guru Bhairavaikya Mandira at Sri Kshetra Adichunchanagiri in Mandya, Karnataka
April 15th, 11:00 am
PM Modi inaugurated Sri Guru Bhairavaikya Mandira at Sri Kshetra Adichunchanagiri Mahasamsthana Math in Mandya, Karnataka. Addressing the gathering, he observed that the Math serve as a moral and spiritual compass for the region, praising the current leadership for advancing its rich legacy with renewed vigour. The PM also presented nine appeals to the citizens for the realisation of a Viksit Bharat.