କରସନଭାଇ ସୋଲଙ୍କିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

February 04th, 01:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟ ବିଧାନସଭାର ସଦସ୍ୟ ଶ୍ରୀ କରସନଭାଇ ସୋଲଙ୍କିଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ।