କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

November 05th, 10:08 am

କାର୍ତ୍ତିକ ପୂର୍ଣ୍ଣିମା ଏବଂ ଦେବ ଦୀପାବଳିରେ ସାରା ଦେଶରେ ଥିବା ମୋର ପରିବାରର ସମସ୍ତ ସଦସ୍ୟଙ୍କୁ ଅନେକ ଅନେକ ଶୁଭକାମନା। ଭାରତୀୟ ସଂସ୍କୃତି ଏବଂ ଆଧ୍ୟାତ୍ମିକତା ସହିତ ଜଡିତ ଏହି ଦିବ୍ୟ ଅବସର ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସ୍ୱାସ୍ଥ୍ୟ ଏବଂ ସୌଭାଗ୍ୟ ଆଣିଦେଉ। ପବିତ୍ର ସ୍ନାନ, ଦାନ, ଆରତୀ ଏବଂ ପୂଜା ସହିତ ଜଡିତ ଆମର ଏହି ପବିତ୍ର ପରମ୍ପରା ସମସ୍ତଙ୍କ ଜୀବନକୁ ଆଲୋକିତ କରୁ।