କର୍ଣ୍ଣାଟକର କାରୱାରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
July 09th, 02:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଉତ୍ତର କନ୍ନଡ଼ ଜିଲ୍ଲାର କାରୱାରରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।କର୍ଣ୍ଣାଟକର କାରୱାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 24th, 06:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର କାରୱାର ଜିଲ୍ଲାରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।