Tiruchirappalli turns out in huge numbers for PM Modi’s public meeting
March 11th, 06:00 pm
At a massive public meeting in Tamil Nadu’s Tiruchirappalli, Prime Minister Narendra Modi hailed Tiruchirappalli as a land of courage and faith, recalling the bravery of the Marudu Brothers and paying tribute to Major M. Saravanan for his sacrifice during the Kargil War. “Trichy is a land of courage and faith,” he said, adding that the Centre proudly honours Tamil Nadu’s culture and heritage. He also highlighted that C. P. Radhakrishnan, a son of the state, serves as the Vice President of India.DMK is the biggest enemy of Tamil Nadu’s culture: PM Modi in Madhuranthakam
January 23rd, 03:15 pm
PM Modi addressed a public rally in Madhuranthakam, Tamil Nadu, where he said the people of the state had given the DMK a clear mandate twice, but the party betrayed the trust of the people. He added DMK made many promises but delivered zero results, adding that people are now calling it a CMC government, one that promotes corruption, mafia, and crime.Tamil Nadu shows massive support for NDA at PM Modi’s Madhuranthakam rally
January 23rd, 03:00 pm
PM Modi addressed a public rally in Madhuranthakam, Tamil Nadu, where he said the people of the state had given the DMK a clear mandate twice, but the party betrayed the trust of the people. He added DMK made many promises but delivered zero results, adding that people are now calling it a CMC government, one that promotes corruption, mafia, and crime.ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 11:00 am
ଆଜି, ପୋଙ୍ଗଲ ବାସ୍ତବରେ ଏକ ବିଶ୍ୱସ୍ତରୀୟ ପର୍ବ ପାଲଟିଛି । ସମଗ୍ର ବିଶ୍ୱରେ ତାମିଲ ସମ୍ପ୍ରଦାୟ ଏବଂ ତାମିଲ ସଂସ୍କୃତିକୁ ପାଳନ କରୁଥିବା ଲୋକମାନେ ଏହାକୁ ବହୁତ ଉତ୍ସାହର ସହ ପାଳନ କରନ୍ତି ଏବଂ ମୁଁ ସେମାନଙ୍କ ମଧ୍ୟରୁ ଜଣେ । ଏହା ମୋର ସୌଭାଗ୍ୟ ଯେ ଏହି ବିଶେଷ ପର୍ବ ପାଳନ କରିବା ପାଇଁ ମୁଁ ଆପଣଙ୍କ ସହ ଯୋଗ ଦେଇଛି । ତାମିଲ ଜୀବନରେ, ପୋଙ୍ଗଲ ଏକ ଆନନ୍ଦଦାୟକ ଅନୁଭୂତି, ଯାହା ଆମର କୃଷକ, ପୃଥିବୀ ଏବଂ ସୂର୍ଯ୍ୟଙ୍କ ପ୍ରତି ଏକ କୃତଜ୍ଞତାର ଭାବନା । ଏହା ଆମକୁ ପ୍ରକୃତି, ପରିବାର ଏବଂ ସମାଜ ସହ ସମନ୍ୱୟର ଗୁରୁତ୍ୱ ଶିଖାଇଥାଏ । ଏହି ସମୟରେ, ଭାରତର ଅନ୍ୟାନ୍ୟ ଅଞ୍ଚଳଗୁଡ଼ିକ ମଧ୍ୟ ଉତ୍ସବରେ ବୁଡ଼ି ରହିଛନ୍ତି - ଲୋହରୀ, ମକର ସଂକ୍ରାନ୍ତି, ମାଘ ବିହୁ ଏବଂ ଏମିତି ଅନେକ ପର୍ବ । ମୁଁ ପୋଙ୍ଗଲ ଏବଂ ଏହି ସମସ୍ତ ପର୍ବରେ ଭାରତ ଏବଂ ବିଶ୍ୱର ସମସ୍ତ ତାମିଲ ଭାଇଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 14th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ତାମିଲ ଭାଷାରେ ଶୁଭେଚ୍ଛା ଜଣାଇ ଶ୍ରୀ ମୋଦୀ କହିଥିଲେ ଯେ, ପୋଙ୍ଗଲ ଆଜି ଏକ ବିଶ୍ଵସ୍ତରୀୟ ପର୍ବ ପାଲଟିଛି। ଏହି ପର୍ବକୁ ତାମିଲ ସମ୍ପ୍ରଦାୟ ଏବଂ ବିଶ୍ୱବ୍ୟାପୀ ତାମିଲ ସଂସ୍କୃତିକୁ ଆଦର କରୁଥିବା ଲୋକମାନେ ଉତ୍ସାହର ସହିତ ପାଳନ କରନ୍ତି ଏବଂ ସେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । ଏହି ବିଶେଷ ପର୍ବକୁ ସମସ୍ତଙ୍କ ସହିତ ଏକାଠି ପାଳନ କରିବା ତାଙ୍କ ପାଇଁ ସୌଭାଗ୍ୟର କଥା। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ତାମିଲ ଜୀବନରେ, ପୋଙ୍ଗଲ ଏକ ସୁଖଦ ଅଭିଜ୍ଞତା ଭଳି, ଯାହା କୃଷକ, ପୃଥିବୀ ଏବଂ ସୂର୍ଯ୍ୟଙ୍କ ପରିଶ୍ରମ ପ୍ରତି କୃତଜ୍ଞତାକୁ ମୂର୍ତ୍ତିମନ୍ତ କରିଥାଏ। ଏହା ପ୍ରକୃତି, ପରିବାର ଏବଂ ସମାଜରେ ସନ୍ତୁଳନ ରକ୍ଷା ପାଇଁ ଆମକୁ ମାର୍ଗଦର୍ଶନ କରିଥାଏ। ଏହି ସମୟରେ ଦେଶର ବିଭିନ୍ନ ଅଂଶ ମଧ୍ୟ ଲୋହରୀ, ମକର ସଂକ୍ରାନ୍ତି, ମାଘ ବିହୁ ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀରେ ବୁଡ଼ି ରହିଛି ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ। ସେ ପୋଙ୍ଗଲ ଉପଲକ୍ଷେ ଭାରତ ଏବଂ ବିଶ୍ୱବ୍ୟାପୀ ସମସ୍ତ ତାମିଲ ଭାଇଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ ଏବଂ ସମସ୍ତ ପର୍ବପର୍ବାଣୀ ପାଇଁ ଶୁଭକାମନା ଦେଇଥିଲେ।ବାରାଣସୀରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 04th, 01:00 pm
ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ, ୟୁପି ସରକାରଙ୍କ ମନ୍ତ୍ରୀ- ଭାଇ ରବିନ୍ଦ୍ର ଜୟସୱାଲ, ଦୟାଶଙ୍କର, ଗିରିଶ ଯାଦବ, ବାରାଣସୀର ମେୟର ଅଶୋକ ତିୱାରୀ, ଅନ୍ୟାନ୍ୟ ଜନପ୍ରତିନିଧି, ଭଲିବଲ୍ ଆସୋସିଏସନର ସମସ୍ତ ପଦାଧିକାରୀ, ସାରା ଦେଶର ସମସ୍ତ ଖେଳାଳି ଏବଂ ମୋର କାଶୀ ପରିବାର ସଦସ୍ୟଙ୍କୁ ନମସ୍କାର।ବାରାଣାସୀରେ ଆୟୋଜିତ ୭୨ତମ ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 04th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଛନ୍ତି ଯେ, ବାରାଣାସୀର ସାଂସଦ ଭାବରେ ସେ ସମସ୍ତ ଖେଳାଳିଙ୍କୁ ସ୍ୱାଗତ ଏବଂ ଅଭିନନ୍ଦନ ଜଣାଇ ଖୁସି ଅନୁଭବ କରୁଛନ୍ତି। ଜାତୀୟ ଭଲିବଲ୍ ଚାମ୍ପିଅନସିପ୍ ଆଜି ବାରାଣସୀରେ ଆରମ୍ଭ ହେଉଛି। ଖେଳାଳିମାନେ ଅକ୍ଲାନ୍ତ ପରିଶ୍ରମ ପରେ ଏହି ଜାତୀୟ ଟୁର୍ଣ୍ଣାମେଣ୍ଟରେ ପହଞ୍ଚିଛନ୍ତି ଏବଂ ଆଗାମୀ ଦିନରେ ବାରାଣାସୀର ଭୂମିରେ ସେମାନଙ୍କର କଠିନ ପରିଶ୍ରମର ପରୀକ୍ଷଣ କରାଯିବ। ସେ କହିଛନ୍ତି ଯେ ଦେଶର ୨୮ଟି ରାଜ୍ୟର ଦଳ ଏକାଠି ହୋଇଛନ୍ତି, ଯାହାକି ଏକ ଭାରତ, ଶ୍ରେଷ୍ଠ ଭାରତର ଏକ ସୁନ୍ଦର ଚିତ୍ର ଉପସ୍ଥାପନ କରୁଛି। ପ୍ରଧାନମନ୍ତ୍ରୀ ଏହି ଚାମ୍ପିଅନସିପରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳଙ୍କୁ ତାଙ୍କର ଶୁଭକାମନା ଜଣାଇଥିଲେ।'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।କାଶୀ ତାମିଲ ସଙ୍ଗମ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
December 02nd, 07:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ ଆରମ୍ଭ ହେଉଥିବା କାଶୀ ତାମିଲ ସଙ୍ଗମ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଜୀବନ୍ତ କାର୍ଯ୍ୟକ୍ରମ 'ଏକ ଭାରତ, ଶ୍ରେଷ୍ଠ ଭାରତ’ ଭାବନାକୁ ଗଭୀର କରିଥାଏ। ଶ୍ରୀ ମୋଦୀ କହିଥିଲେ, ସଙ୍ଗମ ପାଇଁ ଆସୁଥିବା ସମସ୍ତଙ୍କପାଇଁ କାଶୀରେ ଏକ ସୁଖଦ ଏବଂ ସ୍ମରଣୀୟ ରହଣି କାମନା କରୁଛି!“GenZ Takes the Cultural Chariot of KTS 4.0”—From Tamil Nadu to Kashi, Youth Turn the Journey Into a ‘Cultural Joy Ride’
November 30th, 06:56 pm
A strong wave of enthusiasm is sweeping across Gen Z as they gear up for the Kashi Tamil Sangamam 4.0, beginning on December 2. The event aims to deepen the ancient cultural and linguistic bond between Kashi and Tamil Nadu, while channeling the vibrant energy of today’s youth. Youngsters travelling on a special train shared their excitement about attending Kashi Tamil Sangamam 4.0, which this year carries the inspiring theme: “Learn Tamil – Tamil Karkalam.”ଜନସାଧାରଣଙ୍କ ସାମୂହିକ ପ୍ରୟାସକୁ ସାମ୍ନାକୁ ଆଣିବା ପାଇଁ 'ମନ୍ କୀ ବାତ୍' ଏକ ଉତ୍କୃଷ୍ଟ ପ୍ଲାଟଫର୍ମ: ପ୍ରଧାନମନ୍ତ୍ରୀ ମୋଦୀ
November 30th, 11:30 am
ଚଳିତ ମାସର ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ ନଭେମ୍ବର ମାସର ପ୍ରମୁଖ ଘଟଣା ଉପରେ ଆଲୋକପାତ କରିଥିଲେ, ଯେଉଁଥିରେ ସମ୍ବିଧାନ ଦିବସ ଉତ୍ସବ, ବନ୍ଦେ ମାତରମର 150ତମ ବାର୍ଷିକୀ, ଅଯୋଧ୍ୟାରେ ଧର୍ମ ଧ୍ୱଜ ଉତ୍ତୋଳନ, ଆଇଏନଏସ 'ମାହେ' ଅନ୍ତର୍ଭୁକ୍ତ ଏବଂ କୁରୁକ୍ଷେତ୍ରରେ ଆନ୍ତର୍ଜାତୀୟ ଗୀତା ମହୋତ୍ସବ ଅନ୍ତର୍ଭୁକ୍ତ । ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ମହୁ ଉତ୍ପାଦନ, ଭାରତର କ୍ରୀଡା ସଫଳତା, ସଂଗ୍ରହାଳୟ ଓ ପ୍ରାକୃତିକ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ମଧ୍ୟ ସେ ଆଲୋକପାତ କରିଥିଲେ । କାଶୀ-ତାମିଲ ସଙ୍ଗମମର ଅଂଶ ହେବାକୁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ ।ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 31st, 07:00 pm
ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 31st, 09:00 am
ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ
October 31st, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।Our government is working with full strength to transform the lives of farmers: PM Modi in Varanasi
August 02nd, 11:30 am
In his address while launching multiple development works in Varanasi, PM Modi said that this was his first visit to the holy city following Operation Sindoor. He asserted that during Operation Sindoor, the world witnessed the Rudra form of India. The PM announced that ₹21,000 crore had been transferred to the bank accounts of 10 crore farmers across the country under the PM-Kisan Samman Nidhi scheme.ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨,୨୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ଶ୍ରାବଣ ମାସରେ ବାରାଣସୀର ପରିବାର ସହ ସାକ୍ଷାତ କରି ତାଙ୍କର ହୃଦୟସ୍ପର୍ଶୀ ଭାବନା ପ୍ରକାଶ କରିଛନ୍ତି । ବାରାଣସୀର ଲୋକଙ୍କ ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କକୁ ଉଲ୍ଲେଖ କରି ଶ୍ରୀ ମୋଦୀ ସହରର ପ୍ରତ୍ୟେକ ପରିବାର ସଦସ୍ୟଙ୍କୁ ତାଙ୍କର ସୌହାର୍ଦ୍ଦ୍ୟପୂର୍ଣ୍ଣ ଶୁଭେଚ୍ଛା ଜଣାଇଛନ୍ତି । ପବିତ୍ର ଶ୍ରାବଣ ମାସରେ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଶବ୍ୟାପୀ କୃଷକମାନଙ୍କ ସହିତ ସଂଯୋଗ ସ୍ଥାପନ କରି ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଛନ୍ତି ।The history and legacy of the Chola Empire reflect the strength and true potential of our great nation: PM Modi
July 27th, 12:30 pm
In his address during the Aadi Thiruvathirai Festival at the Gangaikonda Cholapuram temple in Tamil Nadu, PM Modi said that the legacy of Rajaraja Chola and Rajendra Chola is synonymous with India's identity and pride. He remarked that the economic and strategic advancements achieved during the Chola era continue to inspire modern India. The PM affirmed his resolve to further strengthen the spirit of pride in India’s rich heritage.ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
July 27th, 12:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମ ମନ୍ଦିରରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କରିଥିଲେ । ସର୍ବଶକ୍ତିମାନ ଭଗବାନ ଶିବଙ୍କୁ ପ୍ରଣାମ କରି, ରାଜରାଜା ଚୋଳଙ୍କ ପବିତ୍ର ଭୂମିରେ ଦିବ୍ୟ ଶିବ ଦର୍ଶନ ମାଧ୍ୟମରେ ଅନୁଭୂତ ଗଭୀର ଆଧ୍ୟାତ୍ମିକ ଶକ୍ତିକୁ ପ୍ରତିଫଳିତ କରି, ଶ୍ରୀ ଇଲୈୟାରାଜଙ୍କ ସଙ୍ଗୀତ ଏବଂ ଓଧୂବରମାନଙ୍କ ପବିତ୍ର ମନ୍ତ୍ର ସହିତ, ଶ୍ରୀ ମୋଦୀ ମନ୍ତବ୍ୟ ଦେଇଥିଲେ ଯେ, ଏହି ଆଧ୍ୟାତ୍ମିକ ପରିବେଶ ଆତ୍ମାକୁ ଗଭୀର ଭାବରେ ଆକର୍ଷିତ କରିଛି ।ତାମିଲନାଡ଼ୁର ତୁତ-କୁଡ଼ିରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 08:16 pm
ତାମିଲନାଡ଼ୁର ରାଜ୍ୟପାଳ ଆର୍. ଏନ୍. ରବି ଜୀ, ମନ୍ତ୍ରିମଣ୍ଡଳରେସହଯୋଗୀ କିଞ୍ଜରାପୁ ରାମମୋହନ ନାଇଡୁ ଜୀ, ଡ. ଏଲ୍. ମୁରୁଗାନ ଜୀ, ତାମିଲନାଡ଼ୁର ମନ୍ତ୍ରୀ ଥଙ୍ଗମ ତେନ୍ନାରସୁ ଜୀ, ଡକ୍ଟର ଟି. ଆର୍. ବି. ରାଜା ଜୀ, ପି. ଗୀତା ଜୀବନ ଜୀ, ଅନିତା ଆର୍. ରାଧାକ୍ରିଷ୍ଣନ ଜୀ, ସାଂସଦ କାନିମୋଝିଜୀ, ତାମିଲନାଡ଼ୁ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ତଥା ଆମର ବିଧାୟକ ନୟନାର ନାଗେନ୍ଦ୍ରନ ଜୀ ଏବଂ ତାମିଲନାଡ଼ୁର ମୋର ଭାଇ ଓ ଭଉଣୀମାନେ!ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ
July 26th, 07:47 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ତାମିଲନାଡୁର ଥୁଟୁକୁଡିରେ ୪୮ ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ଏସବୁ ପ୍ରକଳ୍ପ ଦ୍ୱାରା ତାମିଲନାଡୁରେ ଆଂଚଳିକ ସଂଯୋଗୀକରଣ, ଲଜିଷ୍ଟିକ ଦକ୍ଷତା, ସ୍ୱଚ୍ଛ ଊର୍ଜ୍ଜା ଭିତ୍ତିଭୂମି ସହ ଅନେକ ଉନ୍ନତି ପରିଲକ୍ଷିତ ହେବ । କାରଗିଲ ବିଜୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଶର ଦିବଂଗତ ଜବାନମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଜ୍ଞଳି ଜଣାଇଥିଲେ ।