Prime Minister greets Herath Poshte to Kashmiri Pandit Community
February 15th, 08:30 am
The Prime Minister, Shri Narendra Modi greeted Herath Poshte, the sacred festival reflecting the rich traditions of Kashmiri Pandit community. “On this pious occasion, I pray for wellness and abundance in everyone’s lives. May it open new pathways of success and fill every home with joy and contentment”, Shri Modi said.କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 04:40 pm
ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।ହେରାଥ ପୋସ୍ତେ ଅବସରରେ କାଶ୍ମୀର ପଣ୍ଡିତମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
February 25th, 06:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହେରାଥ ପୋସ୍ତେ ଅବସରରେ କାଶ୍ମୀର ପଣ୍ଡିତମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଶ୍ରୀନଗରରେ ଜମ୍ମୁ-କଶ୍ମୀରରେ ବିକଶିତ ଭାରତ, ବିକଶିତ ଜମ୍ମୁ-କଶ୍ମୀର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 12:20 pm
ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନାଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ସଂସଦରେ ମୋର ସହଯୋଗୀ, ଏହି ମାଟିର ପୁତ୍ର ଗୁଲାମ ଅଲ୍ଲୀ ଜୀ ଏବଂ ଜମ୍ମୁ-କଶ୍ମୀରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ
March 07th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ସେ ପାଖାପାଖି ୫୦୦୦ କୋଟି ଟଙ୍କାର ସାମଗ୍ରିକ କୃଷି ବିକାଶ କାର୍ଯ୍ୟକ୍ରମକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ଏବଂ ଶ୍ରୀନଗରସ୍ଥିତ 'ହଜରତବଲ ଧର୍ମ ସ୍ଥଳୀ ସମନ୍ୱିତ ବିକାଶ' ପ୍ରକଳ୍ପ ସମେତ ସ୍ୱଦେଶ ଦର୍ଶନ ଏବଂ ପ୍ରସାଦ ଯୋଜନା ଅଧୀନରେ ୧୪୦୦ କୋଟି ରୁ ଅଧିକ ଟଙ୍କାର ପର୍ଯ୍ୟଟନ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ | ପ୍ରଧାନମନ୍ତ୍ରୀ 'ଦେଖୋ ଅପନା ଦେଶ ପିପୁଲ୍ସ ଚଏସ୍ ଟୁରିଷ୍ଟ ଡେଷ୍ଟିନେସନ୍ ପୋଲ' ଏବଂ 'ଚଲୋ ଇଣ୍ଡିଆ ଗ୍ଲୋବାଲ ଡାୟସ୍ପୋରା ଅଭିଯାନ'ର ଶୁଭାରମ୍ଭ କରିବା ସହ ସେହି ପର୍ଯ୍ୟଟନସ୍ଥଳୀ ଗୁଡିକ ସମ୍ପର୍କରେ ଘୋଷଣା କରିଥିଲେ , ଯାହା ଚ୍ୟାଲେଞ୍ଜ ବେସ୍ଡ ଡେଷ୍ଟିନେସନ୍ ଡେଭଲପମେଣ୍ଟ (ସିବିଡିଡି) ଯୋଜନା ଅଧୀନରେ ଚୟନ କରାଯାଇଛି। ଜାମ୍ମୁ ଓ କାଶ୍ମୀରର ପ୍ରାୟ ୧୦୦୦ ନୂତନ ସରକାରୀ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ନିଯୁକ୍ତି ଆଦେଶ ବଣ୍ଟନ କରିବା ସହ ସଫଳତା ହାସଲ କରିଥିବା ମହିଳା, ଲକ୍ଷପତି ଦିଦି, କୃଷକ, ଉଦ୍ୟୋଗୀ ଇତ୍ୟାଦିଙ୍କ ସମେତ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିବେ।ଜେଷ୍ଠ ଅଷ୍ଟମୀ ଅବସରରେ ସମସ୍ତଙ୍କୁ ବିଶେଷ ଭାବରେ କାଶ୍ମୀରୀ ପଣ୍ଡିତ ଭଉଣୀ ଏବଂ ଭାଇ ଭାଇମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
June 08th, 01:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତଙ୍କୁ ବିଶେଷ କରି କାଶ୍ମୀରୀ ପଣ୍ଡିତ ଭଉଣୀ ଏବଂ ଭାଇମାନଙ୍କୁ ଜ୍ୟେଷ୍ଠ ଅଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ।ଏପ୍ରିଲ ୨୧ ତାରିଖରେ ଲାଲ କିଲାରେ ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କ ୪୦୦ ତମ ପ୍ରକାଶ ପୂରବ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
April 20th, 10:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧ ଏପ୍ରିଲ ୨୦୨୨ ରାତ୍ରୀ ପ୍ରାୟ ୯.୧୫ ସମୟରେ ନୂଆଦିଲ୍ଲୀର ଲାଲ କିଲ୍ଲାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୪୦୦ ତମ ପ୍ରକାଶ ପୁରବ ଉତ୍ସବରେ ଅଂଶଗ୍ରହଣ କରିବେ । ସେ ଏହି ସମାବେଶକୁ ସମ୍ବୋଧିତ କରିବେ ଏବଂ ଏହି ଅବସରରେ ଏକ ସ୍ମାରକ ମୁଦ୍ରା ଏବଂ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିବେ ।ଜ୍ୟେଷ୍ଠ ଅଷ୍ଟମୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
June 18th, 06:44 pm
ପବିତ୍ର ଜ୍ୟେଷ୍ଠ ଅଷ୍ଟମୀ ଅବସରରେ ସମସ୍ତ ଦେଶବାସୀ ବିଶେଷକରି କଶ୍ମୀରୀ ପଣ୍ଡିତ ସମ୍ପ୍ରଦାୟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ହେରାଥ ଉପଲକ୍ଷେ ଲୋକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା
March 10th, 07:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହେରାଥ ଉପଲକ୍ଷେ ଲୋକମାନଙ୍କୁ ଶୁଭକାମନା ଜଣାଇଛନ୍ତି ।PM wishes Kashmiri Pandit community on Jyeshtha Ashtami
May 30th, 06:16 pm
The Prime Minister, Shri Narendra Modi has extended wishes to the Kashmiri Pandit community on the occasion of Jyeshtha Ashtami.ଜମ୍ମୁ ଓ କଶ୍ମୀରକୁ ଭାରତର ମୁକୁଟ ବର୍ଣ୍ଣନା କଲେ ପ୍ରଧାନମନ୍ତ୍ରୀ
January 28th, 06:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଲେ, ୟଙ୍ଗ୍ ଇଣ୍ଡିଆ ସମସ୍ୟାକୁ ଟାଳିବା ପାଇଁ ନୁହେଁ, ବିଚ୍ଛିନ୍ନତାବାଦ ଓ ଆତଙ୍କବାଦ ସହ ଲଢ଼େଇ କରିବା ପାଇଁ ଇଚ୍ଛା ରଖିଛି । ସେ ଆଜି ଦିଲ୍ଲୀରେ ଏନସିସି ରାଲିକୁ ସମ୍ବୋଧନ କରୁଥିଲେ ।ନ୍ୟାସନାଲ କ୍ୟାଡେଟ୍ କର୍ପସ ରାଲିରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
January 28th, 12:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ନ୍ୟାସନାଲ କ୍ୟାଡେଟ୍ କର୍ପସ (NCC) ରାଲିରେ ଯୋଗଦେଇଥିଲେ । ରାଲିରେ ପ୍ରଧାନମନ୍ତ୍ରୀ ଗାର୍ଡ ଅଫ୍ ଅନରର ତଦାରଖ କରିଥିଲେ ଏବଂ ଦେଶର ବିଭିନ୍ନ ଏନସିସି ଟିମ୍ ତଥା ଅନ୍ୟ ବନ୍ଧୁ ଓ ପଡ଼ୋଶୀ ରାଷ୍ଟ୍ରରୁ ଆସିଥିବା କ୍ୟାଡେଟ୍ ଦ୍ୱାରା ମାର୍ଚ୍ଚ ପାଷ୍ଟର ସମୀକ୍ଷା କରିଥିଲେ ।ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 12:07 pm
ମୋର କ୍ୟାବିନେଟ ସହଯୋଗୀ ଶ୍ରୀ ରାଜନାଥ ସିଂହଜୀ, ଶ୍ରୀପଦ ୟେଶୋ ନାୟକଜୀ, ଚିଫ୍ ଅଫ୍ ଡ଼ିଫେନ୍ସ ଷ୍ଟାଫ୍ ଜେନେରାଲ ବିପିନ ରାୱତଜୀ, ତିନି ବାହିନୀର ଉଚ୍ଚ ପଦାଧିକାରୀଗଣ, ପ୍ରତିରକ୍ଷା ସଚିବ, ଜାତୀୟ ସମର ଶିକ୍ଷାର୍ଥୀ ବାହିନୀର ମହା ନିର୍ଦ୍ଦେଶକ, ବନ୍ଧୁ ରାଷ୍ଟ୍ରମାନଙ୍କରୁ ଆସିଥିବା ଆମର ଅତିଥିଗଣ ;ଏବଂ ଦେଶର କୋଣ ଅନୁକୋଣରୁ ଆସି ଏଠାରେ ଉପସ୍ଥିତ ଏନସିସିର ମୋର ଯୁବ ସାଥୀଗଣ,ଦିଲ୍ଲୀରେ ଆୟୋଜିତ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ରାଲିରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
January 28th, 12:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ଜାତୀୟ ସମରଶିକ୍ଷାର୍ଥୀ ବାହିନୀ (ଏନସିସି)ର ରାଲିରେ ଅଂଶଗ୍ରହଣ କରିଛନ୍ତି ।Wrong policies and strategies of Congress destroyed the nation: PM
October 19th, 11:51 am
On the last day of campaigning for the Haryana Assembly elections, Prime Minister Narendra Modi addressed two major public meetings in Ellenabad and Rewari today. Speaking to the people, he asked, Isn't India looking more powerful ever since our government took over? did I not deliver on my promises?ପ୍ରଧାନମନ୍ତ୍ରୀ ମୋଦୀ ଏଲନାବାଦ ଏବଂ ରେୱାଡ଼ୀରେ ଜନସଭାକୁ ସମ୍ବୋଧିତ କରିଛନ୍ତି
October 19th, 11:39 am
ହରିୟାଣା ବିଧାନସଭା ନିର୍ବାଚନର ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏଲନାବାଦ ଏବଂ ରେୱାଡ଼ୀରେ ଜନସଭାକୁ ସମ୍ବୋଧିତ କରିଛନ୍ତି । ଲୋକମାନଙ୍କ ସହିତ ମତ ବିନିମୟ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ,''ଆମ ସରକାର ସତ୍ତା ସମ୍ଭାଳିବା ପରେ ଭାରତ ଅଧିକ ଶକ୍ତିଶାଳୀ ହୋଇଛି ,ଯାହା ଆଗରୁ କେବେ ମଧ୍ୟ ଦେଖାଯାଇନଥିଲା । ଏବଂ ଲୋକମାନଙ୍କୁ ପଚାରିଥିଲେ ,କଣ ମୁଁ ମୋର ପ୍ରତିଶୃତି ପାଳନ କରିନାହିଁ କି ?ହ୍ୟୁଷ୍ଟନରେ ଶିଖ ସମ୍ପ୍ରଦାୟର ସଦସ୍ୟଙ୍କ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ
September 22nd, 10:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେକ୍ସାସର ହ୍ୟୁଷ୍ଟନଠାରେ ଶିଖ ସମ୍ପ୍ରଦାୟର ସଦସ୍ୟମାନଙ୍କ ସହ ଭାବ ବିନିମୟ କରିଥିଲେ । ଶିଖ ସମ୍ପ୍ରଦାୟର ସଦସ୍ୟମାନେ ପ୍ରଧାନମନ୍ତ୍ରୀଙ୍କୁ ଜୋରଦାର ସ୍ୱାଗତ କରିଥିଲେ ।"ଜୈଷ୍ଠ ଅଷ୍ଟମୀ ଅବସରରେ କାଶ୍ମୀର ପଣ୍ଡିତ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା "
June 10th, 05:48 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୈଷ୍ଠ ଅଷ୍ଟମୀ ଅବସରରେ କାଶ୍ମୀର ପଣ୍ଡିତ ସମୁଦାୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।