ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 24th, 11:20 am
ଏଥର ଆଲୋକର ପର୍ବ ଦୀପାବଳି ଆପଣ ସମସ୍ତଙ୍କ ଜୀବନରେ ନୂଆ ଆଲୋକ ଆଣିଛି। ଉତ୍ସବ ମଧ୍ୟରେ ସ୍ଥାୟୀ ଚାକିରି ପାଇଁ ନିଯୁକ୍ତି ପତ୍ର ପାଇବା, ଅର୍ଥାତ୍ ଉତ୍ସବର ଆନନ୍ଦ ଏବଂ ସଫଳତାର ଦ୍ୱିଗୁଣିତ ଖୁସି, ଏହି ଖୁସି ଆଜି ଦେଶର 51 ହଜାରରୁ ଅଧିକ ଯୁବକମାନଙ୍କୁ ମିଳିଛି। ମୁଁ ଅନୁଭବ କରିପାରୁଛି , ଆପଣ ସମସ୍ତଙ୍କ ପରିବାରରେ କେତେ ଖୁସି ଥିବ। ମୁଁ ଆପଣ ସମସ୍ତଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୀବନର ଏହି ନୂତନ ଆରମ୍ଭ ପାଇଁ ମୁଁ ମୋର ଶୁଭକାମନା ଜଣାଉଛି।ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି । ନିଜର ଏହି ସମ୍ବୋଧନରେ ସେ କହିଥିଲେ ଯେ, ଚଳିତ ବର୍ଷର ଦୀପାବଳି ସମସ୍ତଙ୍କ ଜୀବନକୁ ଆଲୋକିତ କରିଛି । ପାର୍ବଣର ଆନନ୍ଦ ମଧ୍ୟରେ ସ୍ଥାୟୀ ନିଯୁକ୍ତି ପାଇଁ ନିଯୁକ୍ତିପତ୍ର ପାଇବା ଏହି ଆନନ୍ଦକୁ ଦ୍ବିଗୁଣିତ କରିଛି – ଅର୍ଥାତ୍ ଉଭୟ ପାର୍ବଣ ଓ ନିଯୁକ୍ତି ସଫଳତାର ଆନନ୍ଦ । ଏହି ଆନନ୍ଦ ଆଜି ଦେଶର ୫୧ ହଜାର ଯୁବକଯୁବତୀଙ୍କ ନିକଟରେ ପହଞ୍ଚିଛି ଏବଂ ସେମାନଙ୍କ ପରିବାର ପାଇଁ ଅପାର ଆନନ୍ଦ ଆଣିଦେଇଛି । ଜୀବନରେ ନୂତନ ଆରମ୍ଭ ଲାଗି ପ୍ରଧାନମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 17th, 11:09 pm
ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ
October 17th, 08:00 pm
ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”ଭାରତ-ବ୍ରିଟେନ ସି.ଇ.ଓ. ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 04:41 pm
ବର୍ଷ ବର୍ଷ ଧରି ଆପଣ ସମସ୍ତ ବ୍ୟବସାୟୀ ନେତୃବର୍ଗଙ୍କ ନିରନ୍ତର ପ୍ରୟାସ ଦ୍ୱାରା, ଏହି ମଞ୍ଚ ଭାରତ-ବ୍ରିଟେନ ରଣନୈତିକ ଭାଗିଦାରୀର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଠିଆ ହୋଇଛି। ବର୍ତ୍ତମାନ ଆପଣଙ୍କ ମତାମତ ଶୁଣିବା ଦ୍ୱାରା ମୋର ବିଶ୍ୱାସ ଗଭୀର ହୋଇଛି ଯେ, ଆମେ ସ୍ୱାଭାବିକ ଅଂଶୀଦାର ଭାବରେ ଆହୁରି ଦ୍ରୁତ ଗତିରେ ଆଗକୁ ବଢିବୁ। ଆଉ ଏଥିପାଇଁ ମୁଁ ଆପଣ ସମସ୍ତଙ୍କୁ ଅଭିବାଦନ ଜଣାଉଛି।ଭାରତ-ବ୍ରିଟେନ ମିଳିତ ବିବୃତ୍ତି
October 09th, 03:24 pm
ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣରେ ବ୍ରିଟେନର ପ୍ରଧାନମନ୍ତ୍ରୀ ସାର୍ କୀର ଷ୍ଟାରମର ୮ ଓ ୯ ଅକ୍ଟୋବର, ୨୦୨୫ରେ ଭାରତ ଆସିଥିଲେ । ତାଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଆସିଥିଲେ, ଯେଉଁଥିରେ ବ୍ୟବସାୟ ଓ ବାଣିଜ୍ୟ ରାଷ୍ଟ୍ର ସଚିବ ତଥା ବାଣିଜ୍ୟ ବୋର୍ଡର ଅଧ୍ୟକ୍ଷ ସାଂସଦ ମାନ୍ୟବର ପିଟର କାଇଲ, ସ୍କଟଲ୍ୟାଣ୍ଡ ରାଷ୍ଟ୍ର ସଚିବ ତଥା ସାଂସଦ ମାନ୍ୟବର ଡଗ୍ଲସ୍ ଆଲେକଜାଣ୍ଡର, ନିବେଶ ମନ୍ତ୍ରୀ ଶ୍ରୀ ଜେସନ ଷ୍ଟକ୍ଉଡଙ୍କ ସହ ୧୨୫ ଜଣ ପ୍ରମୁଖ ସିଇଓ, ଉଦ୍ୟୋଗୀ, ବିଶ୍ୱବିଦ୍ୟାଳୟର କୁଳପତି ଓ ସାଂସ୍କୃତିକ ନେତୃବୃନ୍ଦ ଯୋଗ ଦେଇଥିଲେ। ଏହି ଗସ୍ତ ସମୟରେ ଭାରତ ଓ ବ୍ରିଟେନ ମଧ୍ୟରେ ଦ୍ୱିପକ୍ଷୀୟ ସମ୍ପର୍କ ସୁଦୃଢ଼ କରିବା, ବାଣିଜ୍ୟ, ନିବେଶ ଓ ଶିକ୍ଷା କ୍ଷେତ୍ରରେ ସହଯୋଗ ବୃଦ୍ଧି କରିବା ସହିତ ସାଂସ୍କୃତିକ ଆଦାନପ୍ରଦାନ ବିଷୟରେ ଆଲୋଚନା ହୋଇଥିଲା।ଫଳାଫଳ ତାଲିକା: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
October 09th, 01:55 pm
ଭାରତ-ବିଟେନ ସଂଯୋଗ ଏବଂ ନବାଚାର କେନ୍ଦ୍ରର ପ୍ରତିଷ୍ଠା ।ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
October 09th, 11:25 am
ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।ପ୍ରଥମ ଐତିହାସିକ ଭାରତ ଗସ୍ତରେ ୟୁକେର ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ
October 08th, 12:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁକେର ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କୁ ତାଙ୍କର ପ୍ରଥମ ଐତିହାସିକ ଭାରତ ଗସ୍ତ ଅବସରରେ ସ୍ୱାଗତ କରିଛନ୍ତି । ତାଙ୍କ ସହିତ ୟୁକେର ସବୁଠାରୁ ବଡ ବାଣିଜ୍ୟିକ ପ୍ରତିନିଧି ଦଳ ମଧ୍ୟ ଆସିଛନ୍ତି ।ପ୍ରଧାନମନ୍ତ୍ରୀ ଅକ୍ଟୋବର ୮-୯ ରେ ମହାରାଷ୍ଟ୍ର ଗସ୍ତ କରିବେ
October 07th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୮-୯ ତାରିଖରେ ମହାରାଷ୍ଟ୍ର ଗସ୍ତ କରିବେ। ନଭି ମୁମ୍ବାଇରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ପ୍ରାୟ ଅପରାହ୍ନ ୩ତ ସମୟରେ ନବନିର୍ମିତ ନଭି ମୁମ୍ବାଇ ଆନ୍ତର୍ଜାତିକ ବିମାନବନ୍ଦରର ପରିଦର୍ଶନ କରିବେ। ଏହା ପରେ, ପ୍ରାୟ ୩ଟା ୩୦ ମିନିଟରେ, ପ୍ରଧାନମନ୍ତ୍ରୀ ନଭି ମୁମ୍ବାଇ ଆନ୍ତର୍ଜାତିକ ବିମାନବନ୍ଦରର ଉଦଘାଟନ କରି ମୁମ୍ବାଇରେ ଅନେକ ଗୁଡ଼ିଏ ପ୍ରକଳ୍ପର ଲୋକାର୍ପଣ କରିବେ। ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।PM Modi and Prime Minister of the United Kingdom meet with Indian and UK business leaders
July 24th, 07:38 pm
PM Modi and the UK PM Starmer met with business leaders from India and the UK. Interacting with the business leaders, they encouraged them to realise the full potential of opportunities flowing from the CETA for deepening trade, investment and innovation partnerships. Both leaders reaffirmed their commitment to supporting businesses and deepen the bonds of economic cooperation.ଭାରତ-ବ୍ରିଟେନ ଭିଜନ ୨୦୩୫
July 24th, 07:12 pm
ଲଣ୍ଡନରେ ୨୪ ଜୁଲାଇରେ ଭାରତ ଓ ବ୍ରିଟେନ କର୍ତୃପକ୍ଷଙ୍କ ଭିତରେ ସାକ୍ଷାତ ଆଲୋଚନା ବେଳେ ପ୍ରକାଶ ପାଇଛି ଭାରତ-ବ୍ରିଟେନ ଭିଜନ ୨୦୩୫ । ଏହି ଆକାଂକ୍ଷିତ ଓ ସୁଦୂରପ୍ରସାରୀ ଚୁକ୍ତିନାମା ଦୁଇ ଦେଶ ଭିତରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୂତ କରିବ । ବିଶ୍ୱର ଦ୍ରୁତ ପରିବର୍ତନ ସମୟରେ ଏହି ଚୁକ୍ତିନାମା ଦୁଇ ଦେଶକୁ ସମୃଦ୍ଧ ଓ ବିକାଶ ପଥରେ ଅଗ୍ରସର କରାଇବ ।ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 24th, 04:20 pm
ସର୍ବପ୍ରଥମେ, ମୁଁ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁ ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରୁଛି । ଆଜି ହେଉଛି ଆମ ସମ୍ପର୍କର ଏକ ଐତିହାସିକ ଦିନ । ମୁଁ ଅତ୍ୟନ୍ତ ଖୁସି ଯେ ଅନେକ ବର୍ଷର ପରିଶ୍ରମ ପରେ, ଆଜି ଦୁଇ ଦେଶ ମଧ୍ୟରେ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତିନାମା ସମ୍ପନ୍ନ ହୋଇଛି ।ଯୁକ୍ତରାଜ୍ୟର ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 24th, 04:00 pm
ଏହି ସ୍ୱାଗତ ପାଇଁ, ଏହି ଭବ୍ୟ ସମ୍ମାନ ପାଇଁ ମୁଁ ଆପଣଙ୍କ ପ୍ରତି ହୃଦୟର ଗଭୀରତାରୁ ବହୁତ କୃତଜ୍ଞତା ପ୍ରକାଶ କରୁଛି । ଆଜି ଆମେ ଚେକର୍ସରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛେ। ଉଭୟ ଭାରତ ଏବଂ ଯୁକ୍ତରାଜ୍ୟ ଏକାଠି ଏକ ନୂତନ ଇତିହାସର ମୂଳଦୁଆ ସ୍ଥାପନ କରୁଛନ୍ତି।ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 24th, 03:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନକୁ ତାଙ୍କର ସରକାରୀ ଗସ୍ତ କାଳରେ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ସମ୍ମାନନୀୟ ସାର୍ କୀର୍ ଷ୍ଟାରମରଙ୍କୁ ଭେଟିଛନ୍ତି। ବକିଂହାମଶାୟରର ଚେକର୍ସସ୍ଥିତ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଷ୍ଟାରମର ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଦୁଇ ନେତା ଦ୍ୱିପାକ୍ଷିକ ବୈଠକ କରିବା ସହିତ ପ୍ରତିନିଧିମଣ୍ଡଳୀ ସ୍ତରୀୟ ଆଲୋଚନା କରିଥିଲେ।PM Modi arrives in London, United Kingdom
July 24th, 12:15 pm
Prime Minister Narendra Modi arrived in United Kingdom a short while ago. In United Kingdom, PM Modi will hold discussions with UK PM Starmer on India-UK bilateral relations and will also review the progress of the Comprehensive Strategic Partnership.ବ୍ରିଟେନ ଓ ମାଳଦ୍ୱୀପ ଯାତ୍ରା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିଦାୟୀ ଅଭିଭାଷଣ
July 23rd, 01:05 pm
ଗତ କିଛି ବର୍ଷ ଭିତରେ ଭାରତ ଓ ବ୍ରିଟେନ ଭିତରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଛି । ବାଣିଜ୍ୟ, ପୁଞ୍ଜି ନିବେଶ, ପ୍ରଯୁକ୍ତି ବିଦ୍ୟା, ପ୍ରତିରକ୍ଷା, ଶିକ୍ଷା, ଗବେଷଣା, ସ୍ୱାସ୍ଥ୍ୟ ପରି ଅନେକ କ୍ଷେତ୍ରରେ ଦୁଇ ଦେଶ ଭିତରେ ସମ୍ପର୍କ ବୃଦ୍ଧି ପାଇଛି । ପ୍ରଧାନମନ୍ତ୍ରୀ ସାର କେୟର ଷ୍ଟାରମରଙ୍କୁ ସାକ୍ଷାତ କରିବା ବେଳେ ପ୍ରଗତି ଓ ବିକାଶକୁ ଲକ୍ଷ୍ୟ ରଖି ଦୁଇ ଦେଶ ଭିତରେ ଆର୍ଥିକ କାରବାର ବୃଦ୍ଧି ପାଇଁ କଥା ହେବି । ଫଳରେ ଦୁଇ ଦେଶ ଭିତରେ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ । ମୋ ଗସ୍ତ ସମୟରେ ରାଜା ଚାର୍ଲସ ତୃତୀୟଙ୍କୁ ବି ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।ପ୍ରଧାନମନ୍ତ୍ରୀଙ୍କ ବ୍ରିଟେନ ଓ ମାଳଦ୍ୱୀପ ଗସ୍ତ (ଜୁଲାଇ 23 - 26, 2025)
July 20th, 10:49 pm
ପ୍ରଧାନମନ୍ତ୍ରୀ ମୋଦୀ ଜୁଲାଇ 23 ରୁ 26 ମଧ୍ୟରେ ବ୍ରିଟେନ ଏବଂ ମାଳଦ୍ୱୀପ ଗସ୍ତରେ ଯିବେ । ସେ ପିଏମ ଷ୍ଟାରମରଙ୍କ ସହ ବ୍ୟାପକ ଆଲୋଚନା କରିବେ ଏବଂ ସେମାନେ ସିଏସପିର ଅଗ୍ରଗତି ର ସମୀକ୍ଷା କରିବେ । ଆସନ୍ତା 26 ତାରିଖରେ ମାଳଦ୍ୱୀପର ସ୍ୱାଧୀନତାର 60ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ସେ ମାଳଦ୍ୱୀପର ରାଷ୍ଟ୍ରପତି ମୁଇଜୁଙ୍କୁ ଭେଟିବେ ଏବଂ ପାରସ୍ପରିକ ସ୍ୱାର୍ଥ ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଆଲୋଚନା କରିବେ ।Prime Minister interacts with Prime Minister of United Kingdom at G7 summit
June 18th, 02:55 pm
The Prime Minister Shri Narendra Modi interacted with the Prime Minister of United Kingdom, H.E Mr. Keir Starmer at the 51st G7 Summit at Kananaskis, Canada on 17th June 2025. Shri Modi remarked that India and UK ties are getting stronger, reflecting in the ground we’ve covered in areas like trade and commerce.Rt Hon David Lammy, Foreign Secretary of the United Kingdom calls on Prime Minister Shri Narendra Modi
June 07th, 07:39 pm
Rt Hon David Lammy, Foreign Secretary of the United Kingdom called on Prime Minister Shri Narendra Modi today.