ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।Cabinet approves 57 new Kendriya Vidyalayas worth Rs.5862 crore
October 01st, 03:43 pm
The Cabinet Committee on Economic Affairs, chaired by PM Modi, has approved the opening of 57 new Kendriya Vidyalayas (KVs) across the country, with an outlay of ₹5,862.55 crore for a period of nine years starting from 2026–27. These new KVs reflect a strong commitment to serving underserved and strategically important regions, while also creating employment opportunities.Cabinet approves opening of 85 new Kendriya Vidyalayas KVs under civil defence sector
December 06th, 08:01 pm
The Cabinet Committee on Economic Affairs, chaired by Prime Minister Narendra Modi approved opening of 85 new Kendriya Vidyalayas under Civil/Defence sector across the country and expansion of one existing KV i.e. KV Shivamogga, District Shivamogga, Karnataka to facilitate increased number of Central Government employees by adding two additional Sections in all the classes under the Kendriya Vidyalaya Scheme (Central Sector Scheme).PM greets students, staff, supporting staff and alumni of Kendriya Vidyalaya family on its Diamond Jubilee
December 15th, 05:24 pm
The Prime Minister, Shri Narendra Modi has extended his greetings to the students, staff, supporting staff and alumni of the Kendriya Vidyalaya on the occasion of its Diamond Jubilee.