ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ମନ୍ କୀ ବାତରେ ଭାରତର ପ୍ରତିରକ୍ଷା ଶକ୍ତି, ନବସୃଜନ ଏବଂ ସାମୂହିକ ପ୍ରୟାସ ଉପରେ ଆଲୋକପାତ କରିଛନ୍ତି
July 26th, 11:30 am
Prime Minister Narendra Modi addressed the nation through Mann Ki Baat. In his speech, he highlighted important topics such as Kargil Vijay Diwas, Catch the Rain campaign, India's space sector prowess, Science Olympiads, Environmental conservation, Khadi and more. He called upon the citizens to share their ideas and suggestions for Independence Day through MyGov.India-New Zealand relationship built on enduring friendship, shared values, common commitment: PM Modi in Auckland
July 11th, 01:15 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 11th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅକ୍ଲାଣ୍ଡଠାରେ ଆୟୋଜିତ “କିଆ ଓରା ମୋଦୀ” କାର୍ଯ୍ୟକ୍ରମରେ ନ୍ୟୁଜିଲ୍ୟାଣ୍ଡରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମାରୋହରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିଷ୍ଟୋଫର ଲକ୍ସନ ମଧ୍ୟ ସାମିଲ ହୋଇଥିଲେ। ପ୍ରାୟ ୧୦,୦୦୦ରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଉପସ୍ଥିତି ଯୋଗୁଁ ଏହି ସମାବେଶ ଆନ୍ତରିକତା, ଶକ୍ତି ଏବଂ ବେଶ୍ ଉତ୍ସାହରେ ପରିପୂର୍ଣ୍ଣ ଥିଲା।ଅର୍ଥନୈତିକ ରୋଡମ୍ୟାପ୍ ବ୍ୟବସାୟିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 06:15 am
ଆଜି ଏହି ସଭାଗୃହରେ ଭାରତ ଓ ଅଷ୍ଟ୍ରେଲିଆର ବ୍ୟବସାୟିକ ଶକ୍ତି ଏବଂ ବ୍ୟବସାୟିକ ମହତ୍ତ୍ୱାକାଂକ୍ଷାର ଏକ ଉତ୍କୃଷ୍ଟ ସମନ୍ୱୟ ଦେଖିବାକୁ ମିଳୁଛି। ଏଠାରେ ଆପଣମାନଙ୍କର ଉପସ୍ଥିତି ଆମର ସାମୂହିକ ବିଶ୍ୱାସ ଓ ସାମୂହିକ ଆଶା-ଆକାଂକ୍ଷାର ପ୍ରତୀକ।Prime Minister addresses Australia-India CEOs Forum and Economic Roadmap Business event
July 09th, 06:00 am
PM Modi participated in the Australia-India CEOs Forum and the Economic Roadmap Business event in Melbourne. Addressing the CEOs Forum, he highlighted India's strong economic growth, policy reforms, digital transformation and expanding innovation ecosystem. Addressing the Economic Roadmap Business event, he expressed satisfaction at the growth of trade and investment ties based on ECTA and called for early conclusion of the proposed CECA.ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କେରଳମ୍ର ମୁଖ୍ୟମନ୍ତ୍ରୀ
May 26th, 12:39 pm
କେରଳମର ମୁଖ୍ୟମନ୍ତ୍ରୀ ଶ୍ରୀ ଭି. ଡି. ସତୀସନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀଶନ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 18th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀଶନ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।ନେଦରଲ୍ୟାଣ୍ଡରେ ଭାରତୀୟ ସମ୍ପ୍ରଦାୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 16th, 01:30 pm
ଏତେ ସ୍ନେହ। ଏତେ ବଡ଼ ଉତ୍ସାହ। ସତ କହିବାକୁ ଗଲେ, ଗୋଟିଏ ମୁହୂର୍ତ୍ତ ପାଇଁ ମୁଁ ପ୍ରାୟ ଭୁଲି ଯାଇଥିଲି ଯେ, ମୁଁ ନେଦରଲ୍ୟାଣ୍ଡରେ ଅଛି। ଏହା ଏପରି ଅନୁଭବ ହେଉଛି ଯେପରି ଭାରତରେ କୌଣସି ସ୍ଥାନରେ ଏକ ଉତ୍ସବ ଚାଲିଛି!ନେଦରଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
May 16th, 01:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହେଗରେ ଏକ ଭାରତୀୟ ସମ୍ପ୍ରଦାୟର ସ୍ୱାଗତ ସମାରୋହରେ ଯୋଗଦେଇଥିଲେ। ସେଠାରେ ପହଞ୍ଚିବା ପରେ, ନେଦରଲ୍ୟାଣ୍ଡରେ ବସବାସ କରୁଥିବା ଭାରତୀୟ ପ୍ରବାସୀ ଓ ଭାରତର ବନ୍ଧୁମାନଙ୍କର ଏକ ବିଶାଳ ସମାବେଶ ତାଙ୍କୁ ଭବ୍ୟ ଓ ଉତ୍ସାହପୂର୍ଣ୍ଣ ସ୍ୱାଗତ ଜଣାଇଥିଲା।There is no chapter on governance in Congress’ book of power: PM Modi in Bengaluru
May 10th, 09:46 am
Prime Minister Narendra Modi today addressed a massive public meeting in Bengaluru, Karnataka and hailed the BJP’s growing support across southern India, asserting that the people of the country are choosing ‘stability, speed and solutions’ over instability and scams. He said that today, a saffron sun has risen from the land of Bengaluru.PM Modi addresses a mega public meeting in Bengaluru, Karnataka
May 10th, 09:45 am
Prime Minister Narendra Modi today addressed a massive public meeting in Bengaluru, Karnataka and hailed the BJP’s growing support across southern India, asserting that the people of the country are choosing ‘stability, speed and solutions’ over instability and scams. He said that today, a saffron sun has risen from the land of Bengaluru.From Gangotri to Gangasagar… the lotus is blooming everywhere: PM Modi from BJP HQ
May 04th, 07:01 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.PM Modi addresses at the BJP HQ after sweeping victories across states
May 04th, 07:00 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.କେରଳମକୁ କୃତଜ୍ଞତା! ପ୍ରଗତି ପାଇଁ ବିଜେପି-ଏନଡିଏର ପ୍ରତିବଦ୍ଧତା ରହିଛି ଅଟଳ
May 04th, 06:56 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳ ବିଧାନସଭା ନିର୍ବାଚନରେ ବିଜେପି-ଏନଡିଏକୁ ସମର୍ଥନ କରିଥିବା ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଇବା ସହ ଏହି ମେଣ୍ଟ ରାଜ୍ୟର ପ୍ରଗତି ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବା ଜାରି ରଖିବ ଏବଂ ବିକଶିତ କେରଳମର ଲକ୍ଷ୍ୟ ଦିଗରେ ନିଷ୍ଠାର ସହ କାର୍ଯ୍ୟ କରିବ ବୋଲି ନିଶ୍ଚିତ କରିଛନ୍ତି।Bengal’s strength is known worldwide, but TMC has trapped it in corruption: PM Modi in Mathurapur
April 23rd, 01:00 pm
Addressing a Vijay Sankalp rally in Mathurapur, West Bengal, PM Modi contrasted BJP’s 11 years of development with TMC’s 15 years of “lies and betrayal.” Targeting the TMC's syndicate culture, he described widespread “cut money” in jobs, land, rations and mandis. He concluded by asserting that a strong wave of change is visible across Bengal, driven by women and youth.