ନୂଆଦିଲ୍ଲୀରେ ଆୟୋଜିତ ଅନ୍ତର୍ଜାତୀୟ ଆର୍ଯ୍ୟ ମହାସମ୍ମେଳନ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

October 31st, 07:00 pm

ସର୍ବପ୍ରଥମେ, ମୁଁ ବିଳମ୍ବରେ ପହଞ୍ଚିଥିବା ପାଇଁ କ୍ଷମା ପ୍ରାର୍ଥନା କରୁଛି । ଆଜି ସର୍ଦ୍ଦାର ସାହେବଙ୍କ ଜନ୍ମବାର୍ଷିକୀ ଥିଲା, ତାଙ୍କର ୧୫୦ତମ ଜନ୍ମବାର୍ଷିକୀ। ଏକତା ନଗରର ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ତାଙ୍କର ଏକ କାର୍ଯ୍ୟକ୍ରମ ଥିଲା ଏବଂ ସେଥିପାଇଁ, ମୁଁ ଠିକ୍ ସମୟରେ ପହଞ୍ଚି ପାରିଲି ନାହିଁ। ଏଥିପାଇଁ ମୁଁ ପୁନର୍ବାର କ୍ଷମା ପ୍ରାର୍ଥନା କରୁଛି। ଆରମ୍ଭରେ ଆମେ ସମସ୍ତେ ଯେଉଁ ମନ୍ତ୍ରଗୁଡ଼ିକ ଶୁଣିଥିଲୁ, ସେହି ମନ୍ତ୍ରଗୁଡିକର ଶକ୍ତି ଏବେ ମଧ୍ୟ ଆମେ ଅନୁଭବ କରୁଛେ । ଯେତେବେଳେ ମୋତେ ଆପଣମାନଙ୍କ ପାଖକୁ ଆସିବାର ସୁଯୋଗ ମିଳେ ଏବଂ ଯେବେ ଯେବେ ମୁଁ ଏଠାକୁ ଆସିଛି ଦିବ୍ୟ ଅଭିଜ୍ଞତା ଏବଂ ଆଶ୍ଚର୍ଯ୍ୟଜନକ ଅନୁଭୂତି ପାଇଛି । ସ୍ୱାମୀ ଦୟାନନ୍ଦଙ୍କ ଆଶୀର୍ବାଦ, ତାଙ୍କ ଆଦର୍ଶ ପ୍ରତି ଆମର ଶ୍ରଦ୍ଧା ଏବଂ ଆପଣମାନଙ୍କ ସହିତ ଦଶନ୍ଧି ଧରି ରହିଥିବା ସମ୍ପର୍କ ମୋତେ ବାରମ୍ବାର ଆପଣଙ୍କ ମଧ୍ୟରେ ରହିବାର ସୁଯୋଗ ଦେଉଛି। ଆଉ ଯେତେବେଳେ ମୁଁ ଆପଣମାନଙ୍କୁ ଭେଟିଥାଏ ଏବଂ ଆପଣମାନଙ୍କୁ ସହିତ କଥାବାର୍ତ୍ତା କରେ, ମୁଁ ଏକ ଅନନ୍ୟ ଶକ୍ତି ଏବଂ ପ୍ରେରଣାରେ ପରିପୂର୍ଣ୍ଣ ହୋଇଯାଏ। ମୋତେ ଏହା ମଧ୍ୟ ସୂଚନା ଦିଆଯାଇଛି ଯେ ଏହିପରି ନଅଟି ସଭାଗୃହ ନିର୍ମାଣ କରାଯାଇଛି, ଯେଉଁଠାରେ ଆମର ସମସ୍ତ ଆର୍ଯ୍ୟ ସମାଜର ସଦସ୍ୟ ଭିଡିଓ ଲିଙ୍କ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଦେଖୁଛନ୍ତି। ଯଦିଓ ମୁଁ ସେମାନଙ୍କୁ ଦେଖିପାରୁ ନାହିଁ, ମୁଁ ଏଠାରୁ ମଧ୍ୟ ସେମାନଙ୍କୁ ମୋର ପ୍ରଣାମ ଜଣାଉଛି।

ଷ୍ଟାଚ୍ୟୁ ଅଫ୍ ୟୁନିଟି ଜନ ଏକତାର ପ୍ରତୀକ: ପ୍ରଧାନମନ୍ତ୍ରୀ

October 31st, 12:43 pm

‘ଷ୍ଟାଚ୍ୟୁ ଅଫ୍ ୟୁନିଟି’ ସର୍ଦ୍ଦାର ପଟେଲଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଏବଂ ଉଲ୍ଲେଖନୀୟ କଥା ହେଉଛି ଏହାର ନିର୍ମାଣ ଏକ ଜନ ଆନ୍ଦୋଳନର ଫଳସ୍ୱରୂପ ହୋଇଥିଲା, ଯେଉଁଠାରେ ଭାରତର ବିଭିନ୍ନ ସ୍ଥାନର ଲୋକମାନେ ବିଶେଷକରି ଭାରତର ଗ୍ରାମଗୁଡିକ, ଏହି ପ୍ରତୀକାତ୍ମକ ପ୍ରତିମା ସହିତ ଜଡିତ ହେବା ଅନୁଭବ କରିଥିଲେ ।

Prime Minister pays tributes to Sardar Vallabhbhai Patel at the Statue of Unity in Kevadia

October 31st, 12:41 pm

The Prime Minister, Shri Narendra Modi has paid tributes to Sardar Vallabhbhai Patel at the ‘Statue of Unity’ in Kevadia.

କେଭାଡ଼ିଆରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 31st, 09:00 am

ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀର ଐତିହାସିକ ଅବସରରେ, ଏକତାନଗରର ଏହି ଦିବ୍ୟ ପ୍ରଭାତ, ଏହି ମନୋରମ ଦୃଶ୍ୟ, ସର୍ଦ୍ଦାର ସାହେବଙ୍କ ପାଦତଳେ ଆମର ଉପସ୍ଥିତି, ଆଜି ଆମେ ସମସ୍ତେ ଏକ ମହାନ ମୁହୂର୍ତ୍ତର ସାକ୍ଷୀ ହେଉଛୁ। ସମଗ୍ର ଦେଶରେ ଚାଲିଥିବା ଏକତା ଦୌଡ଼, ରନ ଫର ୟୁନିଟି, କୋଟି କୋଟି ଭାରତୀୟଙ୍କ ଉତ୍ସାହ, ଆମେ ଏକ ନୂତନ ଭାରତର ସଂକଳ୍ପ ଶକ୍ତିକୁ ପ୍ରତ୍ୟକ୍ଷ ଭାବେ ଅନୁଭବ କରୁଛୁ। ବର୍ତ୍ତମାନ ଏଠାରେ ଯେଉଁସବୁ କାର୍ଯ୍ୟକ୍ରମ ହୋଇଛି, ଗତକାଲି ସନ୍ଧ୍ୟାରେ ଯେଉଁସବୁ ଚମତ୍କାର ପ୍ରସ୍ତୁତି ହୋଇଛି, ସେଥିରେ ମଧ୍ୟ, ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ବୀରତ୍ଵ ଏବଂ ଭବିଷ୍ୟତର ସଫଳତାର ଝଲକ ମଧ୍ୟ ରହିଛି। ସର୍ଦ୍ଦାର ସାହେବଙ୍କ ଏକ ଶହ ପଚାଶତମ ଜୟନ୍ତୀ ଉପଲକ୍ଷେ ସ୍ମାରକୀ ମୁଦ୍ରା ଏବଂ ସ୍ୱତନ୍ତ୍ର ଡାକ ଟିକଟ ମଧ୍ୟ ଜାରି କରାଯାଇଛି। ସର୍ଦ୍ଦାର ସାହେବଙ୍କ ଜୟନ୍ତୀ, ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ମୁଁ ସମସ୍ତ ୧୪୦ କୋଟି ଦେଶବାସୀଙ୍କୁ ବହୁତ-ବହୁତ ଶୁଭେଚ୍ଛା, ଅନେକ ଅନେକ ଶୁଭକାମନା ଜଣାଉଛି।

ରାଷ୍ଟ୍ରୀୟ ଏକତା ଦିବସରେ ଦେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ : ଭାରତର ସୁରକ୍ଷା କିମ୍ବା ଲୌହ ମାନବଙ୍କ ଆତ୍ମସମ୍ମାନ ସହିତ ଦେଶ ସାଲିସ କରିବ ନାହିଁ

October 31st, 08:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କେଭାଡିଆ ଠାରେ ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ହେଉଛି ଏକ ଐତିହାସିକ ଅବସର। ଏକତା ନଗରର ସକାଳର ଦିବ୍ୟ ଏବଂ ମନୋରମ ଦୃଶ୍ୟକୁ ଆଶ୍ଚର୍ଯ୍ୟଜନକ ବୋଲି ବର୍ଣ୍ଣନା କରି ଶ୍ରୀ ମୋଦୀ ସର୍ଦ୍ଦାର ପଟେଲଙ୍କ ପାଦତଳେ ସାମୂହିକ ଉପସ୍ଥିତି ସମ୍ପର୍କରେ ଉଲ୍ଲେଖ କରିଥିଲେ ଏବଂ କହିଥିଲେ ଯେ, ଦେଶ ଏକ ମହାନ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତର ସାକ୍ଷୀ ହେଉଛି। ସେ ଦେଶବ୍ୟାପୀ ଏକତା ଦୌଡ଼ ଏବଂ ଏଥିରେ କୋଟି କୋଟି ଭାରତୀୟଙ୍କ ଉତ୍ସାହୀ ଅଂଶଗ୍ରହଣ ଉପରେ ଆଲୋକପାତ କରିଥିଲେ ଏବଂ ଗୁରୁତ୍ୱାରୋପ କରିଥିଲେ ଯେ ଏକ ନୂତନ ଭାରତ ପାଇଁ ସଂକଳ୍ପ ସ୍ପଷ୍ଟ ଭାବରେ ଅନୁଭୂତ ହେଉଛି। ପୂର୍ବରୁ ଅନୁଷ୍ଠିତ କାର୍ଯ୍ୟକ୍ରମ ଏବଂ ପୂର୍ବ ସନ୍ଧ୍ୟାର ଉଲ୍ଲେଖନୀୟ ଉପସ୍ଥାପନାକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ , ଏହା ଅତୀତର ପରମ୍ପରା, ବର୍ତ୍ତମାନର ଶ୍ରମ ଓ ପରାକ୍ରମ ଏବଂ ଭବିଷ୍ୟତର ସଫଳତାର ଏକ ଝଲକକୁ ପ୍ରତିଫଳିତ କରେ। ସେ ସୂଚନା ଦେଇଥିଲେ ଯେ , ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏକ ସ୍ମାରକୀ ମୁଦ୍ରା ଏବଂ ଏକ ସ୍ୱତନ୍ତ୍ର ଡାକ ଟିକେଟ ଜାରି କରାଯାଇଛି।

ଅକ୍ଟୋବର ୩୦ - ୩୧ରେ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ

October 29th, 10:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ ତାରିଖରେ ଗୁଜରାଟ ଗସ୍ତ କରିବେ। ଅକ୍ଟୋବର ୩୦ ତାରିଖରେ ପ୍ରଧାନମନ୍ତ୍ରୀ କେଭାଡିଆର ଏକତା ନଗର ଗସ୍ତ କରିବେ ଏବଂ ସନ୍ଧ୍ୟା ପ୍ରାୟ ୫ଟା ୧୫ ସମୟରେ ଇ-ବସର ଲୋକାର୍ପଣ କରିବେ। ସନ୍ଧ୍ୟା ପ୍ରାୟ ୬ଟା ୩୦ ମିନିଟରେ ସେ ଏକତା ନଗରରେ ୧,୧୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

PM appreciates the visit of Shri Omar Abdullah to the iconic Statue of Unity at Kevadia, Gujarat

July 31st, 11:05 pm

The Prime Minister, Shri Narendra Modi, today welcomed and appreciated the visit of Shri Omar Abdullah to the Sabarmati Riverfront and the iconic Statue of Unity at Kevadia, Gujarat.

Prime Minister inaugurates key development works in Kevadia, Gujarat

October 30th, 09:07 pm

The Prime Minister, Shri Narendra Modi has inaugurated key development works in Kevadia, Gujarat. The development works will further enhance the facilities at Kevadia.

ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗଦେବେ

October 29th, 03:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ଅକ୍ଟୋବର ୩୦ ରେ ସେ ଏକତା ନଗର, କେଭାଡିଆ ଯିବେ ଏବଂ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ଏକତା ନଗରରେ ୨୮୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଭିତ୍ତିଭୂମି ଏବଂ ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ସନ୍ଧ୍ୟା ପ୍ରାୟ ୬ ଟାରେ ସେ ଆରମ୍ଭ ୬.୦ରେ ୯୯ତମ କମନ୍ ଫାଉଣ୍ଡେସନ୍ ପାଠ୍ୟକ୍ରମର ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କୁ ସମ୍ବୋଧିତ କରିବେ। ଅକ୍ଟୋବର ୩୧ ତାରିଖ ସକାଳ ପ୍ରାୟ ୭ଟା ୧୫ ମିନିଟରେ ପ୍ରଧାନମନ୍ତ୍ରୀ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପୁଷ୍ପମାଲ୍ୟ ଅର୍ପଣ କରିବେ ଏବଂ ଏହା ପରେ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯିବ ।

ଷ୍ଟାଚୁ୍ୟ ଅଫ୍ ୟୁନିଟି ଉପେର ଟିଭି ଏପିସୋଡ୍ ଆପଣଙ୍କୁ ସେଠାକୁ ବୁଲିଯିବାକୁ ଉତ୍ସାହିତ କରିବ

March 14th, 01:16 pm

ପ୍ରଧାନମନ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଅଭୂତପୂର୍ବ ଷ୍ଟାଚୁ୍ୟ ଅଫ୍ ୟୁନିଟି (ଏକତାର ମୂର୍ତୀ) ଉପରେ ଏକ ଟେଲିଭିଜନ୍ ଏପିସୋଡ୍ ସେୟାର କରିଛନ୍ତି ଏବଂ କହିଛନ୍ତି େଯ ଏହା ଏକ ଅନନ୍ୟ ଅନୁଭୂତି ହେବ ଏବଂ କେଭାଡିଆକୁ ଖୁବ୍ଶୀଘ୍ର ପରିଦର୍ଶନ କରିବା ପାଇଁ କାହାକୁବି ଉତ୍ସାହିତ କରିବ।

PM inaugurates and lays foundation stone for multiple development projects worth Rs 160 crores in Kevadia, Gujarat

October 31st, 07:14 pm

PM Modi inaugurated and laid the foundation stone of multiple development projects worth Rs 160 crores in Kevadia, Gujarat. The projects that were inaugurated include the Heritage Train from Ekta Nagar to Ahmedabad, a project for live Narmada Aarti, Kamalam Park, a walkway within the Statue of Unity, and more.

କେଭାଡିଆରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ,

October 31st, 10:00 am

ଆପଣ ସମସ୍ତ ଯୁବକମାନଙ୍କର ସାହସୀମାନଙ୍କର ଏହି ଉତ୍ସାହ ଜାତୀୟ ଏକତା ଦିବସର ଏକ ବଡ଼ ଶକ୍ତି ଅଟେ। ଏକ ପ୍ରକାରରେ ମୁଁ ମୋ ସାମ୍ନାରେ ଲଘୁ ଭାରତ, ମିନି ଭାରତର ସ୍ଵରୂପ ଦେଖୁଛି । ରାଜ୍ୟ ଭିନ୍ନ, ଭାଷା ଭିନ୍ନ, ପରମ୍ପରା ଅଲଗା, କିନ୍ତୁ ଏଠାରେ ଉପସ୍ଥିତ ପ୍ରତ୍ୟେକ ବ୍ୟକ୍ତି ଏକତାର ଏକ ଦୃଢ଼ ସୂତ୍ର ଦ୍ୱାରା ଜଡ଼ିତ ଅଛନ୍ତି । ମନ ଅନେକ, କିନ୍ତୁ ମାଳା ଗୋଟିଏ । ଶରୀର ଅନେକ, କିନ୍ତୁ ମନ ଏକ । ଯେମିତି ଅଗଷ୍ଟ ୧୫ ଆମର ସ୍ୱାଧୀନତା ପାଳନର ଦିନ ଏବଂ ଜାନୁଆରୀ ୨୬ ଆମ ଗଣତନ୍ତ୍ର ପାଳନର ଦିନ, ଠିକ୍ ସେହିପରି ଅକ୍ଟୋବର ୩୧ ର ଏହି ଦିନ ଦେଶର କୋଣ ଅନୁକୋଣରେ ଜାତୀୟତାର ସଂଚାର ପର୍ବ ପାଲଟିଛି ।

ଗୁଜରାଟର କେଭାଡିଆରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

October 31st, 09:12 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରୀୟ ଏକତା ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସେ ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅବସରରେ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଶ୍ରୀ ମୋଦୀ ବିଏସଏଫ ଏବଂ ବିଭିନ୍ନ ରାଜ୍ୟ ପୋଲିସର ଦଳଙ୍କୁ ନେଇ ରାଷ୍ଟ୍ରୀୟ ଏକତା ଦିବସ ପରେଡ, ସମସ୍ତ ମହିଳା ସିଆରପିଏଫ ବାଇକର୍ସଙ୍କ ଦ୍ୱାରା ଦୁଃସାହସିକ ପ୍ରଦର୍ଶନ, ବିଏସଏଫର ମହିଳା ପାଇପ୍ ବ୍ୟାଣ୍ଡ, ଗୁଜରାଟ ମହିଳା ପୋଲିସର କୋରିଓଗ୍ରାଫି କାର୍ଯ୍ୟକ୍ରମ, ସ୍ୱତନ୍ତ୍ର ଏନସିସି ଶୋ, ସ୍କୁଲ ବ୍ୟାଣ୍ଡ ପ୍ରଦର୍ଶନ, ଭାରତୀୟ ବାୟୁସେନା ଦ୍ୱାରା ଫ୍ଲାଇ ପାଷ୍ଟ, ଉନ୍ନତ ଗ୍ରାମର ଅର୍ଥନୈତିକ ସାମର୍ଥ୍ୟ ପ୍ରଦର୍ଶନ ଆଦି ଦେଖିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ

October 29th, 02:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୩୦-୩୧ରେ ଗୁଜରାଟ ଗସ୍ତ କରିବେ । ୩୦ ତାରିଖ ପୂର୍ବାହ୍ନ ପ୍ରାୟ ସାଢ଼େ ଦଶଟା ବେଳେ ସେ ଅମ୍ବାଜୀ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିବେ । ପରେ ପରେ ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ସେ ମେହେଶାନାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ୩୧ ତାରିଖ ସକାଳ ଆଠଟାରେ ଶ୍ରୀ ମୋଦୀ କେଭାଡିଆ ଯାଇ ଏକତା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ସେଠାରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହରେ ଯୋଗଦେବେ । ସେ ମଧ୍ୟ ସେଠାରେ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଉଦଘାଟନ ମଧ୍ୟ କରିବେ । ପରେ ପରେ ସେ ୯୮ତମ ଅଧିକାରୀମାନଙ୍କ ୯୮ତମ ସାଧାରଣ ମୂଳଦୁଆ ପାଠ୍ୟକ୍ରମ ଆରମ୍ଭ ୫.୦ରେ ଉଦବୋଧନ ଦେବେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍‌'

June 18th, 11:30 am

ନମସ୍କାର । ‘ମନ୍ କି ବାତ୍‌’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍‌’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।

We stamped out terrorism in the last eight years with resolute actions: PM Modi in Jamnagar

November 28th, 02:15 pm

Addressing his third public meeting of the day, The Prime Minister said, “It is equally important for a developed India to be a self-reliant India. And that's why Gujarat's industries, MSMEs-small scale industries have a huge role to play. Jamnagar's brass industry and bandhani art have received a lot of support over the years. Today, Jamnagar produces everything from pins to aeroplane parts”.

From once manufacturing cycles, Gujarat is now moving towards manufacturing aeroplanes: PM Modi in Rajkot

November 28th, 02:05 pm

Addressing his third public meeting of the day, The Prime Minister said, “It is equally important for a developed India to be a self-reliant India. And that's why Gujarat's industries, MSMEs-small scale industries have a huge role to play. Jamnagar's brass industry and bandhani art have received a lot of support over the years. Today, Jamnagar produces everything from pins to aeroplane parts”.

BJP does not consider border areas or border villages as the last village of the country but as the first village: PM Modi in Anjar

November 28th, 01:56 pm

PM Modi came down heavily on the Congress for colluding with those who opposed the delivery of water to Kutch. PM Modi said, “The Congress has always been encouraging those who opposed the Sardar Sarovar Dam. The people of Kutch can never forget such a party, which created hurdles for the people of Kutch.” PM Modi further talked about how the Kutch Branch Canal is changing lives, PM Modi said, “The hard work of the BJP government is paying off for Kutch. Today many agricultural products are exported from Kutch”.

BJP has done the work of making Gujarat a big tourism destination of the country: PM Modi in Palitana

November 28th, 01:47 pm

Continuing his campaigning to ensure consistent development in Gujarat, PM Modi today addressed a public meeting in Palitana, Gujarat. PM Modi started his first rally of the day by highlighting that the regions of Bhavnagar and Saurashtra are the embodiment of ‘Ek Bharat, Shreshtha Bharat’.

PM Modi addresses public meetings in Palitana, Anjar, Jamnagar & Rajkot, Gujarat

November 28th, 01:46 pm

Continuing his campaigning to ensure consistent development in Gujarat, PM Modi today addressed public meetings in Palitana, Anjar & Jamnagar, Gujarat. In his first rally of the day, PM Modi said that the region of Saurashtra embodies the spirit of ‘Ek Bharat, Shreshtha Bharat’. In his second address at Anjar, PM Modi talked about Kutch’s recovery from the earthquake in 2001. In his last two public meetings for the day, PM Modi talked about the economy and the manufacturing sector of Gujarat.