2025-26 ଆର୍ଥିକ ବର୍ଷ ଲାଗି ଫସଫେଟ ଓ ପଟାସ ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡିକୁ କ୍ୟାବିନେଟ୍ ମଞ୍ଜୁରି
October 28th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ଦର ସ୍ଥିର କରିବା ଲାଗି ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରବି ଋତୁ 2025-26 (01.10.2025 ରୁ 31.03.2026) ପାଇଁ ଏହି ସବସିଡି ଲାଗୁ ହେବ। ରବି ଋତୁ 2025-26 ପାଇଁ ଅସ୍ଥାୟୀ ବଜେଟ୍ ଆବଶ୍ୟକତା ପାଖାପାଖି 37,952.29 କୋଟି ଟଙ୍କା ହେବ। । ଏହା ଖରିଫ ଋତୁ 2025 ପାଇଁ ବଜେଟ ଆବଶ୍ୟକତା ଠାରୁ 736 କୋଟି ଟଙ୍କା ଅଧିକ।ନୂଆଦିଲ୍ଲୀରେ ଏମ୍.ଏସ୍. ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 07th, 09:20 am
ମୋର କ୍ୟାବିନେଟ ସହଯୋଗୀ ଶିବରାଜ ସିଂହ ଚୌହାନ , ଏମ.ଏସ. ସ୍ୱାମୀନାଥନ ରିସର୍ଚ୍ଚ ଫାଉଣ୍ଡେସନର ଅଧ୍ୟକ୍ଷ ଡକ୍ଟର ସୌମ୍ୟ ସ୍ୱାମୀନାଥନ , ନୀତି ଆୟୋଗର ସଦସ୍ୟ ଡକ୍ଟର ରମେଶ ଚାନ୍ଦ , ମୁଁ ଦେଖୁଛି ଯେ ସ୍ୱାମୀନାଥନଙ୍କ ପରିବାରର ସମସ୍ତ ସଦସ୍ୟ ଏଠାରେ ଉପସ୍ଥିତ ଅଛନ୍ତି, ମୁଁ ସେମାନଙ୍କୁ ମଧ୍ୟ ପ୍ରଣାମ ଜଣାଉଛି । ସମସ୍ତ ବୈଜ୍ଞାନିକ, ଅନ୍ୟାନ୍ୟ ମହାନ ବ୍ୟକ୍ତି, ମହିଳା ଏବଂ ସଜ୍ଜନଙ୍କୁ ମୋର ଶୁଭେଚ୍ଛା ଜଣାଉଛି !ଏମ୍.ଏସ୍. ସ୍ୱାମୀନାଥନ୍ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 07th, 09:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଆଇସିଏଆର୍ ପୁସାରେ ଆୟୋଜିତ ଏମ୍. ଏସ୍. ସ୍ୱାମୀନାଥନ୍ ଜନ୍ମ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମେଳନର ଉଦ୍ଘାଟନ କରି ଏହି ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ପ୍ରଫେସର ଏମ୍.ଏସ୍. ସ୍ୱାମୀନାଥନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଥିଲେ, ଯାହାଙ୍କ ଅବଦାନ ଯୁଗାନ୍ତକାରୀ । ସେ ଆହୁରି ମଧ୍ୟ କହିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଜଣେ ମହାନ ବୈଜ୍ଞାନିକ ଥିଲେ ଯିଏ ବିଜ୍ଞାନକୁ ଜନସେବାର ମାଧ୍ୟମରେ ପରିଣତ କରିଥିଲେ । ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ପ୍ରଫେସର ସ୍ୱାମୀନାଥନ ଦେଶରେ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ତାଙ୍କ ଜୀବନ ଉତ୍ସର୍ଗ କରିଥିଲେ । ପ୍ରଫେସର ସ୍ୱାମୀନାଥନ ଏକ ଜ୍ଞାନଚେତନା ଜାଗ୍ରତ କରିଥିଲେ ଯାହା ଆଗାମୀ ଶତାବ୍ଦୀ ପାଇଁ ଭାରତର ନୀତି ଏବଂ ପ୍ରାଥମିକତାକୁ ମାର୍ଗଦର୍ଶନ କରିବ । ପ୍ରଧାନମନ୍ତ୍ରୀ ସ୍ୱାମୀନାଥନ ଜନ୍ମ ଶତବାର୍ଷିକୀ ପାଳନ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ ।Cabinet approves the Prime Minister Dhan-Dhaanya Krishi Yojana
July 16th, 02:51 pm
The Union Cabinet chaired by PM Modi has approved the “Prime Minister Dhan-Dhaanya Krishi Yojana” for a period of six years, beginning with 2025-26 to cover 100 districts. The scheme will result in higher productivity, value addition in agriculture and allied sector, local livelihood creation and also increase domestic production thereby achieving self-reliance (Atmanirbhar Bharat).Peace, security, education and development will reach every village without any hindrance: PM Modi in Karakat, Bihar
May 30th, 11:29 am
PM Modi laid the foundation and dedicated projects worth ₹48,520 crore in Karakat, Bihar, calling it a step towards fast-tracking the state’s development. He paid tribute to Bihar’s cultural roots, honoured the strength of Indian women, and reaffirmed India’s resolve by highlighting swift justice after the Pahalgam attack.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି
May 30th, 10:53 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର କରାକଟରେ 48,520 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ଉଲ୍ଲେଖ କରିଥିଲେ ଯେ, ଏହି ପବିତ୍ର ଭୂମିରେ ବିହାରର ବିକାଶକୁ ତ୍ୱରାନ୍ୱିତ କରିବାର ସୌଭାଗ୍ୟ ତାଙ୍କୁ ମିଳିଛି ଏବଂ ସେ 48,000 କୋଟି ଟଙ୍କାରୁ ଅଧିକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କୁ ଆଶୀର୍ବାଦ ଦେବାକୁ ଆସିଥିବା ବିଶାଳ ସମାବେଶକୁ ସ୍ୱୀକାର କରିଥିଲେ ଏବଂ ବିହାର ପ୍ରତି ସେମାନଙ୍କର ସ୍ନେହ ଏବଂ ପ୍ରେମ ପାଇଁ ଗଭୀର କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସେ ସର୍ବଦା ସେମାନଙ୍କର ସମର୍ଥନକୁ ସର୍ବୋଚ୍ଚ ସମ୍ମାନରେ ରଖିବେ ବୋଲି ଗୁରୁତ୍ୱ ଦେଇଥିଲେ। ସେ ବିହାରର ମାଆ ଏବଂ ଭଉଣୀମାନଙ୍କୁ ତାଙ୍କର ଆନ୍ତରିକ କୃତଜ୍ଞତା ଜଣାଇଥିଲେ।India must not only fulfill its own needs but also emerge as a global food supplier: PM Modi
May 29th, 06:45 pm
The Prime Minister Shri Narendra Modi addressed the Viksit Krishi Sankalp Abhiyan via video conferencing today. Delivering his remarks on the occasion, he remarked that the launch of the Viksit Krishi Sankalp Abhiyan as a significant initiative for farmers and an unique effort to support agricultural development.ବିକଶିତ କୃଷି ସଂକଳ୍ପ ଅଭିଯାନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 29th, 06:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିକଶିତ କୃଷି ସଂକଳ୍ପ ଅଭିଯାନକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ନିଜର ବକ୍ତବ୍ୟ ପ୍ରଦାନ କରି ସେ କହିଥିଲେ ଯେ କୃଷକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଏବଂ କୃଷି ବିକାଶକୁ ସହାୟତା କରିବା ଲାଗି ଏକ ଅନନ୍ୟ ପ୍ରୟାସ ଭାବେ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ମୌସୁମୀ ଋତୁ ପାଖେଇ ଆସୁଥିବା ବେଳେ ଏବଂ ଖରିଫ ଋତୁ ପାଇଁ ପ୍ରସ୍ତୁତି ଆରମ୍ଭ ହେବା ସହିତ ଆଗାମୀ ୧୨ ରୁ ୧୫ ଦିନ ମଧ୍ୟରେ ବୈଜ୍ଞାନିକ, ବିଶେଷଜ୍ଞ, ଅଧିକାରୀ ଏବଂ ପ୍ରଗତିଶୀଳ କୃଷକମାନଙ୍କୁ ନେଇ ଗଠିତ ୨୦୦୦ ଦଳ ୭୦୦ ରୁ ଅଧିକ ଜିଲ୍ଲାରେ ଯାତ୍ରା କରିବେ ଏବଂ ଗ୍ରାମାଞ୍ଚଳର ଲକ୍ଷ ଲକ୍ଷ କୃଷକଙ୍କ ନିକଟରେ ପହଞ୍ଚିବେ। ଭାରତର କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ସେମାନଙ୍କର ଉତ୍ସର୍ଗୀକୃତତାକୁ ସ୍ୱୀକାର କରି ସେହି ସମସ୍ତ କୃଷକ ଏବଂ ଏହି ଦଳର ଅଂଶଗ୍ରହଣକାରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।2025-26 ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) କୁ କ୍ୟାବିନେଟ ମଞ୍ଜୁରି
May 28th, 03:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି 2025-26 ବିପଣନ ଋତୁ ପାଇଁ 14ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ମଞ୍ଜୁରି ଦେଇଛନ୍ତି।କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 01:00 pm
ବଜେଟ୍ ପରେ, ବଜେଟ୍ ସମ୍ବନ୍ଧୀୟ ୱେବିନାରରେ ଆପଣ ସମସ୍ତଙ୍କର ଉପସ୍ଥିତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ଆପଣ ସମସ୍ତଙ୍କୁ ଧନ୍ୟବାଦ।କୃଷି ଏବଂ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 01st, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କୃଷି ଓ ଗ୍ରାମୀଣ ସମୃଦ୍ଧି ଉପରେ ବଜେଟ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି । ବଜେଟ୍ ପରବର୍ତ୍ତୀ ୱେବିନାରରେ ଅଂଶଗ୍ରହଣର ବିଶେଷତ୍ୱ ଉପରେ ଗୁରୁତ୍ୱାରୋପ କରି ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ଏବଂ ଆଲୋକପାତ କରିଥିଲେ ଯେ ଚଳିତ ବର୍ଷର ବଜେଟ୍ ହେଉଛି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍, ଯାହା ନୀତିର ନିରନ୍ତରତା ଏବଂ ବିକଶିତ ଭାରତ ପାଇଁ ଦୃଷ୍ଟିକୋଣର ନୂତନ ସମ୍ପ୍ରସାରଣକୁ ପ୍ରତିଫଳିତ କରୁଛି । ବଜେଟ ପୂର୍ବରୁ ସମସ୍ତ ଅଂଶୀଦାରଙ୍କଠାରୁ ମିଳିଥିବା ମୂଲ୍ୟବାନ ସୂଚନା ଏବଂ ପରାମର୍ଶକୁ ସେ ସ୍ୱୀକାର କରିଥିଲେ, ଯାହା ଅତ୍ୟନ୍ତ ଉପଯୋଗୀ ହୋଇଛି । ଏହି ବଜେଟକୁ ଅଧିକ ପ୍ରଭାବଶାଳୀ କରିବାରେ ଅଂଶୀଦାରଙ୍କ ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ ।୨୦୨୪-୨୫ ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରି
June 19th, 09:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି ।ଖରିଫ ଋତୁ, ୨୦୨୪ (୦୧.୦୪.୨୦୨୪ରୁ ୩୦.୦୯.୨୦୨୪ ପର୍ଯ୍ୟନ୍ତ) ପାଇଁ ଫସଫେଟିକ୍ ଏବଂ ପୋଟାସିକ୍ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ଦର ଏବଂ ଏନବିଏସ ଯୋଜନା ଅଧୀନରେ ୩ଟି ନୂତନ ସାର ଗ୍ରେଡ୍ ଅନ୍ତର୍ଭୁକ୍ତ କରିବାକୁ କ୍ୟାବିନେଟ୍ ମଞ୍ଜୁରୀ
February 29th, 04:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଖରିଫ ଋତୁ, ୨୦୨୪ (୦୧.୦୪.୨୦୨୪ରୁ ୩୦.୦୯.୨୦୨୪) ପାଇଁ ଫସଫେଟିକ୍ ଏବଂ ପୋଟାସିକ୍ (ପି ଆଣ୍ଡ କେ) ସାର ଉପରେ ପୋଷକ ତତ୍ତ୍ୱ ଭିତ୍ତିକ ସବସିଡି (ଏନବିଏସ) ହାର ନିର୍ଦ୍ଧାରଣ ଏବଂ ଏନବିଏସ ଯୋଜନା ଅଧୀନରେ ୩ଟି ନୂତନ ସାର ଗ୍ରେଡ୍ ଅନ୍ତର୍ଭୁକ୍ତ କରିବା ପାଇଁ ସାର ବିଭାଗର ପ୍ରସ୍ତାବକୁ ମଞ୍ଜୁର କରାଯାଇଛି । ଖରିଫ ଋତୁ ୨୦୨୪ ପାଇଁ ଅସ୍ଥାୟୀ ବଜେଟ୍ ଆବଶ୍ୟକତା ପ୍ରାୟ ୨୪,୪୨୦ କୋଟି ଟଙ୍କା ।ଏମଏସପି ବୃଦ୍ଧିକୁ କୃଷକମାନେ ସ୍ୱାଗତ କରିବା ନେଇ ଖୁସି ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
June 09th, 08:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, କୃଷକଙ୍କ ଖୁସି ହିଁ ସରକାରଙ୍କୁ ନୂଆ ଉତ୍ସାହ ସହ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଉଛି ।୨୦୨୩-୨୪ ବିପଣନ ଋତୁ ପାଇଁ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
June 07th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ବିଭିନ୍ନ ଫସଲ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି । ୨୦୨୩-୨୪ ଖରିଫ ବିପଣନ ଋତୁ ପାଇଁ ଫସଲଗୁଡ଼ିକର ବାଧ୍ୟତାମୂଳକ ଏମଏସପି ଦରକୁ କ୍ୟାବିନେଟ ମଞ୍ଜୁରି ମିଳିଛି।ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ବୈଶ୍ୱିକ ନିବେଶକ ସମ୍ମିଳନୀ-୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 10th, 11:01 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ, ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମହାଶୟ, ବ୍ରଜେଶ ପାଠକ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଏହି ଲକ୍ଷ୍ନୌର ପ୍ରତିନିଧି ଶ୍ରୀମାନ ରାଜନାଥ ସିଂହ ମହାଶୟ, ବିଭିନ୍ନ ଦେଶରୁ ଆସିଥିବା ସମସ୍ତ ବରିଷ୍ଠ ମହାନୁଭବ, ୟୁପିର ସମସ୍ତ ମନ୍ତ୍ରୀଗଣ ଏବଂ ବୈଶ୍ୱିକ ନିବେଶକ ସମ୍ମିଳନୀକୁ ଆସିଥିବା ଉଦ୍ୟୋଗ ଜଗତର ସମ୍ମାନୀୟ ସଦସ୍ୟ, ବୈଶ୍ୱିକ ନିବେଶ ଜଗତର ସମୁଦାୟ, ନୀତି ନିର୍ଦ୍ଧାରକ, କର୍ପୋରେଟ ନେତୃବୃନ୍ଦ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ!ଲକ୍ଷ୍ନୌ ଠାରେ ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
February 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲକ୍ଷ୍ନୌ ଠାରେ ଉତ୍ତର ପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଟ୍ ୨୦୨୩ ର ଉଦଘାଟନ କରିଛନ୍ତି । ସେ ବିଶ୍ୱ ବାଣିଜ୍ୟ ପ୍ରଦର୍ଶନୀର ଉଦଘାଟନ କରିଥିଲେ ଏବଂ ଏହି କାର୍ଯ୍ୟକ୍ରମ ସମୟରେ ଇନଭେଷ୍ଟ ୟୁପି ୨.୦ ର ଶୁଭାରମ୍ଭ କରିଥିଲେ । ଉତ୍ତରପ୍ରଦେଶ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍ ୨୦୨୩ ହେଉଛି ଉତ୍ତରପ୍ରଦେଶ ସରକାରଙ୍କ ଫ୍ଲାଗସିପ୍ ନିବେଶ ସମ୍ମିଳନୀ ଯାହା ନୀତି ର୍ନିମାତା, ଶିଳ୍ପପତି, ଶିକ୍ଷାବିତ୍, ଚିନ୍ତକ ଏବଂ ନେତାମାନଙ୍କୁ ଏକତ୍ରିତ କରି ବ୍ୟବସାୟିକ ସୁଯୋଗ ଏବଂ ସହଭାଗୀତା ସୃଷ୍ଟି କରିବ । ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ ।କେନ୍ଦ୍ର କ୍ୟାବିନେଟ ମଞ୍ଜୁରି : ୨୦୨୨-୨୩ ବିପଣନ ଋତୁ ପାଇଁ ବଢ଼ିଲା ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)
June 08th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ୨୦୨୨-୨୩ ବିପଣନ ଋତୁ ପାଇଁ ସମସ୍ତ ଅଧିସୂଚିତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।