ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 19th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.ଏଲଡିଏଫ ଏବଂ ୟୁଡିଏଫ କେରଳକୁ ତା’ର ଯୁବଶକ୍ତିରୁ ବଞ୍ଚିତ କରିଛନ୍ତି: ଏର୍ଣ୍ଣାକୁଲମରେ ପ୍ରଧାନମନ୍ତ୍ରୀ ମୋଦୀ
March 11th, 03:00 pm
ଆଜି ଏର୍ଣ୍ଣାକୁଲମରେ ଏକ ବିଶାଳ ସମାବେଶ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଲୋକଙ୍କ ଉତ୍ସାହ ଏବଂ ଆତ୍ମବିଶ୍ୱାସ କେରଳର ବିକାଶ ଏବଂ ରାଜ୍ୟରେ ଏକ ନୂତନ ରାଜନୈତିକ ଦିଗ ପ୍ରତି ଏକ ଦୃଢ଼ ଆକାଂକ୍ଷାକୁ ପ୍ରତିଫଳିତ କରୁଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ଲୋକଙ୍କ ଆକାଂକ୍ଷା ସ୍ପଷ୍ଟ ଭାବରେ ଦ୍ରୁତ ଅଭିବୃଦ୍ଧି ଏବଂ ନୂତନ ସୁଯୋଗ ପାଇଁ ଏକ ଇଚ୍ଛାକୁ ସୂଚିତ କରୁଛି।କେରଳମର ଏର୍ନାକୁଲମରେ ଏକ ମେଗା ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ମୋଦୀ ସମ୍ବୋଧିତ କରିଛନ୍ତି
March 11th, 02:20 pm
ଆଜି ଏର୍ଣ୍ଣାକୁଲମରେ ଏକ ବିଶାଳ ସମାବେଶ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଲୋକଙ୍କ ଉତ୍ସାହ ଏବଂ ଆତ୍ମବିଶ୍ୱାସ କେରଳର ବିକାଶ ଏବଂ ରାଜ୍ୟରେ ଏକ ନୂତନ ରାଜନୈତିକ ଦିଗ ପ୍ରତି ଏକ ଦୃଢ଼ ଆକାଂକ୍ଷାକୁ ପ୍ରତିଫଳିତ କରୁଛି। ସେ ଗୁରୁତ୍ୱାରୋପ କରିଥିଲେ ଯେ ଲୋକଙ୍କ ଆକାଂକ୍ଷା ସ୍ପଷ୍ଟ ଭାବରେ ଦ୍ରୁତ ଅଭିବୃଦ୍ଧି ଏବଂ ନୂତନ ସୁଯୋଗ ପାଇଁ ଏକ ଇଚ୍ଛାକୁ ସୂଚିତ କରୁଛି।"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।ନ୍ୟୁଜ୍ ୧୮ ରାଇଜିଂ ଭାରତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 27th, 08:30 pm
ନେଟୱାର୍କ ୧୮ର ସମସ୍ତ ସାମ୍ବାଦିକ, ଏହି ବ୍ୟବସ୍ଥାର ତଦାରଖ କରୁଥିବା ସମସ୍ତ ସହକର୍ମୀ, ଏଠାରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ନେଟ୍ଓ୍ବର୍କ ୧୮ ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 27th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଇଜିଂ ଭାରତ ସମିଟ୍ରେ ଉଦବୋଧନ ଦେଇଥିଲେ, ଯାହାର ଶୀର୍ଷକ ଥିଲା ‘ଅନ୍ତର୍ନିହିତ ସାମର୍ଥ୍ୟ’। ଗତ ୧୧ ବର୍ଷରେ ଭାରତର ଯାତ୍ରାକୁ ଉଲ୍ଲେଖ କରି ଶ୍ରୀ ମୋଦୀ ଦେଶର ସାମର୍ଥ୍ୟକୁ ପୁଣି ହାସଲ କରିବା, ଆର୍ଥିକ ଆତ୍ମନିର୍ଭରଶୀଳତା ଓ ୨୦୪୭ ସୁଦ୍ଧା ଏକ ବିକଶିତ ଭାରତର ରୋଡମ୍ୟାପ୍ ସମ୍ପର୍କରେ ଆଲୋଚନା କରିଥିଲେ।DMK is the biggest enemy of Tamil Nadu’s culture: PM Modi in Madhuranthakam
January 23rd, 03:15 pm
PM Modi addressed a public rally in Madhuranthakam, Tamil Nadu, where he said the people of the state had given the DMK a clear mandate twice, but the party betrayed the trust of the people. He added DMK made many promises but delivered zero results, adding that people are now calling it a CMC government, one that promotes corruption, mafia, and crime.Tamil Nadu shows massive support for NDA at PM Modi’s Madhuranthakam rally
January 23rd, 03:00 pm
PM Modi addressed a public rally in Madhuranthakam, Tamil Nadu, where he said the people of the state had given the DMK a clear mandate twice, but the party betrayed the trust of the people. He added DMK made many promises but delivered zero results, adding that people are now calling it a CMC government, one that promotes corruption, mafia, and crime.LDF and UDF have pushed Kerala into corruption, misgovernance and appeasement politics: PM Modi in Thiruvananthapuram
January 23rd, 11:47 am
Prime Minister Narendra Modi today addressed a massive public rally in Thiruvananthapuram, Kerala, where he expressed gratitude for the warm reception and overwhelming public enthusiasm. He said that every visit to Kerala fills him with affection and energy and noted that the atmosphere in Thiruvananthapuram reflected a renewed sense of hope and confidence for change in the state.Huge crowd turns up as PM Modi addresses rally in Thiruvananthapuram, Kerala
January 23rd, 11:43 am
Prime Minister Narendra Modi today addressed a massive public rally in Thiruvananthapuram, Kerala, where he expressed gratitude for the warm reception and overwhelming public enthusiasm. He said that every visit to Kerala fills him with affection and energy and noted that the atmosphere in Thiruvananthapuram reflected a renewed sense of hope and confidence for change in the state.ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ
November 19th, 07:01 pm
ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 19th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କୋଏମ୍ବାଟୁରର ପବିତ୍ର ଭୂମିରେ ମାରୁଧାମାଲାଇର ଭଗବାନ ମୁରୁଗାନଙ୍କୁ ପ୍ରଣାମ କରି ତାଙ୍କର ବକ୍ତବ୍ୟ ଆରମ୍ଭ କରିଥିଲେ। ସେ କୋଏମ୍ବାଟୁରକୁ ସଂସ୍କୃତି, କରୁଣା ଏବଂ ସୃଜନଶୀଳତାର ଭୂମି ଭାବରେ ବର୍ଣ୍ଣନା କରିଛନ୍ତି। ଏହାକୁ ଦକ୍ଷିଣ ଭାରତର ଉଦ୍ୟୋଗୀ ଶକ୍ତିର ଏକ ଶକ୍ତି କେନ୍ଦ୍ର ଭାବରେ ସ୍ୱୀକୃତି ଦେଇଛନ୍ତି। ସେ ଆଲୋକପାତ କରିଛନ୍ତି ଯେ, ସହରର ବୟନ ଶିଳ୍ପ ଜାତୀୟ ଅର୍ଥନୀତିରେ ଏକ ପ୍ରମୁଖ ଯୋଗଦାନ ଦେଇଥାଏ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, କୋଏମ୍ବାଟୁର ଏବେ ଆହୁରି ସ୍ୱତନ୍ତ୍ରତା ହାସଲ କରିଛି, କାରଣ ଏହାର ପୂର୍ବତନ ସାଂସଦ ଶ୍ରୀ ସି.ପି. ରାଧାକୃଷ୍ଣନ ଏବେ ଉପରାଷ୍ଟ୍ରପତି ଭାବରେ ଦେଶକୁ ନେତୃତ୍ୱ ଦେଉଛନ୍ତି।NDA freed Bihar from Naxalism and Maoist terror — now you can live and vote fearlessly: PM Modi in Begusarai
October 24th, 12:09 pm
Addressing a massive public rally in Begusarai, PM Modi stated, On one side, there is the NDA, an alliance with mature leadership, and on the other, there is the 'Maha Lathbandhan'. He highlighted that nearly 90% of purchases in the country are of Swadeshi products, benefiting small businesses. The PM remarked that the NDA has freed Bihar from Naxalism and Maoist terror, and that every vote of the people of Bihar will help build a peaceful, prosperous state.We’re connecting Bihar’s heritage with employment, creating new opportunities for youth: PM Modi in Samastipur
October 24th, 12:04 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing a grand public meeting in Samastipur, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM said, “It is only due to his blessings that people like us, who come from humble and backward families, are able to stand on this stage today.”PM Modi addresses enthusiastic crowds in Bihar’s Samastipur and Begusarai
October 24th, 12:00 pm
Ahead of the Bihar Assembly elections, PM Modi kickstarted the NDA’s campaign by addressing massive gatherings in Samastipur and Begusarai, Bihar. He said, “The trumpet of the grand festival of democracy has sounded. The entire Bihar is saying, ‘Phir Ek Baar NDA Sarkar!’” Remembering Bharat Ratna Jan Nayak Karpoori Thakur ji, the PM remarked, “It is only due to his blessings that people like us, who come from humble and backward families, are able to stand on this stage today.”Cabinet approves continuation of Modified Interest Subvention Scheme (MISS) for FY 2025-26 with existing 1.5% Interest Subvention (IS)
May 28th, 03:45 pm
The Union Cabinet chaired by PM Modi approved the continuation of Interest Subvention under the Modified Interest Subvention Scheme for FY 2025-26. The scheme offers short-term KCC loans up to ₹3 lakh at 7% interest, with 1.5% subvention and 3% prompt repayment incentive, supporting over 7.75 crore farmers nationwide.Uttar Pradesh is no longer just a land of possibilities but of competence and accomplishments: PM Modi in Varanasi
April 11th, 11:00 am
PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.