ପ୍ରଧାନମନ୍ତ୍ରୀ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁ ଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ
August 15th, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ-କାଶ୍ମୀରରଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଉମରଅବଦୁଲ୍ଲାଙ୍କ ସହ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀ ଜମ୍ମୁ-କାଶ୍ମୀରର କିସ୍ତୱାରରେ ବାଦଲ ଫଟା ବର୍ଷା ଓ ବନ୍ୟାରେ ପ୍ରଭାବିତ ଲୋକଙ୍କ ପ୍ରତି ନିଜର ଏକତା ଦର୍ଶାଇଛନ୍ତି । ଯଥଅର୍ ସମ୍ଭବ ସହାୟତା ପାଇଁ ଆଶ୍ୱାସନା ଦେଇଛନ୍ତି
August 14th, 04:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ-କାଶ୍ମୀରର କିସ୍ତୱାରରେ ବାଦଲ ଫଟା ବର୍ଷା ଏବଂ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତିରେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଏହି ପ୍ରାକୃତିକ ବିପତ୍ତି ଯୋଗୁ ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ଅତି ଶୀଘ୍ର ସହାୟତା ଦେବାକୁ ଯଥାସମ୍ଭବ ପ୍ରଚେଷ୍ଟା ଜାରି ରହିଛି ।କିସ୍ତୱାର ଦୁର୍ଘଟଣାଜନିତ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ
August 31st, 08:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତୱାର ଠାରେ ହୋଇଥିବା ଦୁର୍ଘଟଣାଜନିତ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।ଜାତୀୟ ପଞ୍ଚାୟତିରାଜ ଦିବସ ପାଳନରେ ଅଂଶ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଗସ୍ତ କରିବେ ଜମ୍ମୁ ଓ କଶ୍ମୀର
April 23rd, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ଅଂଶ ଗ୍ରହଣ କରିବା ନିମନ୍ତେ ଆସନ୍ତା କାଲି ଜମ୍ମୁ ଓ କଶ୍ମୀର ଗସ୍ତ କରି ସେଠାରେ ଦେଶବ୍ୟାପୀ ଗ୍ରାମସଭାଗୁଡିକୁ ସମ୍ବୋଧିତ କରିବେ । ସେ ଶମ୍ବା ଜିଲ୍ଲାର ପାଲୀ ପଞ୍ଚାୟତ ପରିଦର୍ଶନ କରିବେ । ପରିଦର୍ଶନ କାଳରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟି ଟଙ୍କାରୁ ଅଧିକ ଅନେକ ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେ ଅମୃତ ସରୋବର କାର୍ଯ୍ୟ ମଧ୍ୟ ଆରମ୍ଭ କରିବେ । ପରେ ପରେ ଅପରାହ୍ନ ପ୍ରାୟ ୫ଟା ବେଳକୁ ପ୍ରଧାନମନ୍ତ୍ରୀ ମୁମ୍ବାଇରେ ମାଷ୍ଟର ଦୀନନାଥ ମଙ୍ଗେସକର ସମ୍ମାନ ସମାରୋହରେ ଯୋଗଦେବେ ଓ ସେଠାରେ ସେ ପ୍ରଥମ ଲତା ଦୀନନାଥ ମଙ୍ଗେସକର ସମ୍ମାନ ଗ୍ରହଣ କରିବେ ।କିସ୍ତିୱାରରେ ଏକ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି
February 03rd, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କିସ୍ତିୱାରରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତିକିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ କେନ୍ଦ୍ର ସରକାର ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି: ପ୍ରଧାନମନ୍ତ୍ରୀ
July 28th, 12:38 pm
କିସ୍ତଓ୍ୱାର ଓ କାରଗିଲରେ ଅଚାନକ ବର୍ଷା ପରର ସ୍ଥିତି ଉପରେ କେନ୍ଦ୍ର ସରକାର ତୀକ୍ଷ୍ମ ଦୃଷ୍ଟି ରଖିଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।