କେରଳମ୍ର ଏର୍ଣ୍ଣାକୁଲମ୍ରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 11th, 02:00 pm
କେରଳମ୍ର ରାଜ୍ୟପାଳ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ର କ୍ୟାବିନେଟ୍ରେ ମୋର ସହଯୋଗୀ, ସୁରେଶ ଗୋପୀ ଜୀ, ଜର୍ଜ କୁରିୟନ୍ ଜୀ, ସାଂସଦ ଏବଂ ବିଧାୟକମାନେ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଜୀ, ଭାଇ ଓ ଭଉଣୀମାନେ !କେରଳମର ଏର୍ଣ୍ଣାକୁଲମ୍ରେ ୧୧,୦୦୦ କୋଟି ଟଙ୍କାର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 11th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳମ୍ର ଚଳଚଞ୍ଚଳ ଉପକୂଳ ସହର କୋଚି ଗସ୍ତ କରିଥିଲେ ଓ ରାଜ୍ୟର ପ୍ରଗତି ତ୍ବରାନ୍ବିତ କରିବାକୁ ବିଭିନ୍ନ ପ୍ରଭାବଶାଳୀ ପ୍ରକଳ୍ପର ଉଦଘାଟନ କରିଥିଲେ। ନିବେଶର ବ୍ୟାପକତା ଉପରେ ଗୁରୁତ୍ୱାରୋପ କରି, ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ କୋଚି ଆସିବା ସର୍ବଦା ଏକ ମହାନ ଅଭିଜ୍ଞତା ରହିଆସିଛି ଓ ଏହି ପ୍ରକଳ୍ପଗୁଡ଼ିକ ପାଇଁ କେରଳବାସୀଙ୍କୁ ମୁଁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି।ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 01st, 03:35 pm
ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 01st, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।The devotion of the people is unparalleled, and their love is my good fortune: PM Modi
January 17th, 01:55 pm
Prime Minister Narendra Modi addressed the Shakthikendra Incharges Sammelan in Kochi, Kerala. He expressed his heartfelt gratitude for the love and warmth received from the people of Kerala. He acknowledged the overwhelming response, from the moment he landed at Kochi Airport to the thousands who blessed him along the way.PM Modi addresses the Shakthikendra Incharges Sammelan in Kochi, Kerala
January 17th, 01:51 pm
Prime Minister Narendra Modi addressed the Shakthikendra Incharges Sammelan in Kochi, Kerala. He expressed his heartfelt gratitude for the love and warmth received from the people of Kerala. He acknowledged the overwhelming response, from the moment he landed at Kochi Airport to the thousands who blessed him along the way.କେରଳର କୋଚିରେ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 17th, 12:12 pm
କିଛି ଦିନ ତଳେ ଅଯୋଧ୍ୟାରେ ମହର୍ଷି ବାଲ୍ମିକି ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ ସମୟରେ ମୁଁ ନାଲାମ୍ବାଲମ୍ ବିଷୟରେ କହିଥିଲି - କେରଳରେ ଅବସ୍ଥିତ ରାମାୟଣ ସହ ଜଡିତ ଚାରିଟି ପବିତ୍ର ମନ୍ଦିର । କେରଳ ବାହାରେ ଅଧିକାଂଶ ଲୋକ ଜାଣନ୍ତି ନାହିଁ ଯେ ଏହି ମନ୍ଦିରଗୁଡିକ ରାଜା ଦଶରଥଙ୍କ ଚାରି ପୁତ୍ରଙ୍କ ସହିତ ଜଡିତ । ଏହା ବାସ୍ତବରେ ସୌଭାଗ୍ୟର ବିଷୟ ଯେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠାହେବାର କିଛି ଦିନ ପୂର୍ବରୁ ମୁଁ ତ୍ରିପ୍ରାୟରର ଶ୍ରୀରାମସ୍ୱାମୀ ମନ୍ଦିର ଦର୍ଶନ କରିବାର ସୌଭାଗ୍ୟ ପାଇଛି । ମହାନ କବି ଏଚ୍ଛତଚନଙ୍କ ଦ୍ୱାରା ରଚିତ ମାଲାୟାଲମ ରାମାୟଣର ଶବ୍ଦ ଶୁଣିଲେ ଆନନ୍ଦ ମିଳିଥାଏ । ଏହାବ୍ୟତୀତ କେରଳର ଅନେକ ପ୍ରତିଭାବାନ କଳାକାରଙ୍କ ଆକର୍ଷଣୀୟ ପରିବେଷଣ ଏକ ସ୍ଥାୟୀ ଛାପ ଛାଡ଼ିଛି। କେରଳର ଲୋକମାନେ କଳା, ସଂସ୍କୃତି ଏବଂ ଆଧ୍ୟାତ୍ମିକତାର ବାତାବରଣ ସୃଷ୍ଟି କରିଛନ୍ତି, ଯାହା ଆମକୁ ଅବଧପୁରୀକଥା ମନେ ପକାଇଦେଉଥିବା ପରିବେଶ ସୃଷ୍ଟି କରିଛି, ଯେମିତି ପୂରା କେରଳ ଅବଧପୁରୀ।ପ୍ରଧାନମନ୍ତ୍ରୀଙ୍କ କେରଳ ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ
January 17th, 12:11 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୧୭.୦୧.୨୦୨୪) କେରଳର କୋଚିରେ ଚାରିହଜାର କୋଟି ଟଙ୍କାରୁ ଅଧିକ ଟଙ୍କାର ତିନିଟି ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟସ କରିଛନ୍ତି । ଉଦ୍ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ କୋଚି ବନ୍ଦର(ସି.ଏସ.ଏଲ.)ରେ ନୂତନ ଶୁଷ୍କ ପୋତାଶ୍ରୟ (ଏନ୍ଡିଡି) ସିଏସଏଲରେ ଆନ୍ତର୍ଜାତିକ ଜାହାଜ ମରାମତି ସୁବିଧା (ଆଏସଆରଏଫ) ଓ କୋଚିର ପୃଥୁଭାୟପେନରେ ଭାରତୀୟ ତୈଳ ନିଗମର ଏଲପିଜି ଆମଦାନୀ ଟର୍ମିନାଲ । ଭାରତୀୟ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ କ୍ଷେତ୍ରରେ ଅବସ୍ଥାନ୍ତର ଆଣି ଏଥିରେ ସାମର୍ଥ୍ୟ ଓ ଆତ୍ମନିର୍ଭରତା ଆଣିବା ନେଇ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ପରିପ୍ରେକ୍ଷୀରେ ଏହି ପ୍ରମୁଖ ପ୍ରକଳ୍ପ ଗୁଡିକ ନିର୍ମିତ ହୋଇଛି ।ଜାନୁଆରୀ ୧୬-୧୭ ରେ ଆନ୍ଧ୍ରପ୍ରଦେଶ ଓ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 14th, 09:36 pm
ଜାନୁଆରୀ ୧୬ ତାରିଖ ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶର ଲେପାକ୍ଷୀସ୍ଥିତ ବୀରଭଦ୍ର ମନ୍ଦିରରେ ପୂଜା ଓ ଦର୍ଶନ କରିବେ। ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ପ୍ରଧାନମନ୍ତ୍ରୀ ଶ୍ରୀ ସତ୍ୟ ସାଇ ଜିଲ୍ଲାର ପଲାସମୁଦ୍ରମରେ ପହଞ୍ଚିବେ ଏବଂ ଜାତୀୟ ସୀମା ଶୁଳ୍କ, ପରୋକ୍ଷ ଟିକସ ଏବଂ ନାର୍କୋଟିକ୍ସ ଏକାଡେମୀ (ଏନଏସିଆଇଏନ)ର ନୂତନ କ୍ୟାମ୍ପସକୁ ଉଦଘାଟନ କରିବେ । ପ୍ରଧାନମନ୍ତ୍ରୀ ଭାରତୀୟ ରାଜସ୍ୱ ସେବା (କଷ୍ଟମ ଏବଂ ପରୋକ୍ଷ ଟିକସ)ର ୭୪ ତମ ଏବଂ ୭୫ତମ ବ୍ୟାଚ୍ ର ଅଧିକାରୀ ପ୍ରଶିକ୍ଷାର୍ଥୀ ଏବଂ ଭୁଟାନର ରୟାଲ ସିଭିଲ ସର୍ଭିସର ଅଧିକାରୀ ପ୍ରଶିକ୍ଷାର୍ଥୀମାନଙ୍କ ସହ ଆଲୋଚନା କରିବେ ।କୋଚିରେ ଦେଶର ପ୍ରଥମ ୱାଟର ମେଟ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
April 26th, 02:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଚିରେ ଦେଶର ପ୍ରଥମ ୱାଟର ମେଟ୍ରୋକୁ ପ୍ରଶଂସା କରିଛନ୍ତି ।ମାଙ୍ଗାଲୋରରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 02nd, 05:11 pm
ଆଜି ଭାରତର ସାମୁଦ୍ରିକ ଶକ୍ତି ପାଇଁ ହେଉଛି ବହୁତ ବଡ଼ ଦିନ । ରାଷ୍ଟ୍ରର ସୈନ୍ୟ ସୁରକ୍ଷା ହେଉ ଅବା ପୁଣି ରାଷ୍ଟ୍ରର ଆର୍ଥିକ ସୁରକ୍ଷା, ଭାରତ ଆଜି ବଡ଼ ଅବସରର ସାକ୍ଷୀ ପାଲଟିଛି । ଏବେଠାରୁ କିଛି ସମୟ ପୂର୍ବରୁ, କୋଚିରେ ଭାରତର ସର୍ବ ପ୍ରଥମ ସ୍ୱଦେଶୀ ଯୁଦ୍ଧ ଜାହାଜ ବାହକ ପୋତର ଲୋକାର୍ପଣ ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବରେ ଭରି ଦେଇଛି।ମାଙ୍ଗାଲୁରୁ ଠାରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
September 02nd, 03:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଙ୍ଗାଲୁରୁରେ ପ୍ରାୟ ୩୮୦୦ କୋଟି ଟଙ୍କା ମୂଲ୍ୟର ଯାନ୍ତ୍ରିକକରଣ ଏବଂ ଶିଳ୍ପାୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।କେରଳର କୋଚିଠାରେ ଆଇଏନଏସ ବିକ୍ରାନ୍ତର ଶୁଭ ଉଦଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
September 02nd, 01:37 pm
ଏହି ଐତିହାସିକ କାର୍ଯ୍ୟକ୍ରମରେ ଉପସ୍ଥିତ କେରଳର ରାଜ୍ୟପାଳ ଶ୍ରୀମାନ ଅରିଫ୍ ମହମ୍ମଦ ଖାନ୍, କେରଳର ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ପିନାରାଇ ବିଜୟନଜୀ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀମାନ୍ ରାଜନାଥ ସିଂହଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସହଯୋଗୀଗଣ, ଚିଫ୍ ଅଫ୍ ନାଭାଲ ଷ୍ଟାଫ୍ ଆଡମିରାଲ ଆର ହରିକୁମାରଜୀ, କୋଚିନ ସିପ୍ୟାର୍ଡର ପରିଚାଳନା ନିର୍ଦ୍ଦେଶକ, ସମସ୍ତ ବିଶିଷ୍ଟ ଗଣ୍ୟମାନ୍ୟ ଅତିଥିବୃନ୍ଦ ଏବଂ ଏହି କାର୍ଯ୍ୟକ୍ରମ ସହିତ ଜଡ଼ିତ ମୋର ପ୍ରିୟ ଦେଶବାସୀଗଣ !ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ରାଷ୍ଟ୍ର ସେବାରେ ସମର୍ପିତ କଲେ ପ୍ରଧାନମନ୍ତ୍ରୀ
September 02nd, 09:46 am
ପ୍ରଧାନମନ୍ତ୍ରୀ ଆଜି ଦେଶର ପ୍ରଥମ ସ୍ୱଦେଶୀ ଏୟାରକ୍ରାଫ୍ଟ କ୍ୟାରିଅର ଆଇଏନଏସ ବିକ୍ରାନ୍ତକୁ ରାଷ୍ଟ୍ର ସେବାରେ ସମର୍ପିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉପନିବେଶବାଦ କାଳର ନୌସେନା ପତାକା ବଦଳରେ ଭାରତୀୟ ସାମୁଦ୍ରିକ ଐତିହ୍ୟ ଦ୍ୱାରା ସମୃଦ୍ଧ ନୂତନ ପତାକାକୁ ମଧ୍ୟ ଉନ୍ମୋଚନ କରିଛନ୍ତି । ସମବେତ ଜନତାଙ୍କୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ଆଜି କହିଛନ୍ତି ଯେ କେରଳର ଉପକୂଳ, ଭାରତ ଓ ପ୍ରତ୍ୟେକ ଭାରତୀୟ ଆଜି ଏକ ନୂତନ ଭବିଷ୍ୟତର ସୂର୍ୟୋଦୟ ଅବଲୋକନ କରୁଛନ୍ତି ।କେରଳର କୋଚି ଠାରେ ମେଟ୍ରୋ ଏବଂ ରେଳବାଇ ସମ୍ବଦ୍ଧୀୟ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 01st, 09:34 pm
କେରଳର ରାଜ୍ୟପାଳ ଶ୍ରୀମାନ ଆରିଫ ମହମ୍ମଦ ଖାନ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ପିନାରାଇ ବିଜୟନ ମହାଶୟ, କେରଳ ସରକାରଙ୍କର ମନ୍ତ୍ରୀଗଣ, ଅନ୍ୟ ମହାନୁଭବ, କୋଚିର ମୋର ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ କୋଚି ଠାରେ ୪୫୦୦ କୋଟିରୁ ଅଧିକ ଟଙ୍କାର କୋଚି ମେଟ୍ରୋ ଓ ଭାରତୀୟ ରେଳବାଇର ବହୁ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଜାତି ଉଦ୍ଦେଶ୍ୟରେ ସମର୍ପିତ କଲେ
September 01st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଆଜି କୋଚି ଠାରେ ୪୫୦୦ କୋଟି ଟଙ୍କାର କୋଚି ମେଟ୍ରୋ ଓ ଭାରତୀୟ ରେଳବାଇର ବହୁ ପ୍ରକଳ୍ପ ଶିଳାନ୍ୟାସ କରିବା ସହ ଜାତି ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ଏହାପୂର୍ବରୁ ପ୍ରଧାନମନ୍ତ୍ରୀ କୋଚିର କାଲାଡି ଗାଁରେ ଥିବା ଶ୍ରୀ ଆଦି ଶଙ୍କର ଜନ୍ମଭୂମି କ୍ଷେତ୍ର ପରିଦର୍ଶନ କରିଥିଲେ ।କେରଳର ଲୋକମାନେ ବର୍ତ୍ତମାନ ବିଜେପିକୁ ଏକ ନୂତନ ଆଶା ଭାବରେ ଦେଖୁଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
September 01st, 04:31 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।ପ୍ରଧାନମନ୍ତ୍ରୀ ମୋଦୀ କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି
September 01st, 04:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳର କୋଚିଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଓନାମ ଅବସରରେ କେରଳର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଅଭିଭାଷଣ ଆରମ୍ଭ କରି କହିଥିଲେ, ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ ମୁଁ ଓନାମର ସ୍ୱତନ୍ତ୍ର ଅବସରରେ କେରଳ ଆସିଛି । ଆପଣ ସମସ୍ତଙ୍କୁ ଓନାମର ବହୁତ ଖୁସି କାମନା କରୁଛି।