Bodoland is scripting a new chapter of peace and prosperity: PM Modi in Assam

March 13th, 03:00 pm

PM Modi laid the foundation stone for various development works in Kokrajhar, Assam via video conferencing. He lauded the Bodo community for preserving the Bodo language and culture and reiterated the double-engine government’s commitment to safeguard Assam's heritage. Attacking previous regimes for the violence in the region, he highlighted the Bodo Peace Accord as a landmark achievement and resolved to achieve a ‘Viksit Assam’.

କୋକ୍ରାଝାରରେ ₹୪,୫୭୦ କୋଟିରୁ ଅଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 13th, 02:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସାମର କୋକ୍ରାଝାରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରତିକୂଳ ପାଗ ଯୋଗୁଁ ସେ ବ୍ୟକ୍ତିଗତ ଭାବେ କୋକରାଝାର ଯାଇପାରିନଥିବାରୁ ନାଗରିକମାନଙ୍କୁ କ୍ଷମା ପ୍ରାର୍ଥନା କରି ଗୌହାଟୀରୁ ଯୋଗାଯୋଗ କରୁଥିବା କଥା କହିଥିଲେ। ସେ ବୋଡୋଫା ଉପେନ୍ଦ୍ରନାଥ ବ୍ରହ୍ମା ଓ ରୂପନାଥ ବ୍ରହ୍ମା ପରି ମହାନ ବ୍ୟକ୍ତିତ୍ୱମାନଙ୍କୁ ସ୍ମରଣ କରି ସମ୍ମାନ ଜଣାଇଥିଲେ। ଲୋକଙ୍କ ବିପୁଳ ଉପସ୍ଥିତି ତାଙ୍କ ଉପରେ ଏକ ଋଣ ସୃଷ୍ଟି କରିଛି ବୋଲି କହି, ସେ ଉତ୍ସର୍ଗୀକୃତ ସେବା ଓ ଅଞ୍ଚଳର ସମଗ୍ର ବିକାଶ ମାଧ୍ୟମରେ ଏହା ପରିଶୋଧ କରିବା ପ୍ରତି ସଙ୍କଳ୍ପ ବ୍ୟକ୍ତ କରିଥିଲେ।

୧୩-୧୪ ମାର୍ଚ୍ଚରେ ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

March 12th, 05:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩-୧୪ ମାର୍ଚ୍ଚ ୨୦୨୬ରେ ଆସାମ ଗସ୍ତ କରିବେ । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ କୋକରାଝାର, ଗୌହାଟୀ ଏବଂ ସିଲଚରରେ ୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ, ଭୂମି ପୂଜନ ଏବଂ ଶୁଭାରମ୍ଭ କରିବେ ।

ଗୌହାଟିରେ ଏକ ପାରମ୍ପରିକ ବୋଡୋ ସାଂସ୍କୃତିକ କାର୍ଯ୍ୟକ୍ରମ ବାଗୁରୁମ୍ବା ଦୋହୋ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।

January 17th, 06:30 pm

କଣ ଖବର ? ମାଘ ବିହୁ ଏବଂ ମାଘ ଦୋମାଶିର ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଆପଣମାନଙ୍କୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି।

ଆସାମର ଗୌହାଟୀଠାରେ ଆୟୋଜିତ ବାଗୁରୁମ୍ବା ଡାହୌ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 17th, 06:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୌହାଟିର ସରୁସଜାଇ ଷ୍ଟାଡିୟମରେ ବୋଡୋ ସମ୍ପ୍ରଦାୟର ସମୃଦ୍ଧ ଐତିହ୍ୟକୁ ପାଳନ କରୁଥିବା ଐତିହାସିକ ସାଂସ୍କୃତିକ କାର୍ଯ୍ୟକ୍ରମ 'ବାଗୁରୁମ୍ବା ଡାହୌ'କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସାମର ସଂସ୍କୃତି ଏବଂ ବୋଡୋ ସମ୍ପ୍ରଦାୟର ପରମ୍ପରାକୁ ନିକଟରୁ ଦେଖିବା ତାଙ୍କ ସୌଭାଗ୍ୟର ବିଷୟ। କୌଣସି ପ୍ରଧାନମନ୍ତ୍ରୀ ତାଙ୍କ ପରି ଏତେ ଥର ଆସାମ ଗସ୍ତ କରିନାହାନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ, ଆସାମର କଳା ଏବଂ ସଂସ୍କୃତିକୁ ଏକ ବଡ଼ ମଞ୍ଚ ପ୍ରଦାନ ଏବଂ ମହାନ ଉତ୍ସବ ମାଧ୍ୟମରେ ଦେଶ ଏବଂ ବିଶ୍ୱରେ ସ୍ୱୀକୃତି ମିଳିବା ତାଙ୍କର ନିରନ୍ତର ଇଚ୍ଛା ରହିଆସିଛି। ବୃହତ୍ ବିହୁ ଉତ୍ସବ, ଜୁମୈର ବିନୋଦିନୀ ପ୍ରକାଶନ, ଦେଢ଼ ବର୍ଷ ପୂର୍ବେ ନୂଆଦିଲ୍ଲୀରେ ଆୟୋଜିତ ମେଗା ବୋଡୋ ମହୋତ୍ସବ ଏବଂ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମର ଉଦାହରଣ ଦେଇ ସେ କହିଥିଲେ ଯେ ଏ ନେଇ ନିରନ୍ତର ଉଦ୍ୟମ କରାଯାଉଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେ ଆସାମର କଳା ଏବଂ ସଂସ୍କୃତିର ଅନନ୍ୟ ଆନନ୍ଦ ଅନୁଭବ କରିବାର କୌଣସି ସୁଯୋଗକୁ କେବେ ହାତଛଡ଼ା କରନ୍ତି ନାହିଁ। ସେ କହିଥିଲେ ଯେ ପୁଣି ଥରେ ବାଗୁରୁମ୍ବା ମହୋତ୍ସବ ଆୟୋଜନ କରାଯାଉଛି, ଏହାକୁ ବୋଡୋ ପରିଚୟର ଏକ ଚମତ୍କାର ଉତ୍ସବ ଏବଂ ଆସାମର ଐତିହ୍ୟକୁ ଏକ ଶ୍ରଦ୍ଧାଞ୍ଜଳି ଭାବରେ ବର୍ଣ୍ଣନା କରାଯାଉଛି। ଶ୍ରୀ ମୋଦୀ ଏହି କାର୍ଯ୍ୟକ୍ରମ ସହିତ ଜଡିତ ସମସ୍ତଙ୍କୁ, ବିଶେଷକରି କଳାକାରମାନଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।

କେନ୍ଦ୍ର ଓ ଆସାମର ଏନ୍‌ଡିଏ ସରକାର ବୋଡୋ ସମ୍ପ୍ରଦାୟକୁ ସଶକ୍ତ କରିବା ଏବଂ ବୋଡୋ ଆକାଂକ୍ଷା ପୂରଣ କରିବା ପାଇଁ ନିରନ୍ତର କାର୍ଯ୍ୟ କରୁଛନ୍ତି ଓ ଏହି କାର୍ଯ୍ୟ ଅଧିକ ଉତ୍ସାହର ସହ ଜାରି ରହିବ : ପ୍ରଧାନମନ୍ତ୍ରୀ

February 15th, 04:08 pm

ଫେବୃଆରୀ ୧୭ରେ କୋକରାଝାରେ ଅନୁଷ୍ଠିତ ହେବାକୁ ଥିବାଐତିହାସିକ ଏକ ଦିନିଆ ସ୍ୱତନ୍ତ୍ର ବିଧାସନଭା ଅଧିବେଶନକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।

ଆସାମର କୋକରାଝାରରେ ହେବାକୁଥିବା ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟକ୍ରମର ଅପଡେଟ ଟ୍ରାକ କରନ୍ତୁ

February 07th, 10:16 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଳିତ ବର୍ଷ ଜାନୁଆରୀ ମାସରେ ସ୍ୱାକ୍ଷରିତ ଐତିହାସିକ ବୋଡ଼ୋ ରାଜିନାମାର ପ୍ରଶଂସା କରିବା ପାଇଁ ଆସାମର କୋକରାଝାରରେ ଏକ ସଭାକୁ ସମ୍ବୋଧିତ କରିବେ I

PM strongly condemns attack in Kokrajhar

August 05th, 06:15 pm

PM Narendra Modi strongly condemned the attack in Kokrajhar, Assam. The PM said he was saddened by the attack and extended his condolences to the families of the deceased. He also said that Home Ministry was in constant touch with State Govt to monitor the situation.

Our focus is all-round development of India & North east cannot stay behind in this journey: PM Modi

January 19th, 01:49 pm



Prime Minister Modi addresses public meetings in Kokrajhar and Guwahati

January 19th, 01:48 pm