ଓଡ଼ିଶାରେ ଏନଏଚ-326ର ପ୍ରଶସ୍ତିକରଣ ଏବଂ ସୁଦୃଢ଼ିକରଣକୁ କ୍ୟାବିନେଟ୍ ମଞ୍ଜୁରି
December 31st, 03:11 pm
ଓଡ଼ିଶା ଦେଇ ଯାଇଥିବା 326 ନମ୍ବର ଜାତୀୟ ରାଜପଥ (ଏନଏଚ୍)ର ସମ୍ପ୍ରସାରଣ ଏବଂ ସୁଦୃଢ଼ିକରଣ କରାଯିବ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ଏହି ପ୍ରକଳ୍ପକୁ ଅନୁମୋଦନ କରିଛି। ବର୍ତ୍ତମାନର 2 ଲେନରୁ 2 ଲେନ୍ ଏନଏଚ-326ର 68.600 କିମିରୁ 311.700କିମି ପର୍ଯ୍ୟନ୍ତ ସେକ୍ସନକୁ ଇପିସି ମୋଡ଼ରେ ପେଭଡ୍ ଶୋଲଡର ସହିତ ଉନ୍ନତିକରଣ କରାଯିବ।କୋରାପୁଟ ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
February 01st, 06:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର କୋରାପୁଟ ସଡକ ଦୁର୍ଘଟଣା ଜନିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ 2 ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।ଓଡିଶାର କୋରାପୁଟ ସଡକ ଦୁର୍ଘଟଣା ଜନିତ ମୃତକଙ୍କ ଲାଗି ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
February 01st, 09:48 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶାର କୋରାପୁଟଠାରେ ଘଟିଥିବା ସଡକ ଦୁର୍ଘଟଣାରେ ମୃତକଙ୍କ ଲାଗି ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।