This is the New India that leaves no stone unturned for development: PM Modi
March 23rd, 08:30 pm
PM Modi addressed the TV9 Summit and emphasized that India's economy is progressing rapidly, leaving behind the pre-2014 conditions. He affirmed that India stands with its own interests, with peace and with dialogue and gave a detailed account of the country's development momentum over the last 23 days. Asserting that national interest must be placed above party interest, the PM drew inspiration from icons who always placed the nation above self.Prime Minister Shri Narendra Modi addresses TV9 Network Summit
March 23rd, 08:00 pm
PM Modi addressed the TV9 Summit and emphasized that India's economy is progressing rapidly, leaving behind the pre-2014 conditions. He affirmed that India stands with its own interests, with peace and with dialogue and gave a detailed account of the country's development momentum over the last 23 days. Asserting that national interest must be placed above party interest, the PM drew inspiration from icons who always placed the nation above self.The strong foundation of Viksit Rajasthan is giving more strength to the resolution of Viksit Bharat: PM Modi
March 07th, 03:15 pm
PM Modi addressed the foundation stone-laying ceremony of the Kota Airport, calling it a day of new hope for Kota. He remarked that enhanced air connectivity would bring global tourists to the region, benefiting people. Listing the major infrastructure progress around the Kota region, he lauded Kota MP and Lok Sabha Speaker Om Birla for his dedication to the region’s development and his role in Parliament.PM Modi lays Foundation Stone of Kota Airport; Highlights transformation of Hadoti Region
March 07th, 02:45 pm
PM Modi addressed the foundation stone-laying ceremony of the Kota Airport, calling it a day of new hope for Kota. He remarked that enhanced air connectivity would bring global tourists to the region, benefiting people. Listing the major infrastructure progress around the Kota region, he lauded Kota MP and Lok Sabha Speaker Om Birla for his dedication to the region’s development and his role in Parliament.The HPV vaccination campaign, launched from Ajmer, marks a significant step towards empowering the nation’s Nari Shakti: PM Modi in Rajasthan
February 28th, 12:00 pm
At a public gathering in Ajmer, PM Modi expressed satisfaction that the “double-engine government” in Rajasthan has completed two years of rapid progress. He launched projects worth approximately ₹17,000 crore and handed over appointment letters to youth. The PM also launched the nationwide HPV vaccination campaign, describing it as a pivotal step toward empowering India’s ‘Nari Shakti’ (women power) and ensuring the health of mothers and daughters.ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
February 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜମେରଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଏହା ରାଜସ୍ଥାନର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳର ସାଂସ୍କୃତିକ ଏବଂ ବୀରତ୍ୱପୂର୍ଣ୍ଣ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ସୁରସୁରାର ତେଜାଜୀ ଧାମ ଏବଂ ହାଇଫାକୁ ମୁକ୍ତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଏବେ ବି ଇସ୍ରାଏଲରେ ସମ୍ମାନିତ ମେଜର ଦଲପତ ସିଂହଙ୍କ ସାହସିକତା ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ।Cabinet approves development of Green Field Airport at Kota-Bundi (Rajasthan) at an estimated cost of Rs.1507.00 Crore
August 19th, 03:13 pm
The Cabinet Committee on Economic Affairs chaired by PM Modi has approved the development of Green Field Airport at Kota-Bundi in Rajasthan worth Rs.1507.00 Crore. The project aimed at addressing the anticipated traffic growth in the region includes construction of a Terminal Building spanning an area of 20,000 sqm capable of handling 1000 Peak Hour Passengers (PHP).ରାଜସ୍ଥାନର ବିକାନେରରେ ବିକାଶମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 22nd, 12:00 pm
ରାଜସ୍ଥାନର ରାଜ୍ୟପାଳ ହରିଭାଉ ବାଗଡେ ଜୀ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସାଥି ଅଶ୍ୱିନୀ ବୈଷ୍ଣବ ଜୀ, ଅର୍ଜୁନ ରାମ ମେଘୱାଲ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଜୀ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥି ମଦନ ରାଠୋର ଜୀ, ଅନ୍ୟ ସାଂସଦମାନେ ଏବଂ ବିଧାୟକଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।ରାଜସ୍ଥାନର ବିକାନେର ଠାରେ 26,000 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 22nd, 11:30 am
ରାଜସ୍ଥାନର ବିକାନେର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 26,000 କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶକୁ ସମର୍ପଣ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ, ସେ କାର୍ଯ୍ୟକ୍ରମରେ ଉପସ୍ଥିତ ବିଶାଳ ସମାବେଶକୁ ସ୍ୱାଗତ କରିଥିଲେ, ଏବଂ 18ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଅନଲାଇନରେ ଯୋଗ ଦେଇଥିବା ଲୋକଙ୍କ ଗୁରୁତ୍ୱପୂର୍ଣ୍ଣ ଅଂଶଗ୍ରହଣକୁ ସ୍ୱୀକାର କରିଥିଲେ। ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ଅନ୍ୟାନ୍ୟ ଜନପ୍ରତିନିଧିଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ସମସ୍ତ ସମ୍ମାନିତ ବ୍ୟକ୍ତି ଏବଂ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଥିଲେ।ବିକଶିତ ଭାରତ ବିକଶିତ ରାଜସ୍ଥାନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 16th, 11:30 am
ବିକଶିତ ଭାରତ ବିକଶିତ ରାଜସ୍ଥାନ ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଏହି ସମୟରେ ରାଜସ୍ଥାନର ପ୍ରତ୍ୟେକ ବିଧାନସଭାର ଲକ୍ଷ ଲକ୍ଷ ବନ୍ଧୁ ଯୋଡ଼ି ହୋଇଛନ୍ତି । ମୁଁ ଆପଣସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଲୋକଙ୍କୁ ଟେକ୍ନୋଲୋଜିର ଏଭଳି ଚମତ୍କାର ଉପଯୋଗ କରିବାର ସୁଯୋଗ ଦେଇଥିବାରୁ ମୁଁ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଅଭିନନ୍ଦନ ଜଣାଉଛି । କିଛି ଦିନ ତଳେ ଜୟପୁରରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଯେଉଁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା ତାହା କେବଳ ସମଗ୍ର ଫ୍ରାନ୍ସରେ ନୁହେଁ, ସମଗ୍ର ଭାରତବର୍ଷରେ ଗୁଞ୍ଜରିତ ହେଉଛି । ଆଉ ଏହା ହେଉଛି ରାଜସ୍ଥାନବାସୀଙ୍କ ବିଶେଷତ୍ୱ । ରାଜସ୍ଥାନର ଆମ ର ଭାଇ ଭଉଣୀମାନେ ଯେଉଁମାନଙ୍କୁ ଭଲ ପାଇବା ଦେଇଛନ୍ତି, ସେମାନେ କୌଣସି କସରତ ଛାଡ଼ନ୍ତି ନାହିଁ । ମୋର ମନେ ଅଛି, ଯେତେବେଳେ ମୁଁ ବିଧାନସଭା ନିର୍ବାଚନ ସମୟରେ ରାଜସ୍ଥାନ ଆସୁଥିଲି, ଆପଣ ମାନେ କିପରି ଆମକୁ ଆଶୀର୍ବାଦ କରିବାକୁ ଆସିଥିଲେ । ଆପଣମାନେ ସମସ୍ତେ ମୋଦିଙ୍କ ଗ୍ୟାରେଣ୍ଟି ଉପରେ ବିଶ୍ୱାସ କରିଥିଲେ, ଆପଣମାନେ ସମସ୍ତେ ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ । ଆଉ ଦେଖନ୍ତୁ, ରାଜସ୍ଥାନର ଡବଲ ଇଞ୍ଜିନ ସରକାର ଏତେ ଦ୍ରୁତ ଗତିରେ କାମ ଆରମ୍ଭ କରିଛନ୍ତି । ଆଜି ରାଜସ୍ଥାନର ବିକାଶ ପାଇଁ ପ୍ରାୟ ୧୭ ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରାଯାଇଛି । ରେଳ, ସଡକ, ସୌର ଶକ୍ତି, ଜଳ ଓ ଏଲପିଜି ଭଳି ବିକାଶ ମୂଳକ କାର?୍ୟ୍ୟକ୍ରମ ସହ ଏହି ପ୍ରକଳ୍ପଗୁଡିକ ଜଡିତ । ଏହି ପ୍ରକଳ୍ପଗୁଡ଼ିକ ରାଜସ୍ଥାନର ହଜାର ହଜାର ଯୁବକଙ୍କୁ ରୋଜଗାର ଯୋଗାଇବାକୁ ଯାଉଛି । ଏହି ପ୍ରକଳ୍ପ ପାଇଁ ମୁଁ ରାଜସ୍ଥାନର ସମସ୍ତ ସହଯୋଗୀଙ୍କୁ ଅଭିନନ୍ଦନ ଜଣାଉଛି ।ବିକଶିତ ଭାରତ, ବିକଶିତ ରାଜସ୍ଥାନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 16th, 11:07 am
ସମବେତ ଜନତାଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଜସ୍ଥାନର ସମସ୍ତ ନିର୍ବାଚନମଣ୍ଡଳୀରୁ ‘ବିକଶିତ ଭାରତ, ବିକଶିତ ରାଜସ୍ଥାନ’ କାର୍ଯ୍ୟକ୍ରମ ନିମନ୍ତେ ଉପସ୍ଥିତ ରହିଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଥିଲେ । ସେ ମଧ୍ୟ ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଯୁକ୍ତି ବଳରେ ସମସ୍ତ ହିତାଧିକାରୀଙ୍କୁ ଗୋଟିଏ ମଞ୍ଚରେ ଏକାଠି କରିପାରିଥିବାରୁ ଧନ୍ୟବାଦ ଜ୍ଞାପନ କରିଥିଲେ । ରାଜସ୍ଥାନ ଜନସାଧାରଣଙ୍କ ଖୁସ୍ ମିଜାଜର ନଜିର ଦେଇ ସେମାନେ କିପରି ଫ୍ରାନ୍ସ ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରୋନଙ୍କୁ ଭବ୍ୟ ଅଭ୍ୟର୍ଥନା ଜଣାଇଥିଲେ ତା’ର ସ୍ମୃତିଚାରଣ କରି ତାହା କେବଳ ଭାରତ ନୁହେଁ, ଫ୍ରାନ୍ସରେ ମଧ୍ୟ ଚର୍ଚ୍ଚାର ବିଷୟ ହୋଇଛି ବୋଲି କହିଥିଲେ । ରାଜସ୍ଥାନବାସୀଙ୍କ ଆଶୀର୍ବାଦର ଅବତାରଣା କରି ସେ ବିଧାନସଭା ନିର୍ବାଚନ କାଳରେ କିପରି ସେମାନେ ‘ମୋଦୀ କୀ ଗ୍ୟାରେଣ୍ଟି’ ଉପରେ ଭରସା କରି ଏକ ଡବଲ ଇଞ୍ଜିନ ସରକାର ଗଠନରେ ସହାୟତା କଲେ ତାହା କହିଥିଲେ । ସେ ରାଜସ୍ଥାନବାସୀଙ୍କୁ ଆଜି ବିକାଶମୂଳକ ପ୍ରକଳ୍ପଗୁଡ଼ିକ ନିମନ୍ତେ ଧନ୍ୟବାଦ ଜଣାଇବା ସହ ଏହି ୧୭ ହଜାର କୋଟି ଟଙ୍କାର ପ୍ରକଳ୍ପ ସଡ଼କ, ରେଳବାଇ, ସୌର ଶକ୍ତି, ଶକ୍ତି ସରବରାହ, ପାନୀୟ ଜଳ ଓ ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ କ୍ଷେତ୍ରରେ ହୋଇଥିବା ବେଳେ, ଏହାର ରାଜ୍ୟରେ ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି କହିଥିଲେ ।PM Modi addresses Grand Public Rallies in poll-bound Rajasthan’s Baran, Kota and Karauli
November 21st, 12:00 pm
Ahead of the assembly election in poll-bound Rajasthan, PM Modi addressed grand public rallies in Baran, Kota and Karauli. He said, “The people of Mewar’s intent for change in favour of BJP are clearly visible in the whole of Rajasthan”.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍'
August 27th, 11:30 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ର ଅଗଷ୍ଟ ମାସର ଅଧ୍ୟାୟରେ ଆପଣମାନଙ୍କୁ ପୁଣି ଥରେ ବହୁତ ବହୁତ ସ୍ୱାଗତ । ଅତୀତରେ କେବେ ଶ୍ରାବଣ ମାସରେ ଦୁଇ ଦୁଇ ଥର ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହୋଇଥିବା ମୋର ମନେ ପଡ଼ୁନି, କିନ୍ତୁ ଏଥର ତାହା ହେଉଛି । ଶ୍ରାବଣ ଅର୍ଥାତ୍ ମହାଦେବଙ୍କ ମାସ, ଉତ୍ସବ ଏବଂ ଉଲ୍ଲାସର ମାସ । ଚନ୍ଦ୍ରଯାନର ସଫଳତା ଏହି ଉତ୍ସବର ଖୁସିକୁ ବହୁ ଗୁଣ ବୃଦ୍ଧି କରିଦେଇଛି । ଚନ୍ଦ୍ରଯାନ ଚନ୍ଦ୍ରପୃଷ୍ଠକୁ ପହଂଚିବାର ତିନି ଦିନରୁ ଅଧିକ ସମୟ ହେଲାଣି । ଏହା ଏତେ ବଡ଼ ସଫଳତା ଯେ, ଏହା ବିଷୟରେ ଯେତେ ଆଲୋଚନା କଲେ ମଧ୍ୟ ତାହା କମ୍ ହେବ । ଆଜି ଆପଣଙ୍କ ସହିତ କଥା ହେଉଥିବାବେଳେ ମୋର ଗୋଟିଏ ପୁରୁଣା କବିତାର କିଛି ପଂକ୍ତି ମନେ ପଡ଼ୁଛି . . .ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ‘ସୁପୋଷିତ ମା’ ଉପକ୍ରମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
February 21st, 11:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ ବିର୍ଲା ‘ସୁପୋଷିତ ମା’ ଉପକ୍ରମକୁ ପ୍ରଶଂସା କରିଛନ୍ତି । ଶ୍ରୀ ବିର୍ଲା କୋଟାର ରାମଗଞ୍ଜମଣ୍ଡି ଅଞ୍ଚଳରେ ସୁପୋଷିତ ମା ଅଭିଯାନ ଆରମ୍ଭ କରିଛନ୍ତି । ପ୍ରତ୍ୟେକ ମା ଓ ଶିଶୁଙ୍କୁ ସୁସ୍ଥ ରଖିବା ଏହି ଉପକ୍ରମର ଉଦ୍ଦେଶ୍ୟ ।ପ୍ରଧାନମନ୍ତ୍ରୀ ରାଜସ୍ଥାନର କୋଟା ଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣହାନି ପାଇଁ ଦୁଃଖ ପ୍ରକାଶ କରିଛନ୍ତି
February 21st, 09:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର କୋଟାଠାରେ ଏକ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନ୍ଆରଏଫ୍) ରୁ ସହାୟତା ରାଶିକୁ ମଧ୍ୟ ଅନୁମୋଦନ କରିଛନ୍ତି ।ବେସାହାରା ପ୍ରାଣୀଙ୍କ ସାହାରା ପାଲଟିଥିବା ଅବସରପ୍ରାପ୍ତ ସେନା ଅଧିକାରିଣୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
July 18th, 12:44 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର କୋଟା ସହରରେ ରହୁଥିବା ପ୍ରମିଳା ସିଂଙ୍କୁ ଏକ ପତ୍ର ଲେଖିଛନ୍ତି । ପ୍ରମିଳା ହେଉଛନ୍ତି ଭାରତୀୟ ସେନାର ଜଣେ ଅବସରପ୍ରାପ୍ତ ଅଧିକାରିଣୀ । ତାଙ୍କର ଦୟାଳୁ ସ୍ୱଭାବ ଓ ସେବା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ପ୍ରଶଂସା କରିଛନ୍ତି । କରୋନା ଜନିତ ଲକଡାଉନ୍ ସମୟରେ ଅବସରପ୍ରାପ୍ତ ମେଜନ ପ୍ରମିଳା ସିଂ ଏବଂ ତାଙ୍କ ପିତା ଶ୍ୟାମବୀର ସିଂ ଅସହାୟ ଓ ପରିତ୍ୟକ୍ତ ସ୍ଥିତିରେ ଥିବା ପଶୁଙ୍କ ଯତ୍ନ ନେଇଥିଲେ । ସେମାନଙ୍କର ଯନ୍ତ୍ରଣାକୁ ବୁଝି ସେମାନଙ୍କୁ ସହାୟତା କରିବାକୁ ଆଗେଇ ଆସିଥିଲେ । ନିଜର ବ୍ୟକ୍ତିଗତ ସଞ୍ଚିତ ଅର୍ଥ ଖର୍ଚ୍ଚ କରି ମେଜର ପ୍ରମିଳା ଓ ତାଙ୍କ ପିତା ରାସ୍ତାରେ ବୁଲୁଥିବା ବୁଲା ପଶୁଙ୍କ ଖାଦ୍ୟ ଓ ଚିକିତ୍ସା ପାଇଁ ବ୍ୟବସ୍ଥା କରିଥିଲେ । ମେଜର ପ୍ରମିଳାଙ୍କୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ତାଙ୍କର ପ୍ରୟାସକୁ ସମାଜ ପାଇଁ ଏକ ପ୍ରେରଣା ବୋଲି ଅଭିହିତ କରିଛନ୍ତି ।ରାଜସ୍ଥାନର କୋଟାଠାରେ ଡଙ୍ଗା ବୁଡ଼ି ଦୁର୍ଘଟଣା ଜନିତ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଶୋକ
September 16th, 07:29 pm
ରାଜସ୍ଥାନର କୋଟାଠାରେ ଏକ ଡଙ୍ଗା ବୁଡ଼ି ଦୁର୍ଘଟଣାରେ ଜୀବନହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକଟ କରିଛନ୍ତି ।Prime Minister interacts with BJP Karyakartas from five Lok Sabha seats
November 03rd, 06:53 pm
The Prime Minister Narendra Modi, today interacted with BJP booth workers from Bulandshahr, Kota, Korba, Sikar and Tikamgarh Lok Sabha constituencies, through video conferencing. The interaction was sixth in the series of ‘Mera Booth Sabse Mazboot’ program.