List of Outcomes: Official visit of the Prime Minister to Malaysia
February 08th, 11:05 am
The state visit of PM Modi to Malaysia resulted in several key MoUs and agreements covering disaster management, combating corruption, UN peacekeeping, semiconductors, insurance, education, security, health and medicine. An MoU for the Audio-Visual Co-production Agreement was signed and the report of the 10th Malaysia–India CEO Forum was also presented.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 08th, 08:35 am
ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।India Malaysia Joint Statement on the occasion of the Official visit by Prime minister of India to Malaysia
February 08th, 08:30 am
At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.India wants to take relationship with Malaysia to a new level: PM Modi at India and Malaysia delegation-level talks
February 08th, 08:20 am
During delegation-level talks with Malaysian PM Anwar Ibrahim, PM Modi expressed his happiness at receiving a warm welcome in Malaysia. He highlighted that India–Malaysia cooperation is deepening across every sector, from agriculture and manufacturing to clean energy and semiconductors. He noted that, as maritime neighbours, India and Malaysia must realise the full potential of their relationship.ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।କୁଆଲାଲମ୍ପୁରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ମାଲେସିଆ ପ୍ରଧାନମନ୍ତ୍ରୀ
February 07th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ମହାମହିମ ଦାତୋ 'ସେରି ଅନୱର ଇବ୍ରାହିମଙ୍କ ନିମନ୍ତ୍ରଣ କ୍ରମେ ୨୦୨୬ ମସିହା ଫେବୃଆରୀ ୭ରୁ ୮ ତାରିଖ ପର୍ଯ୍ୟନ୍ତ ମାଲେସିଆ ଗସ୍ତରେ ଯାଇଛନ୍ତି। ୨୦୧୫ ମସିହା ପରେ ପ୍ରଧାନମନ୍ତ୍ରୀଙ୍କର ଏହା ତୃତୀୟ ମାଲେସିଆ ଗସ୍ତ।ମାଲେସିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନ ବିବୃତି
February 07th, 08:45 am
ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ନିମନ୍ତ୍ରଣରେ ମୁଁ ଆଜି ମାଲେସିଆକୁ ଏକ ସରକାରୀ ଗସ୍ତରେ ଯାଉଛି ।ଦଶମ ଏସିଆ ପ୍ରଶାନ୍ତ ବଧିର କ୍ରୀଡ଼ା-୨୦୨୪ରେ ଐତିହାସିକ ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 10th, 08:19 pm
କୁଆଲୁଲୁମ୍ପୁର ଠାରୁ ଅନୁଷ୍ଠିତ ହେଉଥିବା ଦଶମ ଏସିଆ ପ୍ରଶାନ୍ତ ବଧିର କ୍ରୀଡ଼ା-୨୦୨୪ରେ ଐତିହାସିକ ପ୍ରଦର୍ଶନ ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଭିନନ୍ଦନ ଜଣାଇଛନ୍ତି ।Malaysia PM appreciates PM Modi's Vision, congratulates him for being a ‘Good Reformist’
December 14th, 02:22 pm
Malaysian Prime Minister Mohammed Najib Razak strongly supported the vision of the Indian Prime Minister Shri Narendra Modi. I must congratulate you for being a good reformist. For doing things what lesser mortals would not have attempted,said PM Razak. “I wish you success because if you are courageous enough to do the reforms, I am sure you will reap the rewards in due course, he further added.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ଭାବେ “ଦି ଇକୋନୋମିକ ଟାଇମ୍ସ ଏସିଆନ ବିଜିନେସ କନକ୍ଲେଭ, ୨୦୧୬” ଉଦ୍ଘାଟନ ଅବସରରେ (ଭିଡିଓ କନଫରେନ୍ସିଂ ମାଧ୍ୟମରେ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟ
December 14th, 02:20 pm
PM Modi jointly inaugurated the Economic Times Asian Business Leaders Conclave 2016 in Kuala Lumpur with His Excellency the PM of Malaysia, Mr Najib Razak. PM talked about the progress India is making at various fronts and reforms that are happening in the country. During his address PM said , “21st Century is the Century of Asia”. PM invited foreign investors to Invest India, “India is not only a good destination. It’s always a good decision to be in India,” he said.PM Modi inaugurates Torana Gate, holds bilateral meeting with PM Razak of Malaysia
November 23rd, 05:40 pm
PM Modi attends East Asia Summit, unveils Swami Vivekananda’s statue and addresses Indian community
November 22nd, 07:18 pm
India is not just united, but draws strength from its diversity: PM Narendra Modi in Malaysia
November 22nd, 05:11 pm
PM Narendra Modi inaugurates statue of Swami Vivekananda in Malaysia
November 22nd, 04:54 pm
East Asia Summit is the key forum for shaping the collective future of the region: PM Modi
November 22nd, 11:14 am
Day 1: PM Modi attends ASEAN Summit, holds bilateral talks with Chinese & Japanese counterparts in Malaysia
November 21st, 08:15 pm
Our prosperity rests on foundation of security & stability in our region, oceans, outer space & cyber world: PM at ASEAN-India Summit
November 21st, 01:36 pm
PM Modi Meets Japanese Prime Minister Shinzo Abe at Kuala Lumpur
November 21st, 12:45 pm
We are particularly working to make India the easiest place to do business: PM at ASEAN Summit
November 21st, 09:58 am