ରାଜ୍ୟର ବନ୍ୟା ପରିସ୍ଥିତି ନେଇ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 19th, 05:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର କେତେକ ଭାଗରେ ଉତ୍ପନ୍ନ ବନ୍ୟା ପରିସ୍ଥିତି ନେଇ ସେଠାକାର ମୁଖ୍ୟମନ୍ତ୍ରୀ ଶ୍ରୀ ଏଚଡ଼ି କୁମାରସ୍ଵାମୀଙ୍କ ସହିତ କଥାବାର୍ତ୍ତା କରିଛନ୍ତି ।

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ଏଚ.ଡି.କୁମାରସ୍ଵାମୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଛନ୍ତି

May 28th, 06:55 pm

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ଏଚ.ଡି.କୁମାରସ୍ଵାମୀ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।