Cabinet approves three railway projects covering across six states
May 05th, 07:14 pm
The Cabinet Committee on Economic Affairs, chaired by PM Modi, has approved three railway projects with total cost of around Rs. 23,437 crore. In line with the PM’s New India and “Atmanirbhar” visions, these projects will provide seamless connectivity for movement of people, goods, and services. They will also improve rail connectivity to several prominent tourist destinations across the country.ନାମିବିଆର ଜାତୀୟ ବିଧାନସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 09th, 08:14 pm
ଦୟାକରି ମୋତେ ସର୍ବ ପ୍ରଥମେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବାକୁ ଅନୁମତି ଦିଅନ୍ତୁ । ଲୋକମାନେ ଆପଣଙ୍କୁ ଏହି ମହାନ ରାଷ୍ଟ୍ରର ସେବା କରିବା ପାଇଁ ଜନାଦେଶ ଦେଇଛନ୍ତି। ଆପଣ ସମସ୍ତେ ଜାଣନ୍ତି, ରାଜନୀତିରେ,ଏହା ଉଭୟ ଏକ ସମ୍ମାନ ଏବଂ ଏକ ବଡ଼ ଦାୟିତ୍ୱ। ମୁଁ ଲୋକମାନଙ୍କ ଆକାଂକ୍ଷାକୁ ପୂରଣ କରିବାରେ ଆପଣଙ୍କ ସଫଳତା କାମନା କରୁଛି।Prime Minister addresses the Namibian Parliament
July 09th, 08:00 pm
PM Modi addressed the Parliament of Namibia and expressed gratitude to the people of Namibia for conferring upon him their highest national honour. Recalling the historic ties and shared struggle for freedom between the two nations, he paid tribute to Dr. Sam Nujoma, the founding father of Namibia. He also called for enhanced people-to-people exchanges between the two countries.ମହୀଶୂର ବ୍ୟାଘ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ଅବସରରେ ଉଦଘାଟନୀ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
April 09th, 01:00 pm
ସର୍ବ ପ୍ରଥମେ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି ଯେ, ସକାଳ 6ଟାରୁ ଚାଲି ଯାଇଥିଲି ମୁଁ ଭାବିଥିଲି ଯେ ଠିକ ସମୟରେ ଜଙ୍ଗଲ ଭ୍ରମଣ କରି ଫେରିଆସିବି କିନ୍ତୁ ମୋତେ ଆସିବାରେ 1 ଘଣ୍ଟ। ବିଳମ୍ବ ହୋଇଗଲା । ଆପଣ ସମସ୍ତଙ୍କୁ ପ୍ରତୀକ୍ଷା କରିବାକୁ ପଡିଲା ଏଥିପାଇଁ ମୁଁ ଆପଣ ସମସ୍ତଙ୍କଠାରୁ କ୍ଷମା ଚାହୁଁଛି । ମୋ କଥା, ପ୍ରଥମେ ଆମେ ଏ ଯେଉଁ ବାଘ ସଂଖ୍ୟା ସଂଖ୍ୟାକୁ ଆମେ ଛୁଇଁଛେ, ଯାହା ଦେଖୁଛେ, ଆମର ଏହି ବାଘଙ୍କ ପରବାରର ଯେଉଁ ବିସ୍ତାର ହେଉଛି, ଏହା ହେଉଛି ଗୌରବମୟ ମୁହୂର୍ତ । ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି ଏହି ବାଘଙ୍କ ସମ୍ମାନରେ ନିଜ ସ୍ଥାନରେ ଠିଆ ହୋଇ ଆମେ ବାଘମାନଙ୍କୁ ଉତ୍ସାହପୂର୍ଣ୍ଣ ସ୍ୱାଗତ କରିବା । ଧନ୍ୟବାଦ!କର୍ଣ୍ଣାଟକର ମହୀଶୂରରେ "ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି ସ୍ମାରକୀ” କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
April 09th, 12:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମହୀଶୂର ସ୍ଥିତ ମହୀଶୂର ବିଶ୍ୱବିଦ୍ୟାଳୟ ଠାରେ ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷର ପୂର୍ତ୍ତି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଇଣ୍ଟରନେସନାଲ ବିଗ୍ କ୍ୟାଟ ଆଲାଏନ୍ସ (ଆଇବିସିଏ)ର ମଧ୍ୟ ଶୁଭାରମ୍ଭ କରିଛନ୍ତି । ବ୍ୟାଘ୍ର ସଂରକ୍ଷଣର ପରିଚାଳନା ପ୍ରଭାବର ମୂଲ୍ୟାଙ୍କନର ୫ ମ ଚକ୍ରର ଏକ ସାରାଂଶ ରିପୋର୍ଟ ଅମୃତ କାଲ କା ଭିଜନ ଫର ଟାଇଗର କନଜରଭେସନ” ପୁସ୍ତକର ଉନ୍ମୋଚନ କରିଥିଲେ, ବାଘ ସଂଖ୍ୟା ଘୋଷଣା କରି ସର୍ବ ଭାରତୀୟ ବ୍ୟାଘ୍ର ଆକଳନ (୫ମ ଚକ୍ର) ର ସାରାଂଶ ରିପୋର୍ଟ ଉନ୍ମୋଚନ କରିଥିଲେ । ପ୍ରୋଜେକ୍ଟ ଟାଇଗରର ୫୦ ବର୍ଷ ପୂରଣ ହେବା ଅବସରରେ ସେ ଏକ ସ୍ମରଣୀୟ ମୁଦ୍ରା ମଧ୍ୟ ଜାରି କରିଥିଲେ ।ଇଣ୍ଡିଆ ଟୁଡେ କନକ୍ଲେଭ୍ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 18th, 11:17 pm
ଇଣ୍ଡିଆ ଟୁଡେ କନକ୍ଲେଭ୍ ସହିତ ସଂଶ୍ଳିଷ୍ଟ ସମସ୍ତ ମହାନୁଭବମାନଙ୍କୁ ମୋର ନମସ୍କାର । ଦେଶ- ବିଦେଶରୁ ଯେଉଁ ଦର୍ଶକ- ପାଠକ, ଡିଜିଟାଲ ମାଧ୍ୟମ ଆମ ସହିତ ଯୋଡ଼ି ହୋଇଛନ୍ତି, ସେମାନଙ୍କୁ ମଧ୍ୟ ଅଭିନନ୍ଦନ । ମୋତେ ଏହା ଦେଖି ଅତ୍ୟନ୍ତ ଖୁସି ଲାଗୁଛି ଯେ ଏହି କନକ୍ଲେଭ୍ ଯାହା ରଖାଯାଇଛି - ଦି ଇଣ୍ଡିଆ ମୁମେଣ୍ଟ୍ - ଅର୍ଥାତ୍ ଆଜି ବିଶ୍ୱର ବଡ଼ ବଡ଼ ଅର୍ଥନୀତିଜ୍ଞ, ବିଶ୍ଳେଷକ, ଚିନ୍ତକ ସମସ୍ତେ ଏଇ କଥା କହୁଛନ୍ତି ଏବଂ ସମ ସ୍ୱରରେ କହୁଛନ୍ତି “ଏହା ହେଉଛି ଭାରତର ସମୟ”। କିନ୍ତୁ ଯେତେବେଳେ ଇଣ୍ଡିଆ ଟୁଡେ ଗ୍ରୁପ୍ ଏହି ସକାରାତ୍ମକ ମାନସିକତା ଦେଖାଉଛନ୍ତି, ସେତେବେଳେ ଏହାର କିଛି ଅଧିକ ବିଶେଷତା ରହିଛି । ଏମିତିରେ ତ ମୁଁ ୨୦ ମାସ ପୂର୍ବରୁ ଲାଲକିଲ୍ଲାର ମଞ୍ଚ ଉପଯୁ କହିଥିଲା- ଏହା ହେଉଛି ଉପଯୁକ୍ତ ଅବସର, ଏହା ହେଉଛି ପ୍ରକୃଷ୍ଟ ସମୟ । କିନ୍ତୁ ସେହି ବାର୍ତ୍ତା ଏଠାରେ ପହଞ୍ଚôବାକୁ ୨୦ ମାସ ସମୟ ଲାଗିଗଲା । ସେଇ ଏକା ଭାବନା ଥିଲା – ଦିସ୍ ଇଜ୍ ଇଣ୍ଡିଆସ୍ ମୁମେଣ୍ଟ୍ ।ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 18th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସରେ ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି।କୁନୋ ଜାତୀୟ ଉଦ୍ୟାନରେ ୧୨ ଚିତାଙ୍କ ନୂଆ ବ୍ୟାଚକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ
February 19th, 09:21 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କୁନୋ ଜାତୀୟ ଉଦ୍ୟାନରେ ୧୨ ଚିତାଙ୍କ ନୂଆ ବ୍ୟାଚକୁ ସ୍ୱାଗତ କରିଛନ୍ତି ।କୁନୋରେ ଛଡା ଯାଇଥିବା ଚିତାଙ୍କ ସମ୍ପର୍କିତ ଖବର ଶେୟାର କଲେ ପ୍ରଧାନମନ୍ତ୍ରୀ
November 06th, 12:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୂଚନା ଦେଇଛନ୍ତି ଯେ, ବାଧ୍ୟତାମୂଳକ ପୃଥକବାସ ପରେ କୁନୋ ବାସସ୍ଥଳୀ ସହ ଖାପ ଖୁଆଇବା ପାଇଁ ୨ଟି ଚିତାଙ୍କୁ ବୃହତ ଏନକ୍ଲୋଜରରେ ଛଡା ଯାଇଛି ।ଚିତା ଉପରେ ରୋମାଞ୍ଚକର ପ୍ରତିଯୋଗିତାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ
September 27th, 09:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଇଗଭ ୱେବସାଇଟରେ ଚିତା ଉପରେ ଉପଲବ୍ଧ ତିନିଟି ରୋମାଞ୍ଚକର ପ୍ରତିଯୋଗିତାରେ ଭାଗ ନେବାକୁ ଲୋକଙ୍କୁ ଅନୁରୋଧ କରିଛନ୍ତି ।ମଧ୍ୟ ପ୍ରଦେଶର ଶେଓପୁରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳଲେଖା
September 17th, 01:03 pm
ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀଯୁକ୍ତ ମଙ୍ଗୁଭାଇ ପଟେଲ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଶିବରାଜ ସିଂହ ଜୀ ଚୌହାନ, କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ମୋର ବନ୍ଧୁଗଣ, ମଧ୍ୟ ପ୍ରଦେଶ ସରକାରର ମନ୍ତ୍ରୀଗଣ, ସାଂସଦ ଓ ବିଧାୟକ ବନ୍ଧୁ, ବିଶାଳ ସଂଖ୍ୟାରେ ଉପସ୍ଥିତ ଥିବା ଅନ୍ୟ ସମସ୍ତ ମହାନୁଭବ ତଥା ଆଜି ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁରେ ଅଛନ୍ତି, ଯେଉଁମାନଙ୍କ ପାଇଁ ଏହି କାର୍ଯ୍ୟକ୍ରମ ହେଉଛି, ଏଭଳି ବହୁତ ବଡ଼ ସଂଖ୍ୟାରେ ଉପସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଜଡ଼ିତ ମାଆ ଓ ଭଉଣୀମାନଙ୍କୁ ପ୍ରଣାମ!PM addresses Women Self Help Groups Conference in Karahal, Madhya Pradesh
September 17th, 01:00 pm
PM Modi participated in Self Help Group Sammelan organised at Sheopur, Madhya Pradesh. The PM highlighted that in the last 8 years, the government has taken numerous steps to empower the Self Help Groups. “Today more than 8 crore sisters across the country are associated with this campaign. Our goal is that at least one sister from every rural family should join this campaign”, PM Modi remarked.କୁନୋ ଜାତୀୟ ପ୍ରାଣୀ ଉଦ୍ଦ୍ୟାନରେ ଚିତାବାଘଙ୍କ ପୁନର୍ବାସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ମୂଳ ଭାଷଣର ଅନୁବାଦ
September 17th, 11:51 am
ମାନବ ସମାଜ ନିକଟରେ ଏଭଳି ଅବସର ଖୁବ୍ କମ୍ ଥର ଆସିଥାଏ ଯେତେବେଳେ ସମୟ ଚକ୍ର ଆମକୁ ଅତୀତକୁ ସୁଧାରିବା ନିମନ୍ତେ ନୂତନ ଭବିଷ୍ୟତର ନିର୍ମାଣ ନିମନ୍ତେ ସୁଯୋଗ ପ୍ରଦାନ କରିଥାଏ । ଆଜି ଆମର ସୌଭାଗ୍ୟକୁ ଆମ ସାମ୍ନାରେ ଏଭଳି ଏକ କ୍ଷଣ ଉପସ୍ଥିତ ହୋଇଛି । ଦଶନ୍ଧି ଦଶନ୍ଧି ପୂର୍ବରୁ ଜୈବ ବିବିଧତାର ଶହ ଶହ ବର୍ଷ ପୁରାତନ ଯେଉଁ କଡ଼ି ଛିଣ୍ଡି ଯାଇଥିଲା, ବିଲୁପ୍ତ ହୋଇଯାଇଥିଲା, ଆଜି ଆମକୁ ଏହାକୁ ପୁଣି ଥରେ ଯୋଡ଼ିବାର ସୁଯୋଗ ମିଳିଛି । ଆଜି ଭାରତ ଭୂମିକୁ ଚିତାବାଘ ଲେଉଟି ଆସିଛି ଏବଂ ମୁଁ ଏକଥା ମଧ୍୍ର କହିବି ଯେ ଏହି ତିତାମାନଙ୍କ ସହିତ ହିଁ ଭାରତର ପ୍ରକୃତିପ୍ରେମୀ ଚେତନା ପୂର୍ଣ୍ଣ ଶକ୍ତିର ସହିତ ଜାଗ୍ରତ ହୋଇ ଉଠିଛି । ମୁଁ ଏହି ଐତିହାସିକ ଅବସରରେ ସମସ୍ତ ଦେଶବାସୀଙ୍କୁ ବଧେଇ ଜଣାଉଛି ।PM addresses the nation on release of wild Cheetahs in Kuno National Park in Madhya Pradesh
September 17th, 11:50 am
PM Modi released wild Cheetahs brought from Namibia at Kuno National Park under Project Cheetah, the world's first inter-continental large wild carnivore translocation project. PM Modi said that the cheetahs will help restore the grassland eco-system as well as improve the biopersity. The PM also made special mention of Namibia and its government with whose cooperation, the cheetahs have returned to Indian soil after decades.ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ମଧ୍ୟପ୍ରଦେଶ ଗସ୍ତ
September 15th, 02:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖ ଦିନ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ବେଳେ ପ୍ରଧାନମନ୍ତ୍ରୀ ଚିତାକୁ କୁନୋ ଜାତୀୟ ଉଦ୍ୟାନ ଭିତରକୁ ଛାଡିବେ । ତା ପରେ ପାଖାପାଖି ମଧ୍ୟାହ୍ନ ବାରଟା ବେଳକୁ ସେ ସ୍ୱୟଂସହାୟକ ଗୋଷ୍ଠୀ ସମ୍ମିଳନୀରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଓ ଗୋଷ୍ଠୀ ପ୍ରତିନିଧି ମାନଙ୍କ ସହିତ କରହଲ, ସେଓପୁରଠାରେ ଯୋଗଦେବେ ।