ନୂଆଦିଲ୍ଲୀରେ ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 12th, 04:54 pm
ଆଜି ବିଜ୍ଞାନ ଭବନ ଭାରତର ସୁବର୍ଣ୍ଣ ଅତୀତର ସାକ୍ଷୀ ଭାବରେ ଦଣ୍ଡାୟମାନ । କିଛି ଦିନ ପୂର୍ବରୁ ମୁଁ ଜ୍ଞାନ ଭାରତମ୍ ମିଶନର ଘୋଷଣା କରିଥିଲି। ଏବଂ ଆଜି ଏତେ କମ୍ ସମୟ ମଧ୍ୟରେ ଆମେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀର ଆୟୋଜନ କରୁଛୁ। ଏହା ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ନିକଟରେ ଶୁଭାରମ୍ଭ କରାଯାଇଛି। ଏହା କୌଣସି ସରକାରୀ କିମ୍ବା ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ନୁହେଁ; ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଗୁରୁତ୍ଵ ବହନ କରୁଛି । ହଜାର ହଜାର ପିଢ଼ିର ଚିନ୍ତାଧାରା, ଭାରତର ବିଶିଷ୍ଟ ଋଷି , ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଗବେଷଣା, ଆମର ପାରମ୍ପରିକ ଜ୍ଞାନ ପରମ୍ପରା, ଆମର ବୈଜ୍ଞାନିକ ଐତିହ୍ୟ, ଆମେ ଜ୍ଞାନ ଭାରତମ୍ ମିଶନ ମାଧ୍ୟମରେ ସେଗୁଡ଼ିକୁ ଡିଜିଟାଇଜେସନ୍ କରିବାକୁ ଯାଉଛୁ। ଏହି ମିଶନ ପାଇଁ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ମୁଁ ଜ୍ଞାନ ଭାରତମ୍ ର ସମଗ୍ର ଦଳକୁ ଏବଂ ସଂସ୍କୃତି ମନ୍ତ୍ରଣାଳୟକୁ ମଧ୍ୟ ଶୁଭେଚ୍ଛା ଜଣାଉଛି।‘ଜ୍ଞାନ ଭାରତମ୍’ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 12th, 04:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ, ଜ୍ଞାନ ଭାରତମ୍ ଉପରେ ଆୟୋଜିତ ଅନ୍ତର୍ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ବିଜ୍ଞାନ ଭବନ ଆଜି ଭାରତର ସୁବର୍ଣ୍ଣ ଅତୀତର ପୁନରୁତ୍ଥାନର ସାକ୍ଷୀ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ମାତ୍ର କିଛି ଦିନ ପୂର୍ବରୁ ସେ ଜ୍ଞାନ ଭାରତମ୍ ମିଶନ ଘୋଷଣା କରିଥିଲେ ଏବଂ ଏତେ କମ୍ ସମୟ ମଧ୍ୟରେ ଜ୍ଞାନ ଭାରତମ୍ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଶ୍ରୀ ମୋଦୀ ସୂଚନା ଦେଇଥିଲେ ଯେ, ଏହି ମିଶନ ସହିତ ଜଡ଼ିତ ପୋର୍ଟାଲର ମଧ୍ୟ ଶୁଭାରମ୍ଭ କରାଯାଇଛି। ଏହା ଏକ ସରକାରୀ କିମ୍ବା ଏକାଡେମିକ୍ କାର୍ଯ୍ୟକ୍ରମ ନୁହେଁ ଦର୍ଶାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ। ଜ୍ଞାନ ଭାରତମ୍ ମିଶନ ଭାରତର ସଂସ୍କୃତି, ସାହିତ୍ୟ ଏବଂ ଚେତନାର ଏକ ଘୋଷଣାରେ ପରିଣତ ହେବାକୁ ଯାଉଛି। ସେ ହଜାର ହଜାର ପିଢ଼ିର ଚିନ୍ତନଶୀଳ ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭାରତର ଜ୍ଞାନ, ପରମ୍ପରା ଏବଂ ବୈଜ୍ଞାନିକ ଐତିହ୍ୟକୁ ରେଖାଙ୍କିତ କରି ସେ ଭାରତର ମହାନ ଋଷି, ଆଚାର୍ଯ୍ୟ ଏବଂ ବିଦ୍ୱାନମାନଙ୍କ ଜ୍ଞାନ ଏବଂ ଅନୁସନ୍ଧାନକୁ ସ୍ୱୀକାର କରିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଜ୍ଞାନ ଭାରତମ୍ ମିଶନ ଜରିଆରେ ଏହି ଐତିହ୍ୟଗୁଡ଼ିକର ଡିଜିଟାଇଜେସନ୍ କରାଯାଉଛି। ଏହି ଅଭିଯାନ ପାଇଁ ସେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ସମଗ୍ର ଜ୍ଞାନ ଭାରତମ୍ ଦଳ ତଥା ସଂସ୍କୃତି ମନ୍ତ୍ରଣାଳୟକୁ ଶୁଭେଚ୍ଛା ଜଣାଇଥିଲେ।ରିପବ୍ଲିକ ପ୍ଲେନାରୀ ଶିଖର ସମ୍ମିଳନୀ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 08:05 pm
ଆପଣମାନେ ସବୁ ଥକି ପଡିଥିବେ? ଅର୍ଣ୍ଣବର ଉଚ୍ଚ ଶବ୍ଦ ଯୋଗୁଁ କାନ ନିଶ୍ଚିତ ଭାବେ ଥକି ଯାଇଥିବ। ବସନ୍ତୁ ଅର୍ଣ୍ଣବ, ଏହି ସମୟ ନିର୍ବାଚନର ସମୟ ନୁହେଁ। ସର୍ବ ପ୍ରଥମେ, ମୁଁ ରିପବ୍ଲିକ୍ ଟିଭିକୁ ତା’ର ଅଭିନବ ପ୍ରୟାସ ପାଇଁ ଅନେକ ଧନ୍ୟବାଦ ଦେଉଛି। ଆପଣମାନେ ଯୁବପିଢିକୁ ତ୍ରୂଣମୂଳ ସ୍ତରରେ ସାମିଲ କରି, ଏତେ ବଡ଼ ପ୍ରତିଯୋଗିତା କରାଇ ତାଙ୍କୁ ଏଠାକୁ ନେଇ ଆସିଛନ୍ତି। ଯେତେବେଳେ ଦେଶର ଯୁବବର୍ଗ ଜାତୀୟ ଆଲୋଚନାରେ ସାମିଲ ହୁଅନ୍ତି, ସେତେବେଳେ ବିଚାରରେ ନୂତନତା ଆସେ, ସେ ସମ୍ପୂର୍ଣ୍ଣ ପରିବେଶକୁ ଏକ ନୂତନ ଶକ୍ତିରେ ପରିପୂର୍ଣ୍ଣ କରେ ଏବଂ ଏହି ଶକ୍ତିକୁ ଆମେ ଏବେ ଏଠାରେ ମଧ୍ୟ ଅନୁଭବ କରୁଛୁ। ଏକ ପ୍ରକାରରେ ଆମେ ଯୁବକମାନଙ୍କର ଯୋଗଦାନ ଦ୍ୱାରା ପ୍ରତିବନ୍ଧକ ଗୁଡ଼ିକୁ ପ୍ରତିହତ କରିପାରୁ। ନିର୍ଦ୍ଧାରିତ ସୀମାଠାରୁ ଉପରକୁ ଯାଇପାରୁ, ଏମିତି କୌଣସି ଲକ୍ଷ୍ୟ ନାହିଁ, ଯାହାକୁ ଆମେ ପୂରଣ କରି ନ ପାରୁ। ଏମିତି କୌଣସି ଉଦ୍ଦେଶ୍ୟ ବାକି ରହେ ନାହିଁ ଯାହା ପର୍ଯ୍ୟନ୍ତ ପହଞ୍ଚି ନ ହେବ। ରିପବ୍ଲିକ୍ ଟିଭି ଏହି ସମ୍ମିଳନୀ ପାଇଁ ଏକ ନୂତନ କନ୍ସେପ୍ଟ ଉପରେ କାମ କରିଛି। ମୁଁ ଏହି ସମ୍ମିଳନୀର ସଫଳତା ପାଇଁ ଆପଣମାନଙ୍କୁ ବହୁତ-ବହୁତ ଧନ୍ୟବାଦ ଜଣାଉଛି, ଆପଣଙ୍କୁ ଅଭିନନ୍ଦନ ଜଣାଉଛି। ଏଥିରେ ମୋର ମଧ୍ୟ କିଛି ସ୍ୱାର୍ଥ ନିହିତ ଅଛି, ପ୍ରଥମତଃ ମୁଁ ପୂର୍ବରୁ ଏକ ଲକ୍ଷ ନବଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ଚେଷ୍ଟା ଜାରି ରଖିଛି, ଏବଂ ସେହି ଏକ ଲକ୍ଷ ଯେଉଁମାନେ ତାଙ୍କର ପରିବାରରେ ପ୍ରଥମ ଥିବେ, ଏଥିପାଇଁ ଏହି ସମାରୋହଟି ମୋର ଉଦ୍ଦେଶ୍ୟ ପୂରଣ ପାଇଁ ଭୂମିକା ପ୍ରସ୍ତୁତ କରିବାରେ ସାହାଯ୍ୟ କରୁଛି। ଦ୍ୱିତୀୟଟି, ମୋର ବ୍ୟକ୍ତିଗତ ଲାଭ ଅଟେ, ବ୍ୟକ୍ତିଗତ ଲାଭଟି ହେଉଛି ଯେ 2029ରେ ଯେଉଁମାନେ ଭୋଟ ଦେବାକୁ ଯିବେ, ସେମାନଙ୍କୁ ଜଣାନାହିଁ ଯେ, 2014 ପୂର୍ବରୁ ସାମ୍ପ୍ରତିକ ସମ୍ବାଦପତ୍ରର ହେଡଲାଇନ କିପରି ଥିଲା, ସେମାନେ ଜାଣନ୍ତି ନାହିଁ, 10-10, 12-12 ଲକ୍ଷ କୋଟିର ଘୋଟାଲା ହେଉ ଥିଲା, ସେମାନେ ଜାଣନ୍ତି ନାହିଁ, ଯେତେବେଳେ ସେମାନେ 2029ରେ ଭୋଟ ଦେବାକୁ ଯିବେ, ସେମାନଙ୍କ ସାମ୍ନାରେ ତୁଳନା ପାଇଁ କିଛି ନଥିବ ଏବଂ ଏଥିପାଇଁ ମତେ ସେହି ମାପଦଣ୍ଡରୁ ପାର ହେବାକୁ ହେବ, ଏବଂ ମୋର ଦୃଢ ବିଶ୍ୱାସ ଅଛି, ଯେ ପ୍ରସ୍ତୁତ କରାଯାଇଥିବା ଏହି ଭୂମିକା ସେତେବେଳେ ଏହି କାମକୁ ଶକ୍ତ କରିଦେବ।ରିପ୍ଲବିକ ପ୍ଲିନାରୀ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 08:00 pm
ଗୁରୁବାର ଦିନ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଆୟୋଜିତ ରିପ୍ଲବିକ ପ୍ଲିନାରୀ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ । ସମବେତ ଜନତାକୁ ଉଦବୋଧନ ଦେଇ ତୃଣମୂଳସ୍ତରରେ ଯୁବକମାନଙ୍କୁ ସର୍ଜନାତ୍ମକ କାର୍ଯ୍ୟରେ ବିନିଯୋଗ କରି ହାକାଥନ ପ୍ରତିଯୋଗିତା ଆୟୋଜନ କରିଥିବାରୁ ରିପବ୍ଲିକ ଟିଭିକୁ ସେ ଧନ୍ୟବାଦ ଜଣାଇଥିଲେ । ଯେତେବେଳେ ଦେଶର ଯୁବକମାନେ ଜାତୀୟ ସମ୍ପାନରେ ନିଜକୁ ନିୟୋଜିତ କରିଥାନ୍ତି ସେତେବେଳେ ନୂଆ ଆଇଡିଆ ସୃଷ୍ଟି ହୋଇ ସମଗ୍ର ବାତାବରଣକୁ ସେମାନଙ୍କର ଊର୍ଜାରେ ଭରି ଦେଇଥାନ୍ତି । ଏହି ସମିଟରେ ସେହିପ୍ରକାର ଊର୍ଜା ପରିଲକ୍ଷିତ ହୋଇଥିବା ସେ କହିଥିଲେ । ସବୁ ପ୍ରକାର ବାଧାକୁ ଯୁବକମାନଙ୍କ ସମ୍ପୃକ୍ତି ହିଁ ଦୂର କରିଥାଏ ଓ ପ୍ରତି ଲକ୍ଷ୍ୟ ହାସଲ କରିବାକୁ ପ୍ରେରଣା ଦେଇଥାଏ । ଏହି ସମିଟ ପାଇଁ ଏକ ନୂଆ ଚିନ୍ତାଧାରା ନେଇ ରିପବ୍ଲିକ ଟିଭି କାମ କରୁଥିବାରୁ ସେ ପ୍ରଶଂସା କରିଥିଲେ । କୌଣସି ରାଜନୈତିକ ପୃଷ୍ଠଭୂମି ନଥାଇ ଏକ ଲକ୍ଷ ଯୁବକଙ୍କୁ ରାଜନୀତିକୁ ଆଣିବାକୁ ତାଙ୍କ ଚିନ୍ତାଧାରା ରହିଥିବା ସେ କହିଥିଲେ ।ଉଦ୍ୟୋଗୀ ନିଖିଲ କାମାଥଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
January 10th, 02:15 pm
ବର୍ତ୍ତମାନ ପର୍ଯ୍ୟନ୍ତ କେତେ ପୋଷ୍ଟ ପୋଡକାଷ୍ଟ କରିଛନ୍ତି ଆପଣପ୍ରଥମ ପଡକାଷ୍ଟରେ ଉଦ୍ୟୋଗୀ ନିଖିଲ କାମାତଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା
January 10th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରଥମ ପଡ୍କାଷ୍ଟରେ ଉଦ୍ୟୋଗୀ ଓ ନିବେଶକ ନିଖିଲ କାମାତଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଜି ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ ଯେତେବେଳେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ପିଲାବେଳର କଥା ପଚରାଗଲା, ଉତ୍ତର ଗୁଜରାଟର ମେହସାନା ଜିଲ୍ଲାର ଏକ ଛୋଟ ସହର ବଡ଼ନଗରରେ ତାଙ୍କର ପିଲାଦିନ କେମିତି କଟିଥିଲା, ସେ ସଂପର୍କରେ ନିଜ ବାଲ୍ୟଜୀବନର ସବୁ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେ କହିଛନ୍ତି, ଶିକ୍ଷା ପ୍ରତି ନିଜର ପ୍ରତିଶ୍ରୁତିବଦ୍ଧତା, ପୋଖରୀ, ଡାକ ଘର ଓ ପାଠାଗାର ପରି ଜରୁରୀ ସୁବିଧା ପାଇଁ ବେଶ୍ ପରିଚିତ ଗାଏକଓ୍ୱାଡ୍ ରାଜ୍ୟର ଏହି ସହର ବଡ଼ନଗର। ଗାଏକଓ୍ୱାଡ଼ ସରକାରୀ ପ୍ରାଥମିକ ସ୍କୁଲ ଓ ଭଗବତାଚାର୍ଯ୍ୟ ନାରାୟଣାଚାର୍ଯ୍ୟ ହାଇସ୍କୁଲରେ ପାଠ ପଢ଼ିବା ବେଳର ସ୍ମତି ସବୁ ମନେପକାଇଥିଲେ ପ୍ରଧାନମନ୍ତ୍ରୀ। ବଡ଼ନଗରରେ ବେଶ୍ କିଛି ଦିନ ରହିଥିବା ଚୀନର ଦାର୍ଶନିକ ହୁଏନସାଂଙ୍କ ଉପରେ ନିର୍ମିତ ହୋଇଥିବା ଏକ ଫିଲ୍ମ ସଂପର୍କରେ ଚୀନର ଦୂତାବାସକୁ ସେ ଲେଖିଥିବା ଚିଠି ସଂପର୍କରେ ଏକ ମଜାଦାର କଥା କହିଥିଲେ ମୋଦୀ। ୨୦୧୪ରେ ମୋଦିଜୀ ଭାରତର ପ୍ରଧାନମନ୍ତ୍ରୀ ହେବା ପରେ ଚୀନର ରାଷ୍ଟ୍ରପତି ସି ଜିନପିଙ୍ଗ୍ ଗୁଜରାଟ ଓ ବଡ଼ ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଥିବାର ଅଭିଜ୍ଞତା ବି ବର୍ଣ୍ଣନା କରିଥିଲେ ମୋଦୀଜୀ। କାରଣ ହୁଏନସାଂଙ୍କ ସହିତ ଦୁଇ ରାଷ୍ଟ୍ରନେତାଙ୍କ ସହରର ଐତିହାସିକ ସଂପର୍କ ଦୃଷ୍ଟିରୁ ସି ଜିଙ୍ଗପିନ ଗୁଜରାଟ ଓ ବଡ଼ନଗର ପରିଦର୍ଶନ କରିବାକୁ ଇଚ୍ଛା ପ୍ରକାଶ କରିଲେ। ଦୁଇ ଦେଶ ମଧ୍ୟରେ ଥିବା ଦୃଢ଼ ସଂପର୍କ ଓ ମିଳିତ ଐତିହ୍ୟର ଏହା ଅନନ୍ୟ ଉଦାହରଣ ବୋଲି ମୋଦୀଜୀ କହିଥିଲେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରୀ କୁଏତ ଗସ୍ତର ମିଳିତ ବାର୍ତ୍ତା (ଡିସେମ୍ବର ୨୧-୨୨, ୨୦୨୪)
December 22nd, 07:46 pm
କୁଏତର ଅମୀର ଶେଖ ମେସାଲ ଅଲ-ଅହମଦ ଅଲ-ଜାବେର ଅଲ-ସବାହଙ୍କ ଆମନ୍ତ୍ରଣ କ୍ରମେ ଡିସେମ୍ବର ୨୧ରୁ ୨୨ ତାରିଖ ଯାଏ ଦୁଇ ଦିନିଆ ସରକାରୀ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥିଲେ । ଏହା ତାଙ୍କର ପ୍ରଥମ କୁଏତ ଗସ୍ତ । ଡିସେମ୍ବର ୨୧ ତାରିଖରେ ଆରମ୍ଭ ହୋଇଥିବା ୨୬ତମ ଆରବିଆନ ଗଲଫ କପ ଉଦଘାଟନୀ ମ୍ୟାଚରେ କୁଏତର ଅମୀରଙ୍କ ସମ୍ମାନିତ ଅତିଥି ଭାବେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେଇଥିଲେ ।PM Modi meets Prime Minister of Kuwait
December 22nd, 06:38 pm
PM Modi held talks with His Highness Sheikh Ahmad Al-Abdullah Al-Ahmad Al-Sabah, PM of the State of Kuwait. The two leaders discussed a roadmap to strengthen the strategic partnership in areas including political, trade, investment, energy, defence, security, health, education, technology, cultural, and people-to-people ties.ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ କୁଏତ ଗସ୍ତ (୨୧-୨୨ ଡିସେମ୍ବର, ୨୦୨୪)
December 22nd, 06:03 pm
ଏହି ବୁଝାମଣା ପ୍ରତିରକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ସଂସ୍ଥାପନ କରିବ । ସହଯୋଗର ପ୍ରମୁଖ କ୍ଷେତ୍ରଗୁଡିକ ହେଉଛି ତାଲିମ, କର୍ମଚାରୀ ଏବଂ ବିଶେଷଜ୍ଞଙ୍କ ଆଦାନପ୍ରଦାନ, ମିଳିତ ସୈନ୍ୟ ଅଭ୍ୟାସ, ପ୍ରତିରକ୍ଷା କ୍ଷେତ୍ରରେ ସହଯୋଗ, ପ୍ରତିରକ୍ଷା ଉପକରଣ ଯୋଗାଣ ଏବଂ ଅନୁସନ୍ଧାନ ତଥା ବିକାଶରେ ସହଯୋଗ ।କୁଏତର କ୍ରାଉନ୍ ପ୍ରିନ୍ସଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
December 22nd, 05:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର କ୍ରାଉନ୍ ପ୍ରିନ୍ସ ଶେଖ୍ ସବା ଲ୍-ଖାଲିଦ୍ ଅଲ୍-ହମଦ୍ ଅଲ୍-ମୁବାରକ ଅଲ୍-ସବାଙ୍କ ସହ ସାକ୍ଷାତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୨୦୨୪ ରେ ୟୁଏନ୍ଜିଏ ଅଧିବେଶନ ଅବସରରେ କ୍ରାଉନ୍ ପ୍ରିନ୍ସଙ୍କ ସହ ହୋଇଥିବା ତାଙ୍କର ସାକ୍ଷାତକୁ ମନେ ପକାଇଥିଲେ ।କୁଏତ ଅମୀରଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
December 22nd, 05:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଅମୀର ମହାମହିମ ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାହଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ବୈଠକ ଥିଲା। ବାୟନ ପ୍ୟାଲେସରେ ପହଞ୍ଚିବା ପରେ ଶ୍ରୀ ମୋଦୀଙ୍କୁ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା ଏବଂ କୁଏତର ପ୍ରଧାନମନ୍ତ୍ରୀ ମହାମହିମ ଅହମ୍ମଦ ଅଲ-ଅବଦୁଲ୍ଲା ଅଲ-ଅହମ୍ମଦ ଅଲ-ସବା ତାଙ୍କୁ ସ୍ୱାଗତ କରିଥିଲେ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାରରେ ସମ୍ମାନିତ
December 22nd, 04:37 pm
କୁଏତର ଅମିର ମହାମହିମ ଶେଖ ମେଶଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ କୁଏତର ସର୍ବୋଚ୍ଚ ଜାତୀୟ ପୁରସ୍କାର ‘ଅର୍ଡର ଅଫ୍ ମୁବାରକ ଅଲ-କବୀର’ ପ୍ରଦାନ କରି ସମ୍ମାନିତ କରିଛନ୍ତି । କୁଏତର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ଅହମ୍ମଦ ଅଲ-ଅବଦୁଲ୍ଲା ଅଲ-ଅହମ୍ମଦ ଅଲ-ସବା ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।କୁୱେତର ମହାମାନ୍ୟ ଅମୀରଙ୍କ ନିମନ୍ତ୍ରଣ କ୍ରମେ ଆରବିଆନ ଗଲଫ୍ କପରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
December 21st, 10:24 pm
କୁୱେତର ମହାମାନ୍ୟ ଅମୀର ଶେଖ୍ ମେଶାଲ ଅଲ୍-ଅହମ୍ମଦ ଅଲ୍-ଜାବେର ଅଲ୍-ସବାହଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁୱେତରେ ୨୬ତମ ଆରବିଆନ ଗଲଫ୍ କପର ଉଦଘାଟନୀ ଉତ୍ସବରେ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୁୱେତର ମହାମାନ୍ୟ ଅମୀର, ମହାମାନ୍ୟ ଯୁବରାଜ ଏବଂ ମହାମାନ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମ ଅବସରରେ କୁୱେତର ନେତୃତ୍ୱଙ୍କ ସହ ପ୍ରଧାନମନ୍ତ୍ରୀ ଅନୌପଚାରିକ ଭାବେ ଆଲୋଚନା ମଧ୍ୟ କରିଥିଲେ ।PM compliments Abdullah Al-Baroun and Abdul Lateef Al-Nesef for Arabic translations of the Ramayan and Mahabharat
December 21st, 07:03 pm
Prime Minister Shri Narendra Modi compliments Abdullah Al-Baroun and Abdul Lateef Al-Nesef for their efforts in translating and publishing the Arabic translations of the Ramayan and Mahabharat.କୁଏତରେ ଶ୍ରମିକ ଶିବିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
December 21st, 07:00 pm
କୁଏତ ଗସ୍ତର ପ୍ରଥମ କାର୍ଯ୍ୟକ୍ରମ ଭାବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଏତର ମୀନା ଅବଦୁଲ୍ଲା ଅଞ୍ଚଳରେ ଏକ ଶ୍ରମ ଶିବିର ପରିଦର୍ଶନ କରିଛନ୍ତି ଯେଉଁଥିରେ ପାଖାପାଖି ୧୫୦୦ ଭାରତୀୟ ନାଗରିକ କାମ କରୁଛନ୍ତି । ପ୍ରଧାନମନ୍ତ୍ରୀ ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ଭାରତୀୟ ଶ୍ରମିକଙ୍କ ସହ ଆଲୋଚନା କରିବା ସହ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ।The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।କୁୱେତରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ହାର୍ଦ୍ଦିକ ସ୍ୱାଗତରେ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ପ୍ରକାଶ
December 21st, 06:16 pm
କୁୱେତରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ହାର୍ଦ୍ଦିକ ସ୍ୱାଗତରେ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ପ୍ରକାଶକୁଏତରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
December 21st, 03:39 pm
କୁଏତରେ ପହଞ୍ଚିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗତ 43 ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ପ୍ରଥମ ଗସ୍ତ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଅମିର, କ୍ରାଉନ୍ ପ୍ରିନ୍ସ ଏବଂ କୁଏତ୍ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ। ସେ ଭାରତୀୟ ସମ୍ପ୍ରଦାୟ ସହ ଆଲୋଚନା କରିବା ସହ ଆରବ ଗଲ୍ଫ କପ୍ ଉଦଘାଟନୀ ସମାରୋହରେ ଯୋଗଦେବେ ।PM Modi's departure statement ahead of his visit to Kuwait
December 21st, 09:21 am
PM Modi will visit Kuwait on 21-22 December 2024, at the invitation of His Highness Sheikh Meshal Al-Ahmad Al-Jaber Al-Sabah, the Amir of the State of Kuwait. This will be the first visit of an Indian PM to Kuwait in 43 years. During the visit, PM Modi will hold discussions with the leadership of Kuwait. He will also interact with the Indian community in Kuwait.