ପୁରୁଷ ଟ୍ରାପ୍ ବ୍ୟକ୍ତିଗତ ସୁଟିଂ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିôବା କିନାନ ଚେନାଇଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଖୁସି

October 01st, 08:35 pm

ଏସୀୟ କ୍ରୀଡ଼ାରେ ପୁରୁଷ ଟ୍ରାପ୍ ବ୍ୟକ୍ତିଗତ ସୁଟିଂ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ଜିତିଥିବା କିନାନ ଚେନାଇଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।

ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ପୁରୁଷ ସୁଟର ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 01st, 08:32 pm

ହାଙ୍ଗଝୌରେ ଚାଲିଥିବା ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ପୁରୁଷ ସୁଟର ଟିମର ତୋଣ୍ଡାଇମ୍ୟାନ୍ ପିଆର୍‌, କିନାନ ଚେନାଇ ଏବଂ ଜୋରାଭର ସିଂ ସାନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।