India-New Zealand relationship built on enduring friendship, shared values, common commitment: PM Modi in Auckland
July 11th, 01:15 pm
PM Modi addressed a vibrant community event in Auckland, praising the Indian diaspora as a strong bridge between India and New Zealand. He highlighted the elevation of bilateral ties to a Strategic Partnership, celebrated 100 years of sporting ties between the two countries and underscored the shared heritage and deepening partnership between the two nations.ନ୍ୟୁଜିଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 11th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅକ୍ଲାଣ୍ଡଠାରେ ଆୟୋଜିତ “କିଆ ଓରା ମୋଦୀ” କାର୍ଯ୍ୟକ୍ରମରେ ନ୍ୟୁଜିଲ୍ୟାଣ୍ଡରେ ରହୁଥିବା ପ୍ରବାସୀ ଭାରତୀୟଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମାରୋହରେ ନ୍ୟୁଜିଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିଷ୍ଟୋଫର ଲକ୍ସନ ମଧ୍ୟ ସାମିଲ ହୋଇଥିଲେ। ପ୍ରାୟ ୧୦,୦୦୦ରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଉପସ୍ଥିତି ଯୋଗୁଁ ଏହି ସମାବେଶ ଆନ୍ତରିକତା, ଶକ୍ତି ଏବଂ ବେଶ୍ ଉତ୍ସାହରେ ପରିପୂର୍ଣ୍ଣ ଥିଲା।The commissioning of INS Agray, INS Dunagiri and INS Sanshodhak is a reflection of India's increasing self-reliance: PM Modi in Kolkata
June 21st, 12:51 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.PM Modi commissions three indigenously designed and built naval ships – INS Dunagiri, INS Sanshodhak and INS Agray
June 21st, 12:50 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ୧୪ଟି ଫସଲର ଏମଏସପି ବୃଦ୍ଧିକୁ କ୍ୟାବିନେଟ୍ ମଞ୍ଜୁରି
May 13th, 03:23 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ଆଜି ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି)କୁ ଅନୁମୋଦନ କରିଛି । ୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ବିଭିନ୍ନ ଫସଲର ଏମଏସପି ବୃଦ୍ଧି କରାଯାଇଛି ।TMC only abuses, threatens, spreads lies: PM Modi in Barrackpore, West Bengal
April 27th, 12:00 pm
Ahead of the second phase of the West Bengal Assembly elections, Prime Minister Narendra Modi today addressed a massive rally in Barrackpore, energising the crowd with a powerful and emotive speech. Drawing from history to the present, PM Modi invoked Barrackpore’s legacy as the cradle of India’s first war of independence in 1857, positioning it as a symbol of change once again. “Barrackpore paving way for change in Bengal”, he added.PM Modi’s high-octane address electrifies Barrackpore
April 27th, 11:30 am
Ahead of the second phase of the West Bengal Assembly elections, Prime Minister Narendra Modi today addressed a massive rally in Barrackpore, energising the crowd with a powerful and emotive speech. Drawing from history to the present, PM Modi invoked Barrackpore’s legacy as the cradle of India’s first war of independence in 1857, positioning it as a symbol of change once again. “Barrackpore paving way for change in Bengal”, he added.ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ବିଷୟରେ ରାଜ୍ୟସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷ
March 24th, 02:05 pm
ଆମେ ସମସ୍ତେ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ଏବଂ ଏହାର ପରିଣାମସ୍ୱରୂପ ପରିସ୍ଥିତି ବିଷୟରେ ଅବଗତ। ଏହି କଠିନ ପରିସ୍ଥିତି ଉପରେ ସରକାରଙ୍କ ମତାମତ ରଖିବା ପାଇଁ ମୁଁ ଆଜି ସଂସଦର ଉଚ୍ଚ ସଦନ ସମ୍ମୁଖରେ ତଥା ଦେଶବାସୀଙ୍କ ସମ୍ମୁଖରେ ଉପସ୍ଥିତ ହୋଇଛି। ପଶ୍ଚିମ ଏସିଆରେ ଏହି ଯୁଦ୍ଧ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲିଛି। ଏହି ଯୁଦ୍ଧ ସାରା ବିଶ୍ୱରେ ଏକ ଗୁରୁତର ଶକ୍ତି ସଙ୍କଟ ସୃଷ୍ଟି କରିଛି। ଭାରତ ପାଇଁ ମଧ୍ୟ ଏହି ପରିସ୍ଥିତି ଚିନ୍ତାଜନକ। ଏହି ଯୁଦ୍ଧ ଆମର ବ୍ୟବସାୟିକ ପଥକୁ ପ୍ରଭାବିତ କରୁଛି। ଏହାର ପ୍ରଭାବରେ ପେଟ୍ରୋଲ, ଡିଜେଲ, ଗ୍ୟାସ ଏବଂ ସର ଭଳି ଆବଶ୍ୟକ ସାମଗ୍ରୀର ନିୟମିତ ଯୋଗାଣ ବାଧାପ୍ରାପ୍ତ ହେଉଛି। ପ୍ରାୟ ୧ କୋଟି ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବସବାସ କରନ୍ତି ଏବଂ କାମ କରନ୍ତି। ସେମାନଙ୍କ ଜୀବନ ଓ ଜୀବିକାର ସୁରକ୍ଷା ମଧ୍ୟ ଭାରତ ପାଇଁ ଏକ ପ୍ରମୁଖ ଚିନ୍ତାର ବିଷୟ। ବିଶ୍ୱର ବିଭିନ୍ନ ସ୍ଥାନରୁ ଅସଂଖ୍ୟ ଜାହାଜ ହରମୁଜ୍ ପ୍ରଣାଳୀରେ ଅଟକି ରହିଛି, ଯେଉଁଥିରେ ବହୁ ସଂଖ୍ୟକ ଭାରତୀୟ କ୍ରୁ ସଦସ୍ୟ ଅଛନ୍ତି। ଏହା ଭାରତ ପାଇଁ ମଧ୍ୟ ଏକ ବଡ଼ ଚିନ୍ତାର ବିଷୟ। ଏପରି ଏକ କଠିନ ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନରୁ ସମଗ୍ର ବିଶ୍ୱକୁ ଶାନ୍ତି ଏବଂ ଆଲୋଚନା ପାଇଁ ଏକ ମିଳିତ ସ୍ୱର ଶୁଣାଯିବା ଅତ୍ୟନ୍ତ ଜରୁରୀ।ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 24th, 02:00 pm
୨୪ ମାର୍ଚ୍ଚ ୨୦୨୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ସରକାରଙ୍କ ମତ ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲୁଥିବା ଏହି ସଂଘର୍ଷ ଗଭୀର ବିଶ୍ୱ ଶକ୍ତି ସଙ୍କଟ ସୃଷ୍ଟି କରିଛି, ଯାହା ଭାରତ ପାଇଁ ଚିନ୍ତାଜନକ ପ୍ରଭାବ ଫେଳାଇଛି। ସେ ଉଲ୍ଲେଖ କରିଥିଲେ ଯେ ଏହା ଭାରତର ବାଣିଜ୍ୟ ମାର୍ଗକୁ ବାଧାପ୍ରାପ୍ତ କରୁଛି ଏବଂ ପେଟ୍ରୋଲ, ଡିଜେଲ, ଗ୍ୟାସ ଓ ସାର ପରି ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣକୁ ପ୍ରଭାବିତ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପ୍ରାୟ ୧୦ ମିଲିୟନ୍ ଭାରତୀୟ ଉପସାଗରୀୟ ଦେଶଗୁଡ଼ିକରେ ବାସ ଓ କାର୍ଯ୍ୟରତ ଅଛନ୍ତି, ତେଣୁ ସେମାନଙ୍କ ସୁରକ୍ଷା ଓ ଜୀବିକା ଗୁରୁତ୍ୱପୂର୍ଣ୍ଣ ଚିନ୍ତାର ବିଷୟ। ସେ ହର୍ମୁଜ୍ ପ୍ରଣାଳୀରେ ଜାହାଜରେ ଫସିଥିବା ଭାରତୀୟ କ୍ରୁ ସଦସ୍ୟଙ୍କ ଉପରେ ମଧ୍ୟ ଚିନ୍ତା ବ୍ୟକ୍ତ କରିଥିଲେ। “ଏପରି ପରିସ୍ଥିତିରେ, ଭାରତୀୟ ସଂସଦର ଏହି ଉଚ୍ଚ ସଦନ ସମଗ୍ର ବିଶ୍ୱରେ ଶାନ୍ତି ଓ ଆଲୋଚନା ପାଇଁ ଏକତ୍ରିତ ସ୍ୱର ଉଠାଇବା ଅତ୍ୟନ୍ତ ଆବଶ୍ୟକ,” ବୋଲି ସେ କହିଥିଲେ।Previous govts have for decades neglected the fishermen community. But now the NDA govt is progressing and boosting them to unlimited capabilities: PM
March 11th, 01:00 pm
Addressing the Golden Jubilee celebrations of the Akhila Kerala Dheevara Sabha, Prime Minister Narendra Modi said the occasion marked a historic milestone as the organisation completed 50 years of service to the fishermen community. Congratulating the members and fishermen across Keralam, the PM iterated, “For five decades, this organisation has worked continuously to protect the rights of fishermen. This journey reflects your hard work, dedication and spirit of service.”PM Modi addresses Akhila Kerala Dheevara Sabha’s Golden Jubilee celebrations
March 11th, 12:30 pm
Addressing the Golden Jubilee celebrations of the Akhila Kerala Dheevara Sabha, Prime Minister Narendra Modi said the occasion marked a historic milestone as the organisation completed 50 years of service to the fishermen community. Congratulating the members and fishermen across Keralam, the PM iterated, “For five decades, this organisation has worked continuously to protect the rights of fishermen. This journey reflects your hard work, dedication and spirit of service.”ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତ-ଇୟୁ ବିଜିନେସ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 27th, 04:32 pm
ସଭାପତି ମହୋଦୟା, ଭାରତର ବ୍ୟାବସାୟିକ ନେତୃବୃନ୍ଦ, ସମସ୍ତଙ୍କୁ ମୋର ଶୁଭାଭିବାଦନ । ଭାରତ-ୟୁରୋପିଆନ ୟୁନିଅନ ବିଜିନେସ ଫୋରମରେ ଅଂଶଗ୍ରହଣ କରି ମୁଁ ବେଶ ଆନନ୍ଦିତ । ୟୁରୋପିଆନ ୟୁନିଅନ କାଉନସିଲର ସଭାପତି ଓ କମିଶନଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ କେବଳ ଏକ ମାମୁଲି କୂଟନୈତିକ ଗସ୍ତ ନୁହେଁ ବରଂ ଭାରତ ଓ ୟୁରୋପିଆନ ୟୁନିଅନ ଭିତରେ ଗଢି ଉଠିଥିବା ସମ୍ପର୍କର ଏକ ନୂଆ ଅଧ୍ୟାୟ । ଭାରତର ସାଧାରଣତନ୍ତ୍ର ଦିବସରେ ପ୍ରଥମଥର ପାଇଁ ୟୁରୋପିଆନ ୟୁନିଅନ ନେତୃବୃନ୍ଦ ମୁଖ୍ୟ ଅତିଥି ହେବା, ଭାରତର ଇତିହାସରେ ଭାରତ-ୟୁରୋପିଆନ ୟୁନିଅନ ଭିତରେ ରହିଥିବା ବୃହତ ଏଫଟିଏର ଉପସଂହାର ଏବଂ ଅନେକ ସିଇଓଙ୍କୁ ନେଇ ବଡ ଆକାରରେ ଅନୁଷ୍ଠିତ ହେଉଥିବା ଭାରତ-ୟୁରୋପିଆନ ୟୁନିଅନ ବିଜିନେସ ଫୋରମ ପରି ସଫଳତା ବିଶ୍ୱର ଦୁଇ ବୃହତ ଗଣତାନ୍ତ୍ରିକ ରାଷ୍ଟ୍ର ଭିତରେ ରହିଥିବା ଅଭୂତପୂର୍ବ ସାମଞ୍ଜସ୍ୟର ପ୍ରତୀକ ।ନୂଆଦିଲ୍ଲୀଠାରେ ଭାରତ-ୟୁରୋପୀୟ ସଂଘ ବ୍ୟବସାୟ ଫୋରମକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଭାରତ-ୟୁରୋପୀୟ ସଂଘ ବ୍ୟବସାୟ ଫୋରମକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ ଭାରତ-ୟୁରୋପୀୟ ସଂଘ (ଇୟୁ) ବ୍ୟବସାୟ ଫୋରମରେ ଅଂଶଗ୍ରହଣ କରି ଆନନ୍ଦ ପ୍ରକାଶ କରି କହିଥିଲେ ଯେ, ୟୁରୋପୀୟ ସଂଘ ପରିଷଦ ଏବଂ ୟୁରୋପୀୟ କମିଶନର ଅଧ୍ୟକ୍ଷଙ୍କ ଭାରତ ଗସ୍ତ ଏକ ସାଧାରଣ କୂଟନୈତିକ ଗସ୍ତ ନୁହେଁ ବରଂ ଭାରତ-ୟୁରୋପୀୟ ସଂଘ ସମ୍ପର୍କରେ ଏକ ନୂତନ ଯୁଗର ଆରମ୍ଭ। ପ୍ରଥମ ଥର ପାଇଁ, ୟୁରୋପୀୟ ସଂଘ ନେତାମାନେ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଭାରତରେ ଯୋଗ ଦେଇଥିଲେ, ଭାରତ ଏବଂ ୟୁରୋପୀୟ ସଂଘ ଭାରତର ଇତିହାସରେ ସର୍ବବୃହତ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ) ଚୂଡ଼ାନ୍ତ କରିଥିଲେ ଏବଂ ଆଜି, ଅନେକ ସିଇଓଙ୍କ ଉପସ୍ଥିତିରେ, ଏତେ ବଡ଼ ଭାରତ-ୟୁରୋପୀୟ ସଂଘ ବ୍ୟବସାୟ ଫୋରମ ଆୟୋଜନ କରାଯାଉଛି। ସେ କହିଥିଲେ ଯେ ଏହି ସଫଳତାଗୁଡ଼ିକ ବିଶ୍ୱର ଦୁଇଟି ବୃହତ ଗଣତନ୍ତ୍ର ମଧ୍ୟରେ ଅଭୂତପୂର୍ବ ସମନ୍ୱୟକୁ ଦର୍ଶାଏ।Over the last 11 years, India has changed its economic DNA: PM Modi during India-Oman Business Forum
December 18th, 04:08 pm
PM Modi addressed the India–Oman Business Forum in Muscat, highlighting centuries-old maritime ties, the India–Oman CEPA as a roadmap for shared growth, and India’s strong economic momentum. He invited Omani businesses to partner in future-ready sectors such as green energy, innovation, fintech, AI and agri-tech to deepen bilateral trade and investment.PM Modi participates in India Oman Business Forum
December 18th, 11:15 am
PM Modi addressed the India–Oman Business Forum in Muscat, highlighting centuries-old maritime ties, the India–Oman CEPA as a roadmap for shared growth, and India’s strong economic momentum. He invited Omani businesses to partner in future-ready sectors such as green energy, innovation, fintech, AI and agri-tech to deepen bilateral trade and investment.ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 10:20 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ , ଜାତୀୟ ସ୍ଵୟଂ ସେବକ ସଂଘର ପରମ ପୂଜ୍ୟ ସରସଂଘଚାଳକ ଡକ୍ଟର ମୋହନ ଭାଗବତ ଜୀ , ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ , ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ପୂଜ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସ ଜୀ , ପୂଜ୍ୟ ସନ୍ଥ ସମାଜ , ଏଠାରେ ଉପସ୍ଥିତ ସମସ୍ତ ଭକ୍ତ , ଦେଶ ଏବଂ ବିଶ୍ଵ ସ୍ତରରୁ ଏଠାକୁ ଆସି ଏହା ଐତିହାସିକ ମୁହୂର୍ତ୍ତ ର ସାକ୍ଷୀ ହୋଇଥିବା ପରମ ରାମ ଭକ୍ତ , ମହିଳାମାନେ ଏବଂ ଭଦ୍ରବ୍ୟକ୍ତି ଗଣ !ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ୱଜାରୋହଣ ଉତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 10:13 am
ଦେଶର ସାମାଜିକ-ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ କ୍ଷେତ୍ରରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟାରେ ପବିତ୍ର ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ଶିଖରରେ ଆନୁଷ୍ଠାନିକ ଭାବରେ ଏକ ଗୈରିକ ପତାକା ଉତ୍ତୋଳନ କରିଛନ୍ତି। ଧ୍ୱଜାରୋହଣ ଉତ୍ସବ ମନ୍ଦିର ନିର୍ମାଣର ଆନୁଷ୍ଠାନିକ ସମାପ୍ତି ଏବଂ ସାଂସ୍କୃତିକ ଉତ୍ସବ ଓ ଜାତୀୟ ଏକତାର ଏକ ନୂତନ ଅଧ୍ୟାୟର ପ୍ରତୀକ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଅଯୋଧ୍ୟା ସହର ଭାରତର ସାଂସ୍କୃତିକ ଚେତନାର ଆଉ ଏକ ଶିଖରର ସାକ୍ଷୀ ହେଉଛି। ଆଜି ସମଗ୍ର ଭାରତ ଏବଂ ସମଗ୍ର ବିଶ୍ୱ ପ୍ରଭୁ ଶ୍ରୀ ରାମଙ୍କ ଭାବନାରେ ସମ୍ପୂର୍ଣ୍ଣ ରାମମୟ ହୋଇ ଉଠିଛି । ଶ୍ରୀ ମୋଦୀ କହିଛନ୍ତି, ପ୍ରତ୍ୟେକ ରାମ ଭକ୍ତଙ୍କ ହୃଦୟରେ ଆଜି ଅନନ୍ୟ ସନ୍ତୋଷ, ଅସୀମ କୃତଜ୍ଞତା ଏବଂ ଅପାର ଦିବ୍ୟ ଆନନ୍ଦ ରହିଛି। ସେ କହିଛନ୍ତି, ଶହ ଶହ ବର୍ଷ ପୁରୁଣା କ୍ଷତ ସୁସ୍ଥ ହେଉଛି। ଅନେକ ଶତାବ୍ଦୀର ଯନ୍ତ୍ରଣା ଶେଷ ହେଉଛି ଏବଂ ଶହ ଶହ ବର୍ଷର ସଂକଳ୍ପ ଆଜି ସିଦ୍ଧି ଲାଭ କରୁଛି। ସେ କହିଛନ୍ତି, ଏହା ଏକ ଯଜ୍ଞର ପରିଣାମ ଯାହାର ଅଗ୍ନି ପାଞ୍ଚ ଶହ ବର୍ଷ ଧରି ପ୍ରଜ୍ଜ୍ୱଳିତ ରହିଥିଲା। ଏହି ଯଜ୍ଞର ବିଶ୍ୱାସ କେବେ ଟଳମଳ ହୋଇନଥିଲା। ଗୋଟିଏ ମୁହୂର୍ତ୍ତ ପାଇଁ ମଧ୍ୟ ବିଶ୍ୱାସ ଭାଙ୍ଗି ନଥିଲା। ଆଜି ପ୍ରଭୁ ଶ୍ରୀରାମଙ୍କ ପବିତ୍ର ସ୍ଥାନର ଅସୀମ ଶକ୍ତି ଏବଂ ଶ୍ରୀରାମଙ୍କ ପରିବାରର ଦିବ୍ୟ ମହିମା ଏହି ଧର୍ମଧ୍ୱଜ ରୂପରେ ସବୁଠାରୁ ଦିବ୍ୟ ଓ ମହାନ ମନ୍ଦିରରେ ପ୍ରତିଷ୍ଠିତ ହୋଇଛି।ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଏବଂ ଆଇଏନଏସ ବାଘଶୀର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 15th, 11:08 am
ଜାନୁଆରୀ ୧୫ ତାରିଖକୁ ସେନା ଦିବସ ଭାବେ ମଧ୍ୟ ପାଳନ କରାଯାଏ । ଦେଶର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ନମସ୍କାର କରୁଛି, ଆଜିର ଦିନରେ ମାତାଙ୍କ ସୁରକ୍ଷାରେ ନିୟୋଜିତ ପ୍ରତ୍ୟେକ ବୀର ବ୍ୟକ୍ତିଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି, ଆଇଏନଏସ ବାଘଶୀରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ମୋଦୀ
January 15th, 10:30 am
ବୁଧବାର ଦିନ ଦେଶ ଉଦ୍ଦେଶ୍ୟରେ ଆଇଏନଏସ ସୁରଟ, ଆଇଏନଏସ ନୀଳଗିରି ଓ ଆଇଏନଏସ ବାଘଶୀର ଯୁଦ୍ଧପୋତକୁ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୁମ୍ବାଇର ନାଭାଲ ଡକୟାର୍ଡରେ ଏହି ଯୁଦ୍ଧପୋତ ସବୁ କାର୍ଯ୍ୟ।ରମ୍ଭ କରିଛନ୍ତି । ସମବେତ ଜନତାକୁ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ୧୫ ଜାନୁୟାରୀକୁ ସାରା ଦେଶ ସେନା ଦିବସ ଭାବେ ପାଳନ କରୁଛି । ଦେଶ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ବୀର ସୈନିକଙ୍କୁ ସେ ଏହି ଅବସରରେ ସାଲ୍ୟୁଟ କରିଛନ୍ତି ।We have resolved that even the poorest of the poor in this country will have a roof over their head: PM
January 03rd, 08:30 pm
In the heartwarming conversation with the beneficiaries moving into Swabhiman Apartments, Prime Minister Shri Narendra Modi expressed his joy at the transformation brought about by the Government's housing initiative. The interaction reflected the positive changes in the lives of families who had previously lived in slums and now have access to permanent homes.