Prime Minister expresses delight over the inauguration of the ‘Sacred Exposition of the Holy Relics of the Tathagata’ in Leh
May 02nd, 06:59 pm
Prime Minister Shri Narendra Modi today expressed immense delight over the inauguration of the ‘Sacred Exposition of the Holy Relics of the Tathagata’ in Leh, which took place yesterday on the occasion of Buddha Purnima.ଭାରତୀୟ ପନିର ନିର୍ମାତାମାନଙ୍କୁ ମୁଣ୍ଡିଆଲ୍ ଡୋ କ୍ୱିଜୋ ଡୋ ବ୍ରାଜିଲ୍ ୨୦୨୬ ରେ ସେମାନଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
April 22nd, 09:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ପନିର ନିର୍ମାତାମାନଙ୍କୁ ମୁଣ୍ଡିଆଲ ଡୋ କ୍ୱିଜୋ ଡୋ ବ୍ରାଜିଲ ୨୦୨୬ରେ ସେମାନଙ୍କର ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି, ଯାହା ପନିର ଏବଂ କ୍ଷୀର ଉତ୍ପାଦ ପାଇଁ ଏକ ସକ୍ରିୟ ଅନ୍ତର୍ଜାତୀୟ ପ୍ରତିଯୋଗିତା। ଚାରୋଟି ଭାରତୀୟ ଉତ୍ପାଦ ପଦକ ଜିତିଛି, ଯେଉଁଥିରେ ୧ ସୁପର ଗୋଲ୍ଡ, ୨ ସ୍ୱର୍ଣ୍ଣ ଏବଂ ୧ ରୌପ୍ୟ ଅନ୍ତର୍ଭୁକ୍ତ।Lieutenant Governor of Ladakh meets the Prime Minister
March 20th, 01:21 pm
The Lieutenant Governor of Ladakh, Shri Vinai Kumar Saxena, met with Prime Minister Shri Narendra Modi today.Lieutenant Governor of Ladakh meets Prime Minister
January 05th, 01:25 pm
The Lieutenant Governor of Ladakh, Shri Kavinder Gupta met the Prime Minister Shri Narendra Modi today.In India, Tradition meets innovation, Spirituality meets science, and curiosity meets creativity: PM Modi
August 12th, 04:34 pm
Addressing the 18th International Olympiad on Astronomy and Astrophysics, PM Modi affirmed that India is deeply committed to nurturing scientific curiosity and empowering young minds. The PM highlighted the ‘One Nation One Subscription’ scheme that provides access to reputed international journals to students and researchers. He encouraged participants to align their efforts with the goal of benefiting humanity.ଅଷ୍ଟାଦଶ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ଏବଂ ନଭୋବିଦ୍ୟା ବିଜ୍ଞାନ ଅଲମ୍ପିଆଡକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 12th, 04:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଷ୍ଟାଦଶ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ଏବଂ ନଭୋବିଦ୍ୟା ବିଜ୍ଞାନ (ଆଷ୍ଟ୍ରୋନୋମି ଏବଂ ଆଷ୍ଟ୍ରୋଫିଜିକ୍ସ) ଅଲମ୍ପିଆଡକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ, ପ୍ରଧାନମନ୍ତ୍ରୀ ୬୪ଟି ଦେଶର ୩୦୦ ରୁ ଅଧିକ ଅଂଶଗ୍ରହଣକାରୀଙ୍କ ସହ ଯୋଡି ହୋଇଥିବାରୁ ଆନନ୍ଦ ପ୍ରକାଶ କରିଛନ୍ତି । ସେ ଅନ୍ତର୍ଜାତୀୟ ଅଲମ୍ପିଆଡ ପାଇଁ ସେମାନଙ୍କୁ ଭାରତରେ ସ୍ୱାଗତ କରିଛନ୍ତି । ସେ କହିଛନ୍ତି, ଭାରତରେ, ପରମ୍ପରା ନବସୃଜନ ସହିତ, ଆଧ୍ୟାତ୍ମିକତା ବିଜ୍ଞାନ ସହିତ ଏବଂ କୌତୁହଳ ସୃଜନଶୀଳତା ସହିତ ମିଶିଛି । ଶହ ଶହ ବର୍ଷ ଧରି, ଭାରତୀୟମାନେ ଆକାଶକୁ ଅବଲୋକନ କରି ବଡ଼ ବଡ ପ୍ରଶ୍ନ ପଚାରି ଆସୁଛନ୍ତି ବୋଲି ଶ୍ରୀ ମୋଦୀ ସୂଚନା ଦେଇଥିଲେ। ପ୍ରଧାନମନ୍ତ୍ରୀ ଆର୍ଯ୍ୟଭଟ୍ଟଙ୍କ ଉଦାହରଣ ଦେଇଥିଲେ , ଯିଏକି ପଞ୍ଚମ ଶତାବ୍ଦୀରେ ଶୂନ (୦)ର ଉଦ୍ଭାବନ କରିଥିଲେ। ପୃଥିବୀ ନିଜ ଅକ୍ଷ ଚାରି ପାଖରେ ଘୂରେ ବୋଲି ସେ ପ୍ରଥମେ କହିଥିଲେ। ‘‘କହିବାକୁ ଗଲେ, ସେ ଶୂନ୍ୟରୁ ଆରମ୍ଭ କରିଥିଲେ ଏବଂ ଇତିହାସ ସୃଷ୍ଟି କରିଥିଲେ!’’ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଲଦାଖର ଉପରାଜ୍ୟପାଳ
August 02nd, 07:13 pm
ଲଦାଖର ଉପରାଜ୍ୟପାଳ ଶ୍ରୀ କବିନ୍ଦ୍ର ଗୁପ୍ତା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।୫ମ ଖେଲୋ ଇଣ୍ଡିଆ ଶୀତକାଳୀନ ଖେଳ ୨୦୨୫ରେ ଅଂଶଗ୍ରହଣ କରୁଥିବା ଆଥ୍ଲେଟ୍ମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
January 23rd, 07:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୫ମ ଖେଲୋ ଇଣ୍ଡିଆ ଶୀତକାଳୀନ ଖେଳ ୨୦୨୫ରେ ଅଂଶଗ୍ରହଣ କରୁଥିବା ସମସ୍ତ ଆଥ୍ଲେଟ୍ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 13th, 12:30 pm
ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 13th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।Prime Minister Narendra Modi to visit J&K and inaugurate Sonamarg Tunnel project
January 11th, 05:41 pm
PM Modi will visit Sonamarg, J&K, on 13th January to inaugurate the 12 km Sonamarg Tunnel, built at a cost of over Rs 2,700 crore. The tunnel ensures all-weather connectivity between Srinagar and Sonamarg, boosting tourism and defense logistics in Ladakh. PM will also meet the workers who contributed to this engineering marvel.ପାଞ୍ଚଟି ନୂଆ ଜିଲ୍ଲା ଗଠନ ପାଇଁ ଲଦାଖର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
August 26th, 12:54 pm
ପାଞ୍ଚଟି ନୂତନ ଜିଲ୍ଲା ଗଠନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲଦାଖର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ଜାନସ୍କର, ଡ୍ରାସ, ଶ୍ୟାମ, ନୁବ୍ରା ଏବଂ ଚାଙ୍ଗଥାଙ୍ଗର ନୂଆ ଜିଲ୍ଲାଗୁଡିକ ଉପରେ ବର୍ତ୍ତମାନ ଅଧିକ ଗୁରୁତ୍ୱ ଦିଆଯିବ ଯାହା ଦ୍ୱାରା ସେଠାକାର ଲୋକମାନଙ୍କ ପାଇଁ ସେବା ଓ ସୁଯୋଗ ଅଧିକ ନିକଟତର କରାଯାଇ ପାରିବ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଲଦାଖର ଲେଫ୍ଟନାଣ୍ଟ ଗଭର୍ଣ୍ଣର
August 19th, 05:48 pm
ଲଦାଖର ଲେଫ୍ଟନାଣ୍ଟ ଗଭର୍ଣ୍ଣର ବ୍ରିଗେଡିୟର (ଡ.) ବି.ଡି. ମିଶ୍ର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପାଞ୍ଚ ବର୍ଷ ତଳେ ହୋଇଥିବା ଧାରା ୩୭୦ ଏବଂ ୩୫(କ) ଉଚ୍ଛେଦ ନିଷ୍ପତ୍ତିକୁ ମନେ ପକାଇଲେ ପ୍ରଧାନମନ୍ତ୍ରୀ
August 05th, 03:27 pm
ସଂସଦରେ ପାଞ୍ଚ ବର୍ଷ ତଳେ ହୋଇଥିବା ଧାରା ୩୭୦ ଏବଂ ୩୫(କ) ଉଚ୍ଛେଦ ନିଷ୍ପତ୍ତିକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମନେ ପକାଇଛନ୍ତି । ଜମ୍ମୁ ଏବଂ କାଶ୍ମୀର ଓ ଲଦାଖର ବିକାଶ ଓ ସମୃଦ୍ଧି ଦିଗରେ ଏକ ନୂତନ ଯୁଗ ସୃଷ୍ଟି ପାଇଁ ଏହା ଐତିହାସିକ କ୍ଷଣ ଥିଲା ବୋଲି ସେ କହିଛନ୍ତି ।In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh
July 26th, 09:30 am
PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
July 26th, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ ୨୬ ଜୁଲାଇରେ କାର୍ଗିଲ ପରିଦର୍ଶନରେ ଯିବେ ପ୍ରଧାନମନ୍ତ୍ରୀ
July 25th, 10:28 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ୨୬ ଜୁଲାଇ ୨୦୨୪ ରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ ସକାଳ ପ୍ରାୟ ୯:୨୦ ସମୟରେ କାର୍ଗିଲ ଯୁଦ୍ଧ ମେମୋରିଆଲ୍ ପରିଦର୍ଶନ କରିବେ ଏବଂ ନିଜର କର୍ତ୍ତବ୍ୟର ପାଳନ କରିବା ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ସାହସୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ପ୍ରଧାନମନ୍ତ୍ରୀ ମଧ୍ୟ ସିଙ୍କୁନ୍ ଲା ଟନେଲ୍ ପ୍ରକଳ୍ପର ପ୍ରଥମ ବିସ୍ଫୋରଣ କରିବେ ।ଧାରା ୩୭୦ ଉଚ୍ଛେଦ ନେଇ ସୁପ୍ରିମକୋର୍ଟଙ୍କ ରାୟ ଐତିହାସିକ: ପ୍ରଧାନମନ୍ତ୍ରୀ
December 11th, 12:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଧାରା ୩୭୦ ଉଚ୍ଛେଦ ଉପରେ ସୁପ୍ରିମକୋର୍ଟଙ୍କ ରାୟ ହେଉଛି ଐତିହାସିକ ଏବଂ ଏହା ୫ ଅଗଷ୍ଟ ୨୦୧୯ରେ ଭାରତୀୟ ସଂସଦ ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିକୁ ସାମ୍ବିଧାନିକ ଭାବେ ବଜାୟ ରଖିଛି ।140 କୋଟି ଲୋକ ଅନେକ ପରିବର୍ତ୍ତନ କରୁଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
November 26th, 11:30 am
ମୋର ପରିବାରଜନ, ନଭେମ୍ବର ୨୬ ତାରିଖର ଆଜିର ଦିନଟି ଅନ୍ୟ ଏକ କାରଣରୁ ମଧ୍ୟ ଅତି ଗୁରୁତ୍ୱପୂର୍ଣ୍ଣ । ୧୯୪୯ ମସିହାରେ ଆଜିର ଦିନରେ ହିଁ ସମ୍ବିଧାନ ସଭା ଭାରତର ସମ୍ବିଧାନ ପ୍ରଣୟନ କରିଥିଲେ । ମୋର ମନେଅଛି, ୨୦୧୫ରେ ଯେତେବେଳେ ଆମେ ବାବା ସାହେବ ଆମ୍ବେଦକରଙ୍କ ୧୨୫ତମ ଜୟନ୍ତୀ ପାଳନ କରୁଥିଲୁ, ସେତେବେଳେ ମନକୁ ଗୋଟିଏ କଥା ଆସିଥିଲା ଯେ, ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ରୂପେ ପାଳନ କରାଯିବା ଉଚିତ । ସେହିଦିନ ଠାରୁ ଆଜିର ଦିନଟିକୁ ପ୍ରତିବର୍ଷ ସମ୍ବିଧାନ ଦିବସ ରୂପେ ଆମେ ପାଳନ କରିଆସୁଛୁ । ମୁଁ ସମସ୍ତ ଦେଶବାସୀଙ୍କୁ ସମ୍ବିଧାନ ଦିବସ ଉପଲକ୍ଷେ ଶୁଭକାମନା ଜଣାଉଛି । ଆଉ ଆମେ ସବୁ ମିଶି ନାଗରିକର କର୍ତ୍ତବ୍ୟକୁ ଅଗ୍ରାଧିକାର ଦେଇ, ବିକଶିତ ଭାରତର ସଂକଳ୍ପକୁ ନିଶ୍ଚିତ ଭାବେ ପୂରଣ କରିବା ।ଲଦାଖରେ ୧୩ ଗିଗାୱାଟ୍ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ଗ୍ରୀନ୍ ଏନର୍ଜି କରିଡର (ଜିଇସି) ଦ୍ୱିତୀୟ ପର୍ଯ୍ୟାୟ - ଆନ୍ତଃରାଜ୍ୟ ସଞ୍ଚାରଣ ପ୍ରଣାଳୀ (ଆଇଏସ୍ଟିଏସ)କୁ କ୍ୟାବିନେଟ୍ ମଞ୍ଜୁରି
October 18th, 03:27 pm
୨୦୨୯-୩୦ ସୁଦ୍ଧା ସ୍ଥାପିତ ହେବାକୁ ଥିବା ଏହି ପ୍ରକଳ୍ପର ବ୍ୟୟ ଅଟକଳ ୨୦,୭୭୩.୭୦ କୋଟି ଟଙ୍କା ରହିଛି। ଏହି ପ୍ରକଳ୍ପକୁ କେନ୍ଦ୍ରୀୟ ଆର୍ଥିକ ସହାୟତା (ସିଏଫ୍ଏ) ବାବଦରେ ପ୍ରକଳ୍ପ ଖର୍ଚ୍ଚର ୪୦ ପ୍ରତିଶତ ଅର୍ଥାତ୍ ୮,୩୦୯.୪୮ କୋଟି ଟଙ୍କା ପ୍ରଦାନ କରାଯିବ।