ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
May 18th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଏକ ଦୁର୍ଘଟଣାରେ ମୃତକଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
September 28th, 03:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ଜିଲ୍ଲାରେ ଘଟିଥିବା ଦୁର୍ଘଟଣା ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସେ ମଧ୍ୟ ଏହି ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ।