Daman has become a living example of Mini India: PM Modi

June 05th, 07:20 pm

Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.

PM Modi inaugurates, dedicates to the nation and lays the foundation stone of development projects worth around ₹2,970 crore in Daman

June 05th, 07:15 pm

Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.

୫ ଜୁନରେ ସୁରଟ ଏବଂ ଦାମନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

June 04th, 10:03 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୫ ଜୁନ୍, ୨୦୨୬ରେ ଗୁଜରାଟ ଏବଂ ଦାମନ ଗସ୍ତ କରିବେ । ଦିନ ପ୍ରାୟ ୨ଟା ୩୦ ମିିନିଟରେ, ପ୍ରଧାନମନ୍ତ୍ରୀ ସୁରଟ ଜିଲ୍ଲାର ହାଜିରା ଗସ୍ତ କରିବେ ଏବଂ ଚାଲୁଥିବା ଔଦ୍ୟୋଗିକ କାର୍ଯ୍ୟ ଓ ଭିତ୍ତିଭୂମିର ସମୀକ୍ଷା କରିବେ । ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ସୁରଟରେ ପ୍ରାୟ ୧୮,୮୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଓ ଲୋକାର୍ପଣ କରି ଉପସ୍ଥିତ ସମାବେଶକୁ ସମ୍ବୋଧିତ କରିବେ ।

ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି

March 29th, 11:30 am

ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।

ନୂଆଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଏନ୍‌ସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 28th, 04:00 pm

କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀମାନେ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ମଞ୍ଚରେ ଉପସ୍ଥିତ ସମସ୍ତ ମହାନ ବ୍ୟକ୍ତି, ସମଗ୍ର ଦେଶର ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍ କ୍ୟାଡେଟ୍‌, ଡେବ୍ୟୁ କଳାକାର, ରାଷ୍ଟ୍ରୀୟ ରଙ୍ଗଶାଳାର ସହକର୍ମୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁମାନେ । ଆପଣମାନଙ୍କ ସମସ୍ତଙ୍କ କଠିନ ପରିଶ୍ରମ ଏଠାରେ ଦୃଶ୍ୟମାନ ହେଉଛି । ତୁମେ ନିଜକୁ ବହୁତ ସମନ୍ୱିତ ଭାବରେ ପ୍ରଦର୍ଶନ କରିଛ ।

ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍‌ସିସି ପିଏମ୍‌ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 28th, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପରେଡ୍ ଗ୍ରାଉଣ୍ଡରେ ବାର୍ଷିକ ଏନ୍‌ସିସି ପିଏମ୍‌ ରାଲିକୁ ସମ୍ବୋଧିତ କରିଛନ୍ତି। ଏନ୍‌ସିସି ଦିବସ ଅବସରରେ ସମାବେଶକୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏନ୍‌ସିସି, ଏନ୍‌ଏସ୍‌ଏସ୍‌ କ୍ୟାଡେଟ୍, ଟାବ୍‌ଲୋ କଳାକାର, ଜାତୀୟ ରଙ୍ଗଶାଳାର ସାଥୀ ଏବଂ ସମଗ୍ର ଦେଶର ଯୁବ ଅଂଶଗ୍ରହଣକାରୀଙ୍କ ପ୍ରୟାସ ସେମାନଙ୍କର ସମନ୍ୱିତ ପ୍ରଦର୍ଶନରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଛି। ଶ୍ରୀ ମୋଦୀ ଦୁଃଖର ସହିତ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମହାରାଷ୍ଟ୍ରରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣା ଯୋଗୁଁ ଏହି ଦିନଟି ବହୁତ ଦୁଃଖ ଆଣି ଦେଇଛି, ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଏବଂ କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି। ଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମୀଣ ଜୀବନକୁ ଉନ୍ନତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ଏଥି ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଯନ୍ତ୍ରଣାର ମୁହୂର୍ତ୍ତରେ, ଦେଶ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହିତ ଠିଆ ହୋଇଛି। ପ୍ରଧାନମନ୍ତ୍ରୀ ଏହି ଦୁଃଖ ଓ ସମବେଦନାର ମୁହୂର୍ତ୍ତରେ, ବନ୍ଧୁ ରାଷ୍ଟ୍ରର କ୍ୟାଡେଟଙ୍କ ସମେତ ଉପସ୍ଥିତ ସମସ୍ତ କ୍ୟାଡେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଏହି ବର୍ଷ ବାଳିକା କ୍ୟାଡେଟ୍‌ମାନଙ୍କ ବିପୁଳ ଅଂଶଗ୍ରହଣକୁ ସ୍ୱୀକାର କରିଛନ୍ତି।

ନିର୍ବାଚନ କମିଶନ ସମୟ-ସମୟରେ ମତଦାନ ପ୍ରକ୍ରିୟାକୁ ସୁଦୃଢ଼ କରିଛନ୍ତି : ମନ୍ କୀ ବାତ୍ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ

January 19th, 11:30 am

In the 118th episode of Mann Ki Baat, PM Modi reflected on key milestones, including the upcoming 75th Republic Day celebrations and the significance of India’s Constitution in shaping the nation’s democracy. He highlighted India’s achievements and advancements in space sector like satellite docking. He spoke about the Maha Kumbh in Prayagraj and paid tributes to Netaji Subhas Chandra Bose.

ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 26th, 08:15 pm

ଆପଣ ସମସ୍ତଙ୍କୁ ସମଗ୍ର ଦେଶବାସୀଙ୍କୁ ସମ୍ବିଧାନ ଦିବସ ଅବସରରେ ବହୁତ ବହୁତ ଶୁଭକାମନା । ଭାରତର ସମ୍ବିଧାନ ଦିବସର ଏହି ୭୫ ତମ ବର୍ଷ, ସମଗ୍ର ଦେଶ ପାଇଁ ଗର୍ବର ବିଷୟ । ଆଜି ମୁଁ ଭାରତର ସମ୍ବିଧାନକୁ, ସମ୍ବିଧାନ ସଭାର ସମସ୍ତ ସଦସ୍ୟଙ୍କୁ ଆଦର ପୂର୍ବକ ପ୍ରଣାମ କରୁଛି ।

ସୁପ୍ରିମକୋର୍ଟରେ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 26th, 08:10 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ସର୍ବୋଚ୍ଚ ନ୍ୟାୟାଳୟ ପ୍ରଶାସନିକ ଭବନ ଠାରେ ଆୟୋଜିତ ସମ୍ବିଧାନ ଦିବସ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭାରତର ପ୍ରଧାନ ବିଚାରପତି ଶ୍ରୀ ସଞ୍ଜୀବ ଖନ୍ନା, ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି ଶ୍ରୀ ବି. ଆର. ଗାଭାଇ ଏବଂ ବିଚାରପତି ଶ୍ରୀ ସୂର୍ଯ୍ୟକାନ୍ତ, ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲ, ଭାରତର ଆଟର୍ଣ୍ଣି ଜେନେରାଲ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଉପସ୍ଥିତ ଥିଲେ।

ଆଇଟିୟୁ-ବିଶ୍ୱ ଦୂରସଂଚାର ମାନକୀକରଣ ସଭା ୨୦୨୪ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 15th, 10:05 am

ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଚନ୍ଦ୍ରଶେଖର, ଆଇଟିୟୁର ମହାସଚିବ, ବିଭିନ୍ନ ଦେଶର ମନ୍ତ୍ରୀଗଣ, ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ସମସ୍ତ ମନ୍ତ୍ରୀଗଣ, ଶିଳ୍ପନେତାଗଣ, ଟେଲିକମ୍ ବିଶେଷଜ୍ଞ, ଷ୍ଟାର୍ଟଅପ୍ ଦୁନିଆର ମୋର ପ୍ରିୟ ଯୁବକଗଣ, ଦେଶ ଓ ବିଶ୍ୱରୁ ଆସିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ମାନେ ।

ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 15th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ।

Lakshadweep is not just a group of islands; it's a timeless legacy of traditions and a testament to the spirit of its people, says PM Modi

January 04th, 03:29 pm

PM Modi visited Agatti, Bangaram and Kavaratti in Lakshadweep for the launch of various projects. Sharing glimpses from his two-day visit on ‘X’, PM Modi said, “Our focus in Lakshadweep is to uplift lives through enhanced development. In addition to creating futuristic infrastructure, it is also about creating opportunities for better healthcare, faster internet and drinking water, while protecting as well celebrating the vibrant local culture. The projects that were inaugurated reflect this spirit.”

ଲାକ୍ଷାଦ୍ୱୀପରେ ଭାରତ ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

January 03rd, 01:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାକ୍ଷାଦ୍ୱୀପରେ ଭାରତ ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହ ହୋଇଥିବା କଥାବାର୍ତ୍ତାର ଝଲକ ବାଣ୍ଟିଛନ୍ତି ।

ଲାକ୍ଷାଦ୍ୱୀପର କବର୍ତ୍ତୀରେ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 03rd, 12:00 pm

ଲାକ୍ଷାଦ୍ୱୀପର ପ୍ରଶାସକ ଶ୍ରୀ ପ୍ରଫୁଲ୍ଲ ପଟେଲ ଜୀ, ସ୍ଥାନୀୟ ସାଂସଦ ଏବଂ ଲାକ୍ଷାଦ୍ୱୀପରେ ଥିବା ମୋର ସମସ୍ତ ପରିବାର ସଦସ୍ୟମାନଙ୍କୁ ଅଭିନନ୍ଦନ! ନମସ୍କାର!

ପ୍ରଧାନମନ୍ତ୍ରୀଙ୍କ ଲାକ୍ଷାଦ୍ୱୀପ ଗସ୍ତ କାଳରେ କାଭାରାଟି ଠାରେ ୧୧୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ

January 03rd, 11:11 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୩.୦୧.୨୦୨୪) ଲାକ୍ଷାଦ୍ୱୀପର କାଭାରାଟିଠାରେ ୧୧୦୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି । ଆଜିର ବିକାଶମୂଳକ ପ୍ରକଳ୍ପଗୁଡିକ ମଧ୍ୟରେ ପ୍ରଯୁକ୍ତି, ଶକ୍ତି, ଜଳସମ୍ପଦ, ସ୍ୱାସ୍ଥ୍ୟସେବା ଓ ଶିକ୍ଷା କ୍ଷେତ୍ର ଅନ୍ତର୍ଭୁକ୍ତ ।

ଲାକ୍ଷାଦ୍ୱୀପର ବିକାଶ ସହ ଜଡ଼ିତ ଦିଗ ଉପରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

January 02nd, 11:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାକ୍ଷାଦ୍ୱୀପର ବିକାଶ ସହ ଜଡ଼ିତ ଏକ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଆଜି ଲାକ୍ଷାଦ୍ୱୀପରେ ପହଞ୍ଚଛନ୍ତି ଏବଂ କାଲି ସେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ପାଇଁ ମୂଳଦୁଆ ପକାଇବେ ।

ଲକ୍ଷ୍ୟଦ୍ୱୀପ ଅଗତୀ ବିମାନବନ୍ଦରର ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

January 02nd, 04:45 pm

ଲକ୍ଷ୍ୟଦ୍ୱୀପ ଅନେକ ସମ୍ଭାବନାରେ ପରିପୂର୍ଣ୍ଣ । କିନ୍ତୁ ସ୍ୱାଧୀନତା ପରେ ଦୀର୍ଘ ସମୟ ପର୍ଯ୍ୟନ୍ତ ଲକ୍ଷ୍ୟଦ୍ୱୀପର ଭିତିଭୂମି ଉପରେ ସେତେଟା ଧ୍ୟାନ ଦିଆଗଲା ନାହିଁ । ଯଦିଓ ନୌପରିବହନ ଏଠାକାର ଜୀବନରେଖା ହୋଇ ରହିଆସିଛି । ଏହାସତ୍ୱେ ଏଠି ବନ୍ଦର ଭିତିଭୂମି ମଧ୍ୟ ଦୁର୍ବଳ ରହିଥିଲା । ଶିକ୍ଷା ହେଉ, ସ୍ୱାସ୍ଥ୍ୟ ହେଉ, ଏପରିକି ପେଟ୍ରୋଲ ଓ ଡିଜେଲ୍ ପାଇଁ ମଧ୍ୟ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଥିଲା । ଏହିସବୁ ଆହ୍ୱାନ ଗୁଡିକର ବର୍ତମାନ ଆମ ସରାକର ସମାଧାନ କରୁଛନ୍ତି । ଲକ୍ଷ୍ୟଦ୍ୱୀପର ପ୍ରଥମ ପିଓଏଲ୍‌, ବୃହତ ଭଣ୍ଡାରଣ କେନ୍ଦ୍ର, କବରତୀ ଏବଂ ମିନିକାଁୟ ଦ୍ୱୀପରେ ନିର୍ମାଣ କରାଯାଇଛି । ବର୍ତମାନ ଏଠାରେ ଅନେକ କ୍ଷେତ୍ରରେ ନୂତନ ନିଯୁକ୍ତିର ସୁଯୋଗ ସୃଷ୍ଟି ହେଉଛି ।

ଲାକ୍ଷାଦ୍ୱୀପର ଅଗାତି ବିମାନବନ୍ଦରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

January 02nd, 04:30 pm

ଲାକ୍ଷାଦ୍ୱୀପର ଅଗାତି ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ସାର୍ବଜନୀନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହା ସହିତ ଲାକ୍ଷାଦ୍ୱୀପରେ ରହିବ ପ୍ରଧାନମନ୍ତ୍ରୀଙ୍କ ରାତ୍ରି ଭୋଜନ ବ୍ୟବସ୍ଥା ରହିଛି ।

ଜାନୁଆରୀ ୨ ଓ ୩ ରେ ତାମିଲନାଡୁ, ଲାକ୍ଷାଦ୍ୱୀପ ଏବଂ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

December 31st, 12:56 pm

ଜାନୁଆରୀ ୨, ୨୦୨୪ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପହଞ୍ଚିବେ । ସେ ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ ବିଶ୍ୱବିଦ୍ୟାଳୟର ୩୮ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ମଧ୍ୟାହ୍ନ ପ୍ରାୟ ୧୨ଟା ରେ ତିରୁଚିରାପଲ୍ଲୀଠାରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ବିମାନ ଚଳାଚଳ, ରେଳ, ସଡ଼କ, ତୈଳ ଏବଂ ଗ୍ୟାସ ସହ ଜଡିତ ୧୯,୮୫୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଯେଉଁଥିରେ ଜାହାଜ ଚଳାଚଳ ଏବଂ ଉଚ୍ଚଶିକ୍ଷା କ୍ଷେତ୍ର ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଅପରାହ୍ନ ପ୍ରାୟ ୩ଟା ୧୫ରେ ପ୍ରଧାନମନ୍ତ୍ରୀ ଲାକ୍ଷାଦ୍ୱୀପର ଅଗାତିରେ ପହଞ୍ଚିବେ ଏବଂ ସେଠାରେ ଏକ ସାଧାରଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଜାନୁଆରୀ ୪, ୨୦୨୪ ମଧ୍ୟାହ୍ନ ପ୍ରାୟ ୧୨ଟାରେ ପ୍ରଧାନମନ୍ତ୍ରୀ ଲାକ୍ଷାଦ୍ୱୀପର କବରାତିରେ ପହଞ୍ଚିବେ, ଯେଉଁଠାରେ ସେ ରାଷ୍ଟ୍ର ଉଦ୍ଦେଶ୍ୟରେ କାର୍ଯ୍ୟ କରିବେ ଏବଂ ଲାକ୍ଷାଦ୍ୱୀପରେ ଟେଲିଯୋଗାଯୋଗ, ପାନୀୟ ଜଳ, ସୌର ଶକ୍ତି ଏବଂ ସ୍ୱାସ୍ଥ୍ୟ ଆଦି କ୍ଷେତ୍ର ସହିତ ଜଡ଼ିତ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ ।

ଲକ୍ଷାଦ୍ୱୀପର 'ନ୍ୟୁଟ୍ରି ଗାର୍ଡେନ୍ ପ୍ରୋଜେକ୍ଟ' କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ

June 10th, 08:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲକ୍ଷାଦ୍ୱୀପସ୍ଥିତ ‘ନ୍ୟୁଟ୍ରି ଗାର୍ଡେନ୍ ପ୍ରୋଜେକ୍ଟ' କୁ ପ୍ରଶଂସା କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ଏହି ପଦକ୍ଷେପ ଦର୍ଶାଇଛି ଯେ ଲକ୍ଷାଦ୍ୱୀପର ଲୋକମାନେ ନୂତନ ଜିନିଷ ଶିଖିବା ଏବଂ ଗ୍ରହଣ କରିବା ପାଇଁ କେତେ ଉତ୍ସାହିତ ଅଛନ୍ତି ।