Prime Minister congratulates the team of Skyroot Aerospace on the successful launch of Vikram-1
July 18th, 01:51 pm
Prime Minister Shri Narendra Modi spoke to the team of Skyroot Aerospace and congratulated them on the successful launch of Vikram-1, today. Shri Modi remarked that this is a defining moment in India’s space journey. The growing participation of our private sector is opening new frontiers and accelerating innovation.ପ୍ରତ୍ୟେକ ଲକ୍ଷ୍ୟ ହାସଲ ପାଇଁ ସମର୍ପଣ ଏବଂ ସଂକଳ୍ପବଦ୍ଧ ପ୍ରୟାସର ଗୁରୁତ୍ୱକୁ ରେଖାଙ୍କିତ କରି ଏକ ସଂସ୍କୃତ 'ସୁଭାଶିତମ୍ ’ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
July 17th, 02:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରତ୍ୟେକ ଲକ୍ଷ୍ୟ ହାସଲ ପାଇଁ ସମର୍ପଣ ଏବଂ ସଂକଳ୍ପବଦ୍ଧ ପ୍ରୟାସର ଗୁରୁତ୍ୱକୁ ରେଖାଙ୍କିତ କରି ଏକ ସଂସ୍କୃତ ସୁଭାଶିତମ୍ ସେୟାର କରିଛନ୍ତି ।ଏଲଭିଏମ ୩-ଏମ୬ ଏବଂ ବ୍ଲୁବାର୍ଡ ବ୍ଲକ-୨ର ସଫଳ ଉତକ୍ଷେପଣ ପାଇଁ ମହାକାଶ ବିଜ୍ଞାନୀ ଏବଂ ଇଞ୍ଜିନିୟରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 24th, 10:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମାଟିରୁ ଉତକ୍ଷେପଣ କରାଯାଇଥିବା ସବୁଠାରୁ ଭାରୀ ଉପଗ୍ରହ ଏଲଭିଏମ୩-ଏମ୬ ଏବଂ ଆମେରିକାର ମହାକାଶଯାନ ବ୍ଲୁ ବାର୍ଡ ବ୍ଲକ-୨କୁ ଏହାର ଉଦ୍ଦିଷ୍ଟ କକ୍ଷପଥରେ ସଫଳତାର ସହ ସ୍ଥାପନ କରିଥିବାରୁ ମହାକାଶ ବୈଜ୍ଞାନିକ ଏବଂ ଇଞ୍ଜିନିୟରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଏହା ଭାରତର ମହାକାଶ ଯାତ୍ରାରେ ଏକ ଗର୍ବିତ ମାଇଲଖୁଣ୍ଟ ଏବଂ ଏକ ଆତ୍ମନିର୍ଭର ଭାରତ ଦିଗରେ ପ୍ରୟାସର ପ୍ରତିଫଳନ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।'କର୍ମଯୋଗୀ ସପ୍ତାହ’ - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 19th, 06:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଡ. ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ 'କର୍ମଯୋଗୀ ସପ୍ତାହ' - ଜାତୀୟ ଶିକ୍ଷା ସପ୍ତାହର ଶୁଭାରମ୍ଭ କରିଛନ୍ତି ।ଏସଏସଏଲଭି-ଡି୩ ର ସଫଳ ଉତକ୍ଷେପଣ ପାଇଁ ଇସ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
August 16th, 01:48 pm
ନୂତନ ସାଟେଲାଇଟ ଲଞ୍ଚ୍ ଭେଇକିଲ୍ (ଏସଏସଏଲଭି)-ଡି୩ ର ଆଜି ସଫଳ ଉତକ୍ଷେପଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ)ର ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।