ଭାରତ ଏବଂ ଜାପାନ ମଧ୍ୟରେ ସୁରକ୍ଷା ସହଯୋଗ ଉପରେ ମିଳିତ ଘୋଷଣାନାମା
August 29th, 07:43 pm
ଭାରତ ଏବଂ ଜାପାନ ସରକାରଙ୍କୁ ଏଠାରେ 'ଦୁଇ ପକ୍ଷ' ଭାବରେ ଉଲ୍ଲେଖ କରାଯାଇଛି, ସମାନ ମୂଲ୍ୟବୋଧ ଏବଂ ସାଧାରଣ ସ୍ୱାର୍ଥ ଉପରେ ଆଧାରିତ ଭାରତ-ଜାପାନ ସ୍ୱତନ୍ତ୍ର ରଣନୈତିକ ଏବଂ ବିଶ୍ୱସ୍ତରୀୟ ସହଭାଗୀତାର ରାଜନୈତିକ ଦୃଷ୍ଟିକୋଣ ଏବଂ ଉଦ୍ଦେଶ୍ୟକୁ ମନେ ପକାଇ, ନିୟମ-ଆଧାରିତ ଅନ୍ତର୍ଜାତୀୟ କ୍ରମକୁ ବଜାୟ ରଖିଥିବା ଏକ ମୁକ୍ତ, ଖୋଲା, ଶାନ୍ତିପୂର୍ଣ୍ଣ, ସମୃଦ୍ଧ ଏବଂ ବଳପ୍ରୟୋଗ-ମୁକ୍ତ ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ପାଇଁ ସେମାନଙ୍କ ଦୁଇ ଦେଶର ଅପରିହାର୍ଯ୍ୟ ଭୂମିକାକୁ ଗୁରୁତ୍ୱ ଦେଇ, ସାମ୍ପ୍ରତିକ ବର୍ଷଗୁଡ଼ିକରେ ସେମାନଙ୍କର ଦ୍ୱିପାକ୍ଷିକ ସୁରକ୍ଷା ସହଯୋଗରେ ଉଲ୍ଲେଖନୀୟ ପ୍ରଗତି ଏବଂ ଉଭୟ ପକ୍ଷର ରଣନୈତିକ ଦୃଷ୍ଟିକୋଣ ଏବଂ ନୀତି ପ୍ରାଥମିକତାର ବିକାଶକୁ ହୃଦୟଙ୍ଗମ କରି, ସମ୍ବଳ ପ୍ରଦାନ ଏବଂ ପ୍ରଯୁକ୍ତିବିଦ୍ୟା କ୍ଷମତା ଦୃଷ୍ଟିକୋଣ ଏବଂ ନୀତି ପ୍ରାଥମିକତା ଦୃଷ୍ଟିରୁ ସେମାନଙ୍କର ପରିପୂରକ ଶକ୍ତିକୁ ସ୍ୱୀକାର କରି, ସେମାନଙ୍କର ଜାତୀୟ ସୁରକ୍ଷା ଏବଂ ନିରନ୍ତର ଆର୍ଥିକ ଗତିଶୀଳତାର ସ୍ୱାର୍ଥରେ ବ୍ୟବହାରିକ ସହଯୋଗ ବୃଦ୍ଧି କରିବାକୁ ପ୍ରତିବଦ୍ଧତା ସହିତ, ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ଏବଂ ଏହା ବାହାରେ ସାଧାରଣ ଚିନ୍ତାର ସୁରକ୍ଷା ପ୍ରସଙ୍ଗ ଉପରେ ଗଭୀର ସମନ୍ୱୟ ଅନୁସନ୍ଧାନ କରିବାକୁ ଚେଷ୍ଟା କରି, ଆଇନର ଶାସନ ଉପରେ ଆଧାରିତ ଅନ୍ତର୍ଜାତୀୟ କ୍ରମକୁ ବଜାୟ ରଖିବାକୁ ପ୍ରତିବଦ୍ଧ, ସେମାନଙ୍କର ସହଭାଗୀତାର ନୂତନ ପର୍ଯ୍ୟାୟକୁ ପ୍ରତିଫଳିତ କରିବା ପାଇଁ ସୁରକ୍ଷା ସହଯୋଗ ଉପରେ ଏହି ମିଳିତ ଘୋଷଣାପତ୍ର ଗ୍ରହଣ କରିଛନ୍ତି, ଏବଂ ନିମ୍ନଲିଖିତ କାର୍ଯ୍ୟ କରିବାକୁ ସହମତ ହୋଇଛନ୍ତି :ପରବର୍ତ୍ତୀ ଦଶନ୍ଧି ପାଇଁ ଭାରତ- ଜାପାନ ମିଳିତ ପରିକଳ୍ପନା : ଏହି ସ୍ୱତନ୍ତ୍ର ରଣନୀତିକ ଏବଂ ବୈଶ୍ୱିକ ସହଭାଗିତା ବୃଦ୍ଧି ନିମନ୍ତେ ଆଠଗୋଟି ଦିଗ
August 29th, 07:11 pm
ଆଇନର ଶାସନ ଉପରେ ଆଧାରିତ ଏକ ମୁକ୍ତ, ଶାନ୍ତିପୂର୍ଣ୍ଣ ସମୃଦ୍ଧି ଏବଂ ବଳପୂର୍ବକ ଦଖଲମୁକ୍ତ ଭାରତ - ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସମାନ ଦୃଷ୍ଟିକୋଣ ସହିତ ଭାରତ ଏବଂ ଜାପାନ, ପରିପୂରକ ସମ୍ବଳ ପ୍ରଦାନ, ପ୍ରଯୁକ୍ତିବିଦ୍ୟାର ଶକ୍ତି ଏବଂ ମୂଲ୍ୟ ପ୍ରତିଯୋଗିତା ସହିତ ଦୁଇ ଦେଶର ଅର୍ଥନୀତି ଏବଂ ବନ୍ଧୁତା ତଥା ପାରସ୍ପରିକ ସଦ୍ଭାବନାର ଦୀର୍ଘ ପରମ୍ପରା ସହିତ ଉଭୟ ରାଷ୍ଟ୍ର, ଆଗାମୀ ଏକ ଦଶନ୍ଧି ମଧ୍ୟରେ ନିଜ ନିଜର ରାଷ୍ଟ୍ର ଏବଂ ବିଶ୍ୱରେ ଘଟୁଥିବା ପରିବର୍ତ୍ତନ ତଥା ସୁଯୋଗମାନଙ୍କୁ ମିଳିତ ଭାବରେ ସନ୍ଧାନ କରିବା ନିମନ୍ତେ ପରସ୍ପରର ଅଭିପ୍ରାୟ ବ୍ୟକ୍ତ କରୁଛ, ଯାହା ଉଭୟ ରାଷ୍ଟ୍ରର ଘରୋଇ ଲକ୍ଷ୍ୟ ହାସଲ କରିବା ଦିଗରେ ସହାୟକ ଏବଂ ନିଜ ନିଜ ରାଷ୍ଟ୍ର ଏବଂ ପରବର୍ତ୍ତୀ ପିଢ଼ିର ଲୋକମାନଙ୍କୁ ପୂର୍ବାପେକ୍ଷା ଅଧିକ ନିକଟତର କରାଇବ ।ଚଣ୍ଡିଗଡରେ ତିନୋଟି ନୂତନ ଅପରାଧିକ ଆଇନର ସଫଳ ରୂପାୟନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ ମୋଦୀ
December 02nd, 07:05 pm
02.12.2024 : ଡିସେମ୍ବର ୩, ୨୦୨୪ ମଧ୍ୟାହ୍ନ ୧୨ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଗଡ଼ଠାରେ ତିନୋଟି ଯୁଗାନ୍ତକାରୀ ନୂତନ ଅପରାଧିକ ଆଇନ- ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମର ସଫଳ ରୂପାୟନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -ଜିଲ୍ଲା ନ୍ୟାୟପାଳିକାର ରାଷ୍ଟ୍ରୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନର ମୂଳପାଠ
August 31st, 10:30 am
କାର୍ଯ୍ୟକ୍ରମରେ ଉପସ୍ଥିତ ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ଼ଜୀ, ଜଷ୍ଟିସ୍ ଶ୍ରୀ ସଞ୍ଜିବ ଖାନ୍ନାଜୀ, ଜଷ୍ଟିସ୍ ବି ଆର ଗଭଇଜୀ, ଦେଶର ଆଇନମନ୍ତ୍ରୀ ଅର୍ଜୁନରାମ ମେଘୱାଲଜୀ, ଆଟର୍ଣ୍ଣି ଜେନେରାଲ ଆର ଭେଙ୍କଟରମଣୀଜୀ, ସୁପ୍ରିମ କୋର୍ଟ ବାର୍ କାଉନସିଲର ଅଧ୍ୟକ୍ଷ ଶ୍ରୀମାନ୍ କପିଳ ସିବଲଜୀ, ବାର୍ କାଉନସିଲ୍ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଭାଇ ମନନ କୁମାର ମିଶ୍ରଜୀ, ସୁପ୍ରିମ କୋର୍ଟର ସମସ୍ତ ବିଚାରପତିବୃନ୍ଦ, ହାଇକୋର୍ଟର ମୁଖ୍ୟ ବିଚାରପତିଗଣ, ଜିଲ୍ଲା ଜଜବୃନ୍ଦ, ଅନ୍ୟ ମହାନୁଭବଗଣ, ଦେବୀ ଏବଂ ସଜ୍ଜନବୃନ୍ଦ!PM Modi inaugurates National Conference of District Judiciary in New Delhi
August 31st, 10:00 am
PM Modi, addressing the National Conference of District Judiciary, highlighted the pivotal role of the judiciary in India's journey towards a Viksit Bharat. He emphasized the importance of modernizing the district judiciary, the impact of e-Courts in speeding up justice, and reforms like the Bharatiya Nyaya Sanhita. He added that the quicker the decisions in cases related to atrocities against women, the greater will be the assurance of safety for half the population.ପୋଲିସ ମହାନିର୍ଦ୍ଦେଶକ/ ପୋଲିସ ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 07th, 08:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୬ ଏବଂ ୭, ୨୦୨୪ ରେ ଜୟପୁରସ୍ଥିତ ରାଜସ୍ଥାନ ଅନ୍ତର୍ଜାତୀୟ କେନ୍ଦ୍ରରେ ପୋଲିସ ମହାନିର୍ଦ୍ଦେଶକ / ଇନ୍ସପେକ୍ଟର ଜେନେରାଲମାନଙ୍କର ୫୮ତମ ସର୍ବଭାରତୀୟ ସମ୍ମିଳନୀରେ ଯୋଗ ଦେଇଥିଲେ ।ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
April 29th, 08:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଇନ ସେବା ଶିବିର ମାଧ୍ୟମରେ ନାଗରିକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ସକ୍ରିୟ ଭୂମିକା ତୁଲାଇଥିବା ଜାରବୋମ ଗାମଲିନ ଆଇନ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।When the forces of good cooperate, the forces of crime cannot operate: PM Modi
October 18th, 01:40 pm
Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 18th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।ଅକ୍ଟୋବର ୧୫ ତାରିଖରେ ଆଇନ ମନ୍ତ୍ରୀ ଏବଂ ଆଇନ ସଚିବମାନଙ୍କର ସର୍ବ ଭାରତୀୟ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
October 14th, 04:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୫ ତାରିଖ ଦିନ ପୂର୍ବାହ୍ନ ପ୍ରାୟ ୧୦:୩୦ ସମୟରେ ଭିଡିଓ ବାର୍ତ୍ତା ମାଧ୍ୟମରେ ଆଇନ ମନ୍ତ୍ରୀ ତଥା ଆଇନ ସଚିବ ମାନଙ୍କର ସର୍ବଭାରତୀୟ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ ।ଗୁଜରାଟର ଅହମ୍ମଦାବାଦରେ ପ୍ରଧାନମନ୍ତ୍ରୀ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମରେ ଦେଇଥିବା ଅଭିଭାଷଣ
October 11th, 07:01 pm
ଆଜି ଗୁଜରାଟର ସ୍ୱାସ୍ଥ୍ୟ ସୁବିଧା ନେଇ ଏକ ଗୁରୁତ୍ୱପୂର୍ଣ୍ଣ ଦିବସ । ମୁଁ ଭୂପେନ୍ଦ୍ର ଭାଇ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସଂସଦ ସଦସ୍ୟ, ବିଧାୟକଗଣ ଓ ନିଗମ କର୍ମକର୍ତ୍ତା ଯେଉଁମାନେ ମଞ୍ଚ ଉପରେ ଅଛନ୍ତି, ତଥା ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ଦ୍ରୁତଗତିରେ ଆଗେଇ ନେବାରେ ଲାଗିପଡିଛନ୍ତି ସେମାନଙ୍କୁ ଅଭିନନ୍ଦନ ଜଣାଉଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଅହମ୍ମଦାବାଦ ଆସରୱା ସିଭିଲ ହସ୍ପିଟାଲରେ ବିଭିନ୍ନ ସ୍ୱାସ୍ଥ୍ୟ ସୁବିଧାର ୧୨୭୫କୋଟି ଟଙ୍କାର ଶିଳାନ୍ୟାସ ଓ ଉଦ୍ଘାଟନ
October 11th, 02:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅହମ୍ମଦାବାଦର ଆସରୱା ସିଭିଲ ହସ୍ପିଟାଲରେ ୧୨୭୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି ।ମିଳିତ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ଆୟୋଜିତ “ସାମୁଦ୍ରିକ ନିରାପତ୍ତା ସମ୍ପ୍ରସାରଣ: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପରିସର” ସଂପର୍କୀତ ଉଚ୍ଚସ୍ତରୀୟ ମୁକ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ଅଭିଭାଷଣ
August 09th, 05:41 pm
ସାମୁଦ୍ରିକ ନିରାପତ୍ତା ସଂପର୍କୀତ ଏହି ବିଶେଷ ଆଲୋଚନାରେ ସାମିଲ ହୋଇଥିବାରୁ ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ଧନ୍ୟବାଦ ଜ୍ଞାପନ କରୁଛି । ମୁଁ ନିରାପତ୍ତା ପରିଷଦରେ ସକାରାତ୍ମକ ବାର୍ତ୍ତା ଏବଂ ୟୁଏନଓଡିସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ୱାରା କରାଯାଇଥିବା ସୂଚନା ପ୍ରଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । କଙ୍ଗୋ ଗଣତାନ୍ତ୍ରିକ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଆଫ୍ରିକୀୟ ସଂଘର ଅଧ୍ୟକ୍ଷ ଭାବେ ନିଜର ବାର୍ତ୍ତା ଏହି କାର୍ଯ୍ୟକ୍ରମକୁ ପଠାଇଛନ୍ତି । ମୁଁ ବିଶେଷ ଭାବେ ତାଙ୍କ ପ୍ରତି କୃତଜ୍ଞ । ମୁଁ ରୁଷ ରାଷ୍ଟ୍ରପତି, କେନିଆ ରାଷ୍ଟ୍ରପତି ଏବଂ ଭିଏତନାମର ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ନିମନ୍ତେ ହୃଦୟର ସହ ସେମାନଙ୍କ ପ୍ରତି ମଧ୍ୟ ମୋର କୃତଜ୍ଞତା ଜଣାଉଛି ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 10th, 04:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଜୀଙ୍କ ଭାଷଣରେ ଭାରତର ‘ସଙ୍କଳ୍ପ ଶକ୍ତି' ପ୍ରଦର୍ଶିତ ହୋଇଛି । ତାଙ୍କ କଥା ଭାରତବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଶ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଲୋଚନା ସମୟରେ ସେ ଉଲ୍ଲେଖ କରିଛନ୍ତି ଯେ ବହୁ ସଂଖ୍ୟକ ମହିଳା ସାଂସଦ ଏଥିରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କ ଚିନ୍ତାଧାରା ସହିତ ଗୃହ କାର୍ଯ୍ୟକୁ ସମୃଦ୍ଧ କରିଥିବାରୁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
February 10th, 04:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିଛନ୍ତି । ସେ କହିଛନ୍ତି, ରାଷ୍ଟ୍ରପତି ଜୀଙ୍କ ଭାଷଣରେ ଭାରତର ‘ସଙ୍କଳ୍ପ ଶକ୍ତି' ପ୍ରଦର୍ଶିତ ହୋଇଛି । ତାଙ୍କ କଥା ଭାରତବାସୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବୃଦ୍ଧି କରିଛି । ଶ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଲୋଚନା ସମୟରେ ସେ ଉଲ୍ଲେଖ କରିଛନ୍ତି ଯେ ବହୁ ସଂଖ୍ୟକ ମହିଳା ସାଂସଦ ଏଥିରେ ଅଂଶଗ୍ରହଣ କରିଥିଲେ ଏବଂ ସେମାନଙ୍କ ଚିନ୍ତାଧାରା ସହିତ ଗୃହ କାର୍ଯ୍ୟକୁ ସମୃଦ୍ଧ କରିଥିବାରୁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।Rule of Law has been the basis of our civilization and social fabric: PM
February 06th, 11:06 am
PM Modi addressed Diamond Jubilee celebrations of Gujarat High Court. PM Modi said, Our judiciary has always interpreted the Constitution positively and strengthened it. Be it safeguarding the rights of people or any instance of national interest needed to be prioritised, judiciary has always performed its duty.ଗୁଜରାଟ ହାଇକୋର୍ଟର ହୀରକ ଜୟନ୍ତୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
February 06th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର ହୀରକ ଜୟନ୍ତୀ ଉତ୍ସବରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ଉଦ୍ବୋଧନ ଦେଇଛନ୍ତି । ଏହି ଅବସରରେ ଗୁଜରାଟ ହାଇକୋର୍ଟ ପ୍ରତିଷ୍ଠାର 60 ବର୍ଷ ପୂର୍ତ୍ତି ଅବସରରେ ସେ ଏକ ସ୍ମାରକ ଡାକଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । କେନ୍ଦ୍ର ଆଇନ ଓ ନ୍ୟାୟ ବ୍ୟାପାର ମନ୍ତ୍ରୀ, ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଗଣ, ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ବହୁ ଆଇନଜୀବି ଏହି ସମାବେଶରେ ଉପସ୍ଥିତ ଥିଲେ ।Better connectivity benefits tourism sector the most: PM Modi
December 07th, 12:21 pm
PM Narendra Modi on Monday inaugurated the construction of the Agra metro project via video conferencing. He said Agra has always had a very ancient identity but now with new dimensions of modernity, the city has joined the 21st century. He added in the six years after 2014, more than 450km of metro lines have become operational in the country and about 1000km of metro lines are in progress.