ଉତ୍ତର ପ୍ରଦେଶର ବାରାଣସୀରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 28th, 05:30 pm
ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ, ଏହାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ , ସଂସଦରେ ମୋର ସହଯୋଗୀ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ନୀତିନ ନବୀନ , ଉତ୍ତର ପ୍ରଦେଶର ସାଂସଦ ଏବଂ ୟୁପି ବିଜେପି ସଭାପତି ଶ୍ରୀଯୁକ୍ତ ପଙ୍କଜ ଚୌଧୁରୀ , ଜିଲ୍ଲା ପଞ୍ଚାୟତ ଅଧ୍ୟକ୍ଷା ଭଉଣୀ ପୁନମ ମୌର୍ଯ୍ୟ , ମଞ୍ଚରେ ଉପସ୍ଥିତ କାଶୀର ମହିଳା ପରିଷଦର ଏବଂ ଗ୍ରାମମୁଖ୍ୟମାନେ, ଅନ୍ୟାନ୍ୟ ଜନପ୍ରତିନିଧି ଏବଂ ଏଠାରେ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିବା ମୋର ମା, ଭଉଣୀ ଏବଂ ଝିଅମାନେ। ଆପଣମାନଙ୍କୁ ସମସ୍ତଙ୍କୁ ଶୁଭେଚ୍ଛା।ବାରଣାସୀରେ ମହିଳା ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
April 28th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରଣାସୀରେ ଏକ ସମ୍ମିଳନୀରେ ମହିଳାମାନଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ, ଯେଉଁଠାରେ ସେ ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ।From Panchayat to Parliament, PM Modi outlines roadmap for women’s leadership at Nari Shakti Vandan Sammelan
April 13th, 11:15 am
In his address at the Nari Shakti Vandan Sammelan, PM Modi said the Nari Shakti Vandan Act must be implemented on time. Highlighting the critical role of women in the Viksit Bharat journey, the Prime Minister expressed satisfaction that his government has created schemes for every stage of women's life cycle. He also urged women to take the discussions from the programme to every village in the country.‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 13th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଉଦବୋଧନ ଦେଇଛନ୍ତି। ବୈଶାଖୀର ପବିତ୍ର ଅବସର ଏବଂ ଦେଶର ବିଭିନ୍ନ ସ୍ଥାନରେ ନବବର୍ଷ ପାଳନର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶ୍ରୀ ମୋଦୀ ଦୃଢ଼ତାର ସହ କହିଛନ୍ତି, ‘‘ଭାରତ ଏକବିଂଶ ଶତାବ୍ଦୀର ସବୁଠାରୁ ବଡ଼ ନିଷ୍ପତ୍ତି ମଧ୍ୟରୁ ଗୋଟିଏ ନେବାକୁ ଯାଉଛି, ଏହା ନାରୀ ଶକ୍ତି ପାଇଁ ଉତ୍ସର୍ଗୀକୃତ ।’’TMC came to power by lying in the name of “Maa, Maati, Manush”: PM Modi in Dakshin Dinajpur, West Bengal
April 11th, 11:40 am
PM Modi addressed a massive rally Dakshin Dinajpur, West Bengal. In his speech, he prioritised women’s safety, justice, and empowerment, outlining measures like fast-tracking cases, increasing women police recruitment, and financial support initiatives. He remarked that while the BJP believes in Sabka Saath, Sabka Vikas, it will also ensure that ‘hisaab’ is fulfilled in West Bengal.The BJP’s resolve is a declaration to end TMC’s jungle raj and syndicate rule: PM Modi in Jangipur, West Bengal
April 11th, 11:38 am
PM Modi addressed a massive rally in Jangipur, West Bengal. In his speech, he lauded BJP’s manifesto, outlining six key guarantees focused on ending syndicate raj, ensuring women’s empowerment, boosting education infrastructure, and delivering transparent governance. He also promised employment opportunities and benefits for government employees.TMC’s 15 years of rule have only spread fear among people: PM Modi in Purba Bardhaman, West Bengal
April 11th, 11:35 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting the BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.Massive public meetings in Purba Bardhaman, Jangipur & Dakshin Dinajpur, West Bengal
April 11th, 11:30 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.PM Modi addresses an enthusiastic public rally in Madurai, Tamil Nadu
March 01st, 04:30 pm
PM Modi addressed a massive public rally in Madurai, beginning his speech with deep reverence for Tamil Nadu’s spiritual heritage. He said he had just visited Tirupparankundram and received the darshan of Bhagwan Murugan, describing it as a truly pine experience. He said he prayed for the prosperity of Tamil Nadu and the entire nation.ନୂଆଦିଲ୍ଲୀରେ ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଜାତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 08th, 05:33 pm
ଭାରତର ପ୍ରଧାନ ବିଚାରପତି ଶ୍ରୀ ବି. ଆର. ଗାଭାଇ ଜୀ, ବିଚାରପତି ସୂର୍ଯ୍ୟକାନ୍ତ ଜୀ, ବିଚାରପତି ବିକ୍ରମ ନାଥ ଜୀ, କେନ୍ଦ୍ରରେ ମୋର ସହକର୍ମୀ ଅର୍ଜୁନ ରାମ ମେଘୱାଲ ଜୀ, ସର୍ବୋଚ୍ଚ ନ୍ୟାୟାଳୟର ଅନ୍ୟ ମାନ୍ୟଗଣ୍ୟ ବିଚାରପତିଗଣ, ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତିଗଣ, ମହିଳା ଓ ଭଦ୍ରବ୍ୟକ୍ତିମାନେ,“ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାର ସୁଦୃଢ଼ୀକରଣ” ଶୀର୍ଷକ ଜାତୀୟ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 08th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତର ସୁପ୍ରିମକୋର୍ଟରେ ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥାର ସୁଦୃଢ଼ୀକରଣ ଶୀର୍ଷକ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଏଠାରେ ସମସ୍ତ ଉପସ୍ଥିତ ଲୋକଙ୍କ ମଧ୍ୟରେ ରହିବା ପ୍ରକୃତରେ ବହୁତ ସ୍ୱତନ୍ତ୍ର । ସେ କହିଥିଲେ ଯେ, ଆଇନଗତ ସହାୟତା ପ୍ରଦାନ ବ୍ୟବସ୍ଥା ଏବଂ ଆଇନଗତ ସେବା ଦିବସ ସହିତ ଜଡିତ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବା ଦ୍ଵାରା ଭାରତର ନ୍ୟାୟିକ ବ୍ୟବସ୍ଥାକୁ ନୂତନ ଶକ୍ତି ମିଳିବ। ପ୍ରଧାନମନ୍ତ୍ରୀ ୨୦ତମ ଜାତୀୟ ସମ୍ମିଳନୀ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ, ନ୍ୟାୟପାଳିକାର ସଦସ୍ୟ ଏବଂ ଆଇନଗତ ସେବା କର୍ତ୍ତୃପକ୍ଷଙ୍କ ପ୍ରତିନିଧିମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।ନୟା ରାୟପୁରରେ ଛତିଶଗଡ଼ ବିଧାନ ସଭାର ନୂତନ ଭବନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 01st, 01:30 pm
ଛତିଶଗଡ଼ର ରାଜ୍ୟପାଳ ରମଣ ଡେକା ଜୀ, ଲୋକସଭା ବାଚସ୍ପତି ଓମ ବିର୍ଲା ଜୀ, ଛତିଶଗଡ଼ ବିଧାନସଭାର ଅଧ୍ୟକ୍ଷ ମୋର ବନ୍ଧୁ ରମଣ ସିଂହ ଜୀ, ରାଜ୍ୟର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ଜୀ, କେନ୍ଦ୍ର ସରକାରରେ ଥିବା ମୋର ସହଯୋଗୀ ମନ୍ତ୍ରୀ ତୋଖନ ସାହୁ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଜୀ, ଅରୁଣ ସାୱ ଜୀ, ରାଜ୍ୟ ବିଧାନସଭାରେ ବିରୋଧୀ ଦଳ ନେତା ଚରଣ ଦାସ ମହନ୍ତ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନ ପ୍ରତିନିଧିଗଣ ଏବଂ ଏଠାରେ ଥିବା ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛତିଶଗଡର ନୟା ରାୟପୁରରେ ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କରିଛନ୍ତି
November 01st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ନୟା ରାୟପୁରରେ ରାଜ୍ୟ ବିଧାନସଭାର ନୂତନ କୋଠା ଉଦଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଛତିଶଗଡ଼ର ବିକାଶ ଯାତ୍ରା ପାଇଁ ଏକ ସୁବର୍ଣ୍ଣ ଆରମ୍ଭ। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ, ବ୍ୟକ୍ତିଗତ ଭାବର ଏହା ତାଙ୍କ ପାଇଁ ଏକ ଅତ୍ୟନ୍ତ ଆନନ୍ଦଦାୟକ ଏବଂ ଗୁରୁତ୍ୱପୂର୍ଣ୍ଣ ଦିନ। ଏହି ଭୂମି ସହିତ ତାଙ୍କର ଗଭୀର ଭାବପ୍ରବଣ ସମ୍ପର୍କ ଉପରେ ମତ ଦେଇଥିଲେ, ଯାହା ଦଶନ୍ଧି ଧରି ପାଳିତ ହୋଇଥିଲା। ଜଣେ ଦଳୀୟ କର୍ମୀ ଭାବରେ ତାଙ୍କ ସମୟକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ସେ ଛତିଶଗଡ଼ରେ ବହୁତ ସମୟ ବିତାଇଥିଲେ ଏବଂ ବହୁତ କିଛି ଶିଖିଥିଲେ। ସେ ଛତିଶଗଡ଼ର ଦୃଷ୍ଟିକୋଣ, ଏହାର ସୃଷ୍ଟି ପାଇଁ ସଂକଳ୍ପ ଏବଂ ସେହି ସଂକଳ୍ପର ପୂରଣକୁ ଆହୁରି ମନେ ପକାଇ କହିଥିଲେ ଛତିଶଗଡ଼, ପରିବର୍ତ୍ତନର ପ୍ରତ୍ୟେକ ମୁହୂର୍ତ୍ତର ସେ ସାକ୍ଷୀ ଅଛନ୍ତି। ରାଜ୍ୟ ଏହାର ୨୫ ବର୍ଷର ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟରେ ପହଞ୍ଚିବା ସହିତ, ଏହି ମୁହୂର୍ତ୍ତର ଅଂଶ ହେବାର ସୁଯୋଗ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ। ରୌପ୍ୟ ଜୟନ୍ତୀ ପାଳନ ଅବସରରେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟବାସୀଙ୍କ ପାଇଁ ନୂତନ ବିଧାନସଭା କୋଠା ଉଦଘାଟନ କରିବାର ସୁଯୋଗ ତାଙ୍କୁ ମିଳିଛି। ଏହି ଅବସରରେ ସେ ଛତିଶଗଡ଼ର ଜନସାଧାରଣ ଏବଂ ରାଜ୍ୟ ସରକାରଙ୍କୁ ତାଙ୍କର ଶୁଭେଚ୍ଛା ଏବଂ ଅଭିନନ୍ଦନ ଜଣାଇଥିଲେ।Let’s take a pledge together — Bihar will stay away from Jungle Raj! Once again – NDA Government: PM Modi in Chhapra
October 30th, 11:15 am
In his public rally at Chhapra, Bihar, PM Modi launched a sharp attack on the INDI alliance, stating that the RJD-Congress bloc, driven by vote-bank appeasement and opposed to faith and development, can never respect the beliefs of the people. Highlighting women empowerment, he said NDA initiatives like Drone Didis, Bank Sakhis, Lakhpati Didis have strengthened women across Bihar and this support will be expanded when NDA returns to power.This election will bring RJD-Congress their biggest defeat ever, and NDA’s biggest victory: PM Modi in Muzaffarpur, Bihar
October 30th, 11:10 am
PM Modi addressed a massive public meeting in Muzaffarpur, Bihar and began by saying that this was his first public meeting after the Chhath Mahaparv. He said Chhath is the pride of Bihar and the nation, a festival celebrated across India and even around the world. PM Modi also launched a campaign to promote Chhath songs across the nation. He said, “The public will choose the best tracks, and their creators will be awarded - boosting the preservation of Chhath tradition.”PM Modi’s grand rallies electrify Muzaffarpur and Chhapra, Bihar
October 30th, 11:00 am
PM Modi addressed two massive public meetings in Muzaffarpur and Chhapra, Bihar. Beginning his first rally, he noted that this was his first public meeting after the Chhath Mahaparv. He said that Chhath is the pride of Bihar and of the entire nation—a festival celebrated not just across India, but around the world. PM Modi also announced a campaign to promote Chhath songs nationwide, stating, “The public will choose the best tracks, and their creators will be awarded - helping preserve and celebrate the tradition of Chhath.”ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ କର୍ତ୍ତବ୍ୟ ଭବନର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 06th, 07:00 pm
କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳର ସମସ୍ତ ସହଯୋଗୀଗଣ, ଉପସ୍ଥିତ ମାନ୍ୟବର ସାଂସଦଗଣ, ସରକାରଙ୍କ ସମସ୍ତ କର୍ମଚାରୀଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ଭଦ୍ରବ୍ୟକ୍ତିଗଣ!ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଉଦଘାଟନ କାର୍ଯ୍ୟକ୍ରମରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 06th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ-୩ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ କହିଛନ୍ତି, ଅଗଷ୍ଟ ମାସ ହେଉଛି ବିପ୍ଳବର ମାସ। ଅଗଷ୍ଟ ୧୫ ତାରିଖ ପୂର୍ବରୁ ଆଉ ଏକ ଐତିହାସିକ ମାଇଲଖୁଣ୍ଟ ଆସିଛି। ଭାରତ ଏକ ଆଧୁନିକ ଭାରତ ଗଠନ ସହିତ ଜଡିତ ଅନେକ ପ୍ରମୁଖ ସଫଳତାକୁ ଦେଖୁଛି। ନୂଆଦିଲ୍ଲୀ ବିଷୟରେ ଉଲ୍ଲେଖ କରି ଶ୍ରୀ ମୋଦୀ ନିକଟରେ ହୋଇଥିବା ଭିତ୍ତିଭୂମି ସମ୍ବନ୍ଧୀୟ ସ୍ଥାନଗୁଡ଼ିକର ତାଲିକା ଦେଇଥିଲେ। କର୍ତ୍ତବ୍ୟ ପଥ, ନୂତନ ସଂସଦ ଭବନ, ନୂତନ ପ୍ରତିରକ୍ଷା କାର୍ଯ୍ୟାଳୟ କମ୍ପ୍ଲେକ୍ସ, ଭାରତ ମଣ୍ଡପମ୍, ଯଶୋଭୂମି, ସହିଦମାନଙ୍କ ପାଇଁ ଉତ୍ସର୍ଗୀକୃତ ଜାତୀୟ ଯୁଦ୍ଧ ସ୍ମାରକୀ ଏବଂ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଏବଂ ବର୍ତ୍ତମାନର କର୍ତ୍ତବ୍ୟ ଭବନ ବିଷୟରେ ସେ କହିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ, ଏଗୁଡ଼ିକ କେବଳ ନୂତନ କୋଠା କିମ୍ବା ନିୟମିତ ଭିତ୍ତିଭୂମି ନୁହେଁ । ଅମୃତ କାଳରେ, ଏକ ବିକଶିତ ଭାରତକୁ ଗଢ଼ି ତୋଳିବା ପାଇଁ ନୀତିଗୁଡ଼ିକ ଏହି ଢାଞ୍ଚାଗୁଡ଼ିକରେ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ଦଶନ୍ଧିରେ ଦେଶର ଗତିପଥ ଏହି ଅନୁଷ୍ଠାନଗୁଡ଼ିକରୁ ସ୍ଥିର କରାଯିବ। ସେ କର୍ତ୍ତବ୍ୟ ଭବନର ଉଦ୍ଘାଟନରେ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏହାର ନିର୍ମାଣରେ ସମ୍ପୃକ୍ତ ଥିବା ଇଞ୍ଜିନିୟର ଏବଂ ଶ୍ରମଜୀବୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ୍ ସେଣ୍ଟରର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 30th, 11:53 am
ଆପଣମାନଙ୍କୁ ସମସ୍ତଙ୍କୁ ଗୁଡ଼ି ପାଡ଼ୱା ଏବଂ ନୂତନ ବର୍ଷର ବହୁତ ବହୁତ ଶୁଭକାମନା! କାର୍ଯ୍ୟକ୍ରମରେ ଉପସ୍ଥିତ ପରମ ପୂଜ୍ୟ ସରସଂଘ ଚାଳକ ଜୀ, ଡକ୍ଟର ମୋହନ ଭାଗବତ ଜୀ, ସ୍ୱାମୀ ଗୋବିନ୍ଦ ଗିରି ଜୀ ମହାରାଜ, ସ୍ୱାମୀ ଅବଧେଶାନନ୍ଦ ଗିରି ଜୀ ମହାରାଜ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ନୀତିନ ଗଡକରୀ ଜୀ, ଡକ୍ଟର ଅଭିନାଶ ଚନ୍ଦ୍ର ଅଗ୍ନିହୋତ୍ରୀ ଜୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଉପସ୍ଥିତ ସମସ୍ତ ବରିଷ୍ଠ ସହକର୍ମୀ, ଆଜି ମୁଁ ଏହି ରାଷ୍ଟ୍ରଯଜ୍ଞର ପବିତ୍ର ଅନୁଷ୍ଠାନରେ ଯୋଗଦେବାର ସୌଭାଗ୍ୟ ପାଇଛି। ଆଜି, ଚୈତ୍ର ଶୁକ୍ଳ ପ୍ରତିପଦାର ଏହି ଦିନଟି ବହୁତ ସ୍ୱତନ୍ତ୍ର। ଆଜିଠାରୁ ନବରାତ୍ରିର ପବିତ୍ର ପର୍ବ ଆରମ୍ଭ ହେଉଛି। ଆଜି ଦେଶର ବିଭିନ୍ନ କୋଣରେ ଗୁଡ଼ି ପଡ଼ୱା, ଉଗାଦି ଏବଂ ନଭରେହ ପର୍ବ ମଧ୍ୟ ପାଳନ କରାଯାଉଛି। ଆଜି ମଧ୍ୟ ଭଗବାନ ଝୁଲେଲାଲ ଜୀ ଏବଂ ଗୁରୁ ଅଙ୍ଗଦ ଦେବ ଜୀଙ୍କ ଜନ୍ମ ଜୟନ୍ତୀ । ଏହା ଆମର ପ୍ରେରଣାର ଉତ୍ସ, ପରମ ପୂଜ୍ୟ ଡାକ୍ତର ସାହେବଙ୍କ ଜନ୍ମବାର୍ଷିକୀର ମଧ୍ୟ ଅବସର। ଏବଂ ଏହି ବର୍ଷ, ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଗୌରବମୟ ଯାତ୍ରାର ୧୦୦ ବର୍ଷ ମଧ୍ୟ ପୂରଣ ହେଉଛି। ଆଜି ଏହି ଅବସରରେ, ମୁଁ ସ୍ମୃତି ମନ୍ଦିର ପରିଦର୍ଶନ କରିବାର ଏବଂ ପୂଜ୍ୟ ଡାକ୍ତର ସାହେବ ଏବଂ ପୂଜ୍ୟ ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବାର ସୌଭାଗ୍ୟ ପାଇଛି।ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 30th, 11:52 am
ପ୍ରଧାନମନ୍ତ୍ରୀ ଆଜି ମହାରାଷ୍ଟ୍ରର ନାଗପୁରରେ ମାଧବ ନେତ୍ରାଳୟ ପ୍ରିମିୟମ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ ପବିତ୍ର ନବରାତ୍ରୀ ଉତ୍ସବର ଆରମ୍ଭକୁ ଚିହ୍ନିତ କରୁଥିବା ଚୈତ୍ର ଶୁକ୍ଳ ପ୍ରତିପଦାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଆଜି ସାରା ଦେଶରେ ଗୁଡି ପଡୱା, ଉଗାଦି ଏବଂ ନଭରେହ ଭଳି ପର୍ବ ପାଳନ କରାଯାଉଛି। ଭଗବାନ ଝୁଲେଲାଲ ଏବଂ ଗୁରୁ ଅଙ୍ଗଦ ଦେବଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସର ଗୁରୁତ୍ୱ ଉପରେ ସେ ଆଲୋକପାତ କରିଥିଲେ। ସେ ଏହି ଅବସରକୁ ପ୍ରେରଣାଦାୟୀ ଡକ୍ଟର କେ. ବି. ହେଡଗେୱାରଙ୍କ ଜୟନ୍ତୀ ଏବଂ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସ୍ଏସ୍) ର ଉଲ୍ଲେଖନୀୟ ଯାତ୍ରାର ଶତବାର୍ଷିକୀ ବୋଲି ମଧ୍ୟ ସ୍ୱୀକାର କରିଥିଲେ। ଏହି ଗୁରୁତ୍ୱପୂର୍ଣ୍ଣ ଦିନରେ ଡକ୍ଟର ହେଡଗେୱାର ଏବଂ ଶ୍ରୀ ଗୋଲୱାଲକର ଗୁରୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ସ୍ମୃତି ମନ୍ଦିର ପରିଦର୍ଶନ କରି ସେ ନିଜର ସମ୍ମାନ ବ୍ୟକ୍ତ କରିଥିଲେ।