Prime Minister shares letter to Nari Shakti, reiterates commitment to women’s reservation in legislative bodies
April 14th, 09:29 am
Sharing a letter addressed to India’s Nari Shakti, PM Modi reiterated the government’s commitment to women’s reservation in legislative bodies. He noted that mothers, sisters and daughters across the country are appreciating the decision to ensure women’s reservation from the 2029 Lok Sabha and State Assembly elections.ଜାତୀୟ ଭୋଟର ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
January 25th, 10:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ଭୋଟର ଦିବସ ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ରୋଜଗାର ମେଳା ଅଧୀନରେ ନିଯୁକ୍ତି ପତ୍ର ବଣ୍ଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର
January 24th, 11:30 am
୨୦୨୬ ବର୍ଷ ଆରମ୍ଭ ଆମ ଜୀବନରେ ନୂଆ ଆନନ୍ଦର ଅୟମାରମ୍ଭ । ଏହାସହ ଗତକାଲି ବସନ୍ତ ପଞ୍ଚମୀ ସରିବା ପରେ ଆପଣମାନଙ୍କ ଜୀବନରେ ଏକ ନୂଆ ବସନ୍ତ ଆସିଛି । ସମ୍ବିଧାନ ପ୍ରତି ଆପଣମାନଙ୍କ କର୍ତ୍ତବ୍ୟବୋଧତା ବି ଏହି ସମୟ ସୂଚିତ କରୁଛି । କାକତାଳୀୟ ନ୍ୟାୟରେ ଏବେ ଦେଶରେ ସାଧାରଣତନ୍ତ୍ର ଦିବସର ମାହୋଲ ରହିଛି । ଗତକାଲି ଜାନୁୟାରୀ ୨୩ ତାରିଖରେ ସୁଭାଷ ବୋଷଙ୍କ ଜୟନ୍ତୀରେ ଆମେ ପରାକ୍ରମ ଦିବସ ପାଳନ କରିଛେ । ଆସନ୍ତାକାଲି ଜାନୁୟାରୀ ୨୫ ତାରିଖରେ ଆମେ ଜାତୀୟ ମତଦାତା ଦିବସ ପାଳନ କରିବାକୁ ଯାଉଛେ । ତାପରେ ଜାନୁୟାରୀ ୨୬ରେ ଆମେ ସାଧାରଣତନ୍ତ୍ର ଦିବସ ପାଳନ କରିବା । ଆଜି ମଧ୍ୟ ଏକ ସ୍ୱତନ୍ତ୍ର ଦିବସ । ଆଜିର ଦିନରେ ଜନ ଗଣ ମନକୁ ଜାତୀୟ ସଙ୍ଗୀତ ଓ ବନ୍ଦେ ମାତରମକୁ ଜାତୀୟ ଗୀତ ଭାବେ ସମ୍ବିଧାନ ଗ୍ରହଣ କରିଥିଲା । ଏହି ମହତ୍ୱପୂର୍ଣ୍ଣ ଦିନରେ ୬୧ ହଜାରରୁ ଊର୍ଦ୍ଧ୍ୱ ଯୁବକ ସେମାନଙ୍କର ନୂଆ ଜୀବନ ଆରମ୍ଭ କରିଛନ୍ତି ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 24th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧୮ତମ ରୋଜଗାର ମେଳାକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ଲୋକଙ୍କ ଜୀବନରେ ନୂଆ ଆନନ୍ଦ ଆଣି ବର୍ଷ ୨୦୨୬ ଆରମ୍ଭ ହୋଇଛି । ଏହା ସହିତ ନାଗରିକଙ୍କୁ ସେମାନଙ୍କ ସାମ୍ବିଧାନିକ କର୍ତ୍ତବ୍ୟ ସହ ମଧ୍ୟ ଯୋଡ଼ିଛି। ଏହି ସମୟ ଗଣତନ୍ତ୍ର ଦିବସ ପରି ମହାନ ସମାରୋହ ସହ ମେଳ ଖାଉଛି। ସେ କହିଥିଲେ ଯେ, ୨୩ ଜାନୁଆରୀ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଦେଶ ପରାକ୍ରମ ଦିବସ ପାଳନ କରିଥିଲା, ୨୫ ଜାନୁଆରୀରେ ଦେଶ ଜାତୀୟ ଭୋଟର ଦିବସ ପାଳନ କରିବ ଓ ତା’ ପରଦିନ ଗଣତନ୍ତ୍ର ଦିବସ ପାଳନ କରାଯିବ। ଆଜି ଦିନଟି ମଧ୍ୟ ଗୁରୁତ୍ବପୂର୍ଣ୍ଣ କାରଣ ଆଜି ସମ୍ବିଧାନ ‘ଜନ ଗଣ ମନ’କୁ ଜାତୀୟ ସଂଗୀତ ଓ ‘ବନ୍ଦେ ମାତରମ୍’କୁ ଜାତୀୟ ଗୀତ ମାନ୍ୟତା ପ୍ରଦାନ କରିଥିଲା। ଆଜିର ଦିନରେ ପ୍ରାୟ ୬୧ ହଜାର ଯୁବକଯୁବତୀ ସରକାରୀ ସେବା ପାଇଁ ନିଯୁକ୍ତିପତ୍ର ଗ୍ରହଣ ସହ ନିଜ ଜୀବନର ନୂଆ ଅଧ୍ୟାୟ ଆରମ୍ଭ କରୁଛନ୍ତି। ଶ୍ରୀ ମୋଦୀ ଏସବୁ ନିଯୁକ୍ତି ପତ୍ରକୁ ରାଷ୍ଟ୍ରନିର୍ମାଣ ଲାଗି ଏକ ଆମନ୍ତ୍ରଣ ଓ ବିକଶିତ ଭାରତ ନିର୍ମାଣ ଲାଗି ଏକ ଶପଥପତ୍ର ଭାବେ ବର୍ଣ୍ଣନା କରିଥିଲେ। ସେ କହିଥିଲେ ଯେ ଏମାନଙ୍କ ମଧ୍ୟରୁ କିଛି ଜାତୀୟ ସୁରକ୍ଷାକୁ ସୁଦୃଢ କରିବେ, ଶିକ୍ଷା ଓ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସଶକ୍ତ କରିବେ, ଆର୍ଥିକ ସେବାକୁ ସଦୃଢ କରିବେ ଏବଂ ଶକ୍ତି ନିରାପତ୍ତା ସୁନିଶ୍ଚିତ କରି ରାଷ୍ଟ୍ରାୟତ୍ତ ଉଦ୍ୟୋଗଙ୍କ ଅଭିବୃଦ୍ଧିରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ସମସ୍ତ ଯୁବଜନତାଙ୍କୁ ସେ ନିଜର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ।Government, society and saints are all united in the fight against cancer: PM Modi in Madhya Pradesh
February 23rd, 06:11 pm
PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 23rd, 04:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।ଭାରତ ପ୍ରତିଭାର ଏକ ପାୱାର ହାଉସ, ନବୀନତା ଓ ସାହସ ପ୍ରଦର୍ଶନ କରୁଥିବା ଅସଂଖ୍ୟ ପ୍ରେରଣାଦାୟକ ଜୀବନଯାତ୍ରା ଭର୍ତ୍ତି ହୋଇଛି: ପ୍ରଧାନମନ୍ତ୍ରୀ
December 31st, 08:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି କି, ଭାରତ ପ୍ରତିଭାର ଏକ ପାୱାର ହାଉସ, ନବୀନତା ଓ ସାହସ ପ୍ରଦର୍ଶନ କରୁଥିବା ଅସଂଖ୍ୟ ପ୍ରେରଣାଦାୟକ ଜୀବନଯାତ୍ରା ଭର୍ତ୍ତି ହୋଇଛି । ସବୁଜ ବାହିନୀ (ଗ୍ରୀନ ଆର୍ମି)କୁ ଉଦାହରଣ ଭାବେ ଉଲ୍ଲେଖ କରି ସେମାନଙ୍କ ଅଗ୍ରଣୀ କାର୍ଯ୍ୟକୁ ପ୍ରେରଣାଦାୟକ ଭାବେ ପ୍ରଶଂସା କରିଛନ୍ତି ।ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ ଭାରତର ରାଷ୍ଟ୍ରପତିଙ୍କ ଚିଠିର ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ
January 23rd, 06:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହକୁ ନେଇ ଭାରତର ରାଷ୍ଟ୍ରପତିଙ୍କ ଚିଠିର ଉତ୍ତର ଦେଇଛନ୍ତି ।ଶ୍ରୀରାମ ମନ୍ଦିର ଉପରେ ସ୍ବତନ୍ତ୍ର ଡାକଟିକଟ ଏବଂ ଏକ ପୁସ୍ତକ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
January 18th, 02:10 pm
ଆଜି ଶ୍ରୀରାମ ମନ୍ଦିର ପ୍ରାଣ-ପ୍ରତିଷ୍ଠା ସମାରୋହ ସହ ଜଡ଼ିତ ଆଉ ଏକ ଉଲ୍ଲେଖନୀୟ କାର୍ଯ୍ୟକ୍ରମରେ ଯୋଡ଼ି ହେବାର ସୌଭାଗ୍ୟ ମିଳିଛି। ଆଜି ଶ୍ରୀରାମ ଜନ୍ମଭୂମି ମନ୍ଦିରକୁ ସମର୍ପିତ ୬ଟି ସ୍ୱତନ୍ତ୍ର ସ୍ମାରକୀ ଡାକ ଟିକଟ ଉନ୍ମୋଚନ କରାଯିବା ସହ ବିଶ୍ୱର ଭଗବାନ ଶ୍ରୀରାମଙ୍କୁ ସମର୍ପିତ ଡାକ ଟିକଟର ଏକ ଆଲବମ୍ ଉନ୍ମୋଚନ କରାଯାଇଛି । ମୁଁ ଦେଶ ବିଦେଶରେ ଥିବା ଭଗବାନ ଶ୍ରୀରାମଙ୍କ ସମସ୍ତ ଭକ୍ତତଥା ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।ଶ୍ରୀରାମ ଜନ୍ମଭୂମି ମନ୍ଦିର ଉପରେ ଛଅଟି ଡାକଟିକଟ ଉନ୍ମୋଚିତ
January 18th, 02:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୮.୦୧.୨୦୨୪) ଶ୍ରୀରାମ ଜନ୍ମଭୂମି ମନ୍ଦିରକୁ ଉତ୍ସର୍ଗ କରାଯାଇଥିବା ଛଅଟି ସ୍ୱତନ୍ତ୍ର ସ୍ମାରକୀ ଡାକଟିକଟର ଉନ୍ମୋଚନ କରିଛନ୍ତି । ଏଥିସହ ଶ୍ରୀ ମୋଦୀ ପ୍ରଭୁ ରାମଙ୍କ ଉପରେ ବିଶ୍ୱର ଅନ୍ୟାନ୍ୟ ଦେଶରେ ପୂର୍ବରୁ ଉନ୍ମୋଚିତ ଡାକିଟକଟ ଉପରେ ଆଧାରିତ ଏକ ଆଲବମ୍କୁ ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ଭାରତ ଓ ଭାରତ ବାହାରେ ରହୁଥିବା ସମସ୍ତ ରାମଭକ୍ତଙ୍କୁ ଶ୍ରୀ ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।Hon’ble Prime Minister’s Letter
May 30th, 08:30 am
This day last year began a golden chapter in the history of Indian democracy. It was after several decades that the people of the country voted back a full term government with a full majority.ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କର ଶୁଭ ଉଦଘାଟନ ଅବସରରେ ଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 01st, 10:54 pm
ମଞ୍ଚ ଉପରେ ବିରାଜମାନ ମନ୍ତ୍ରିପରିଷଦର ମୋର ସହଯୋଗୀ, ଶ୍ରୀମାନ ମନୋଜ ସିହ୍ନା ମହାଶୟ, ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କର ସିଇଓ, ଏବଂ ଡାକ ବିଭାଗ ସଚିବ, ଆଇବିପିର ସମସ୍ତ ସାଥୀ, ଏଠାରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ମହିଳା ଏବଂ ଭଦ୍ର ବ୍ୟକ୍ତିଗଣ ।ଇଣ୍ଡିଆ ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ ଆର୍ଥିକ ଅନ୍ତର୍ଭୂକ୍ତୀକରଣ ଦିଗରେ ଏକ ବୃହତ ପଦକ୍ଷେପ – ପ୍ରଧାନମନ୍ତ୍ରୀ
September 01st, 04:45 pm
ନୂଆଦିଲ୍ଲୀର ତାଲକୋଟ୍ରା ଷ୍ଟାଡିୟମ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କ (ଆଇପିପିବି)ର ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀରେ ଆୟୋଜିତ ମୁଖ୍ୟ କାର୍ଯ୍ୟକ୍ରମ ସହିତ ସାରା ଦେଶର 3 ହଜାରରୁ ଉର୍ଦ୍ଧ୍ଵ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମ ସଂଯୁକ୍ତ ହୋଇଥିଲା ।ରାଷ୍ଟ୍ରପତି ଭାବେ ଅନ୍ତିମ ଦିବସରେ ଶ୍ରୀ ନରେନ୍ଦ୍ର ମୋଦୀଙ୍କଠାରୁ ପାଇଥିବା ପତ୍ର ସାର୍ବଜନୀନ କଲେ ଶ୍ରୀ ପ୍ରଣବ ମୁଖାର୍ଜୀ
August 03rd, 12:46 pm
ପୂର୍ବତନ ରାଷ୍ଟ୍ରପତି ପୂର୍ବତନ ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀ ରାଷ୍ଟ୍ରପତି ଭାବେ ନିଜ କାର୍ଯ୍ୟକାଳର ଅନ୍ତିମ ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଠାରୁ ପାଇଥିବା ଏକ ପତ୍ରକୁ ସାର୍ବଜନୀନ କରିଛନ୍ତି । ଶ୍ରୀ ପ୍ରଣବ ମୁଖାର୍ଜୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀଙ୍କ ଏହି ପତ୍ର ତାଙ୍କ ହୃଦୟକୁ ଛୁଇଁଛି ।Text of PM's letter to the people
May 26th, 11:51 am
Text of PM's letter to the people on economic issues
May 26th, 11:50 am
PM's Letter to Senior Citizens
April 07th, 07:31 pm
PM's Letter to Senior CitizensPM's Letter to Youth
April 07th, 07:24 pm
PM's Letter to YouthPM's Letter to Small Businesses
April 07th, 07:20 pm
PM's Letter to Small BusinessesPM's Letter to Industrial Workers
April 07th, 07:16 pm
PM's Letter to Industrial Workers