ପଶ୍ଚିମ ଏସିଆ ସଙ୍କଟର ମୁକାବିଲା ପ୍ରସ୍ତୁତି ସମୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
March 27th, 09:22 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଭାସୀ ମାଧ୍ୟମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ କାରଣରୁ ସୃଷ୍ଟି ହୋଇଥିବା ପରିସ୍ଥିତି ଏବଂ ଭାରତ ଉପରେ ଏହାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ସମୀକ୍ଷା କରାଯାଇଛି।Lieutenant Governor of Andaman & Nicobar Islands meets Prime Minister
March 20th, 06:52 pm
The Lieutenant Governor of Andaman & Nicobar Islands, Admiral D K Joshi (Retd.), met with Prime Minister Shri Narendra Modi today.Lieutenant Governor of Delhi meets Prime Minister
March 20th, 01:23 pm
The Lieutenant Governor of Delhi, Shri Taranjit Singh Sandhu, met with Prime Minister Shri Narendra Modi today.Lieutenant Governor of Ladakh meets the Prime Minister
March 20th, 01:21 pm
The Lieutenant Governor of Ladakh, Shri Vinai Kumar Saxena, met with Prime Minister Shri Narendra Modi today.Lieutenant Governor of Ladakh meets Prime Minister
January 05th, 01:25 pm
The Lieutenant Governor of Ladakh, Shri Kavinder Gupta met the Prime Minister Shri Narendra Modi today.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପୁଡୁଚେରୀର ଉପରାଜ୍ୟପାଳ
October 16th, 10:00 am
ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆଣ୍ଡାମାନ ଓ ନିକୋବର ଦ୍ୱୀପର ଉପରାଜ୍ୟପାଳ
October 01st, 09:31 pm
ଆଣ୍ଡାମାନ ଓ ନିକୋବର ଦ୍ୱୀପର ଉପରାଜ୍ୟପାଳ ଆଡମିରାଲ ଡି.କେ. ଯୋଶୀ (ଅବସରପ୍ରାପ୍ତ) ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁ ଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଜମ୍ମୁ-କାଶ୍ମୀର ଉପରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ
August 15th, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ-କାଶ୍ମୀରରଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ଉମରଅବଦୁଲ୍ଲାଙ୍କ ସହ କିସ୍ତୱାରରେ ବାଦଲଫଟା ବର୍ଷା ଓ ବନ୍ୟା ଯୋଗୁଉପୁଜିଥିବା ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଲଦାଖର ଉପରାଜ୍ୟପାଳ
August 02nd, 07:13 pm
ଲଦାଖର ଉପରାଜ୍ୟପାଳ ଶ୍ରୀ କବିନ୍ଦ୍ର ଗୁପ୍ତା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।Lieutenant Governor of Jammu & Kashmir meets Prime Minister
July 17th, 07:47 pm
The Lieutenant Governor of Jammu & Kashmir, Shri Manoj Sinha met the Prime Minister Shri Narendra Modi today in New Delhi.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପୁଡୁଚେରୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର
August 19th, 05:51 pm
ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଶ୍ରୀ କେ.କୈଳାଶନାଥନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଲଦାଖର ଲେଫ୍ଟନାଣ୍ଟ ଗଭର୍ଣ୍ଣର
August 19th, 05:48 pm
ଲଦାଖର ଲେଫ୍ଟନାଣ୍ଟ ଗଭର୍ଣ୍ଣର ବ୍ରିଗେଡିୟର (ଡ.) ବି.ଡି. ମିଶ୍ର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଜମ୍ମୁ-କାଶ୍ମୀରର ତିରଙ୍ଗା ଯାତ୍ରାଙ୍କୁ ପ୍ରେରଣାଦାୟକ କହିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 12th, 12:33 pm
ଜମ୍ମୁ-କାଶ୍ମୀରର ଜନସାଧାରଣଙ୍କ ଦ୍ୱାରା ଆୟୋଜିତ ତିରଙ୍ଗା ଯାତ୍ରା ପ୍ରେରଣାଦାୟକ ବୋଲି ଆଜି କହିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।In Kargil, we didn't just win a war; we showcased the incredible strength of truth, restraint, and capability: PM Modi in Ladakh
July 26th, 09:30 am
PM Modi paid homage to the bravehearts who made the supreme sacrifice in the line of duty on the occasion of 25th Kargil Vijay Diwas in Ladakh. “In Kargil, we not only won the war, we presented an incredible example of 'truth, restraint and strength”, Prime Minister Modi remarked.କାର୍ଗିଲ ବିଜୟ ଦିବସରେ ଲଦାଖରେ ଶ୍ରଦ୍ଧାଞ୍ଜଳି ଅର୍ପଣ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
July 26th, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲଦାଖରେ ୨୫ତମ କାର୍ଗିଲ ବିଜୟ ଦିବସ ଅବସରରେ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଶ୍ରଦ୍ଧାଞ୍ଜଳି ସମାରୋହରେ ମଧ୍ୟ ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏନସିଓମାନଙ୍କ ଦ୍ୱାରା କାର୍ଗିଲ ଯୁଦ୍ଧ ସମ୍ପର୍କରେ ଗୌରବଗାଥାର ସୂଚନା ଶୁଣିଥିଲେ ଏବଂ ଅମର ସସ୍ମରଣ: ସ୍ମାରକୀ କୁଟୀର ପରିଦର୍ଶନ କରିଥିଲେ । ସେ ବୀର ଭୂମି ମଧ୍ୟ ପରିଦର୍ଶନ କରିଥିଲେ।Lieutenant Governor of Andaman & Nicobar Islands calls on PM
June 27th, 12:53 pm
The Lieutenant Governor of Andaman & Nicobar Islands, Admiral D K Joshi called on the Prime Minister, Shri Narendra Modi today.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆଣ୍ଡାମାନ ଏବଂ ନିକୋବର ଉପରାଜ୍ୟପାଳ
February 02nd, 02:39 pm
ଆଣ୍ଡାମାନ ଏବଂ ନିକୋବରର ଉପରାଜ୍ୟପାଳ ଆଡ୍ମିରାଲ (ଅବସରପ୍ରାପ୍ତ) ଡି.କେ ଜୋଶୀ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।