ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 01st, 10:31 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍କଳ ଦିବସର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ତଥା ଆଧ୍ୟାତ୍ମିକ ମହାନତାର କାଳଜୟୀ ପ୍ରତୀକ ଭାବେ ଉଭା ହୋଇଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ଉପାୟରେ ସମୃଦ୍ଧ କରିଛି। ଦୃଢ଼ ସଂକଳ୍ପ, ସରଳତା ଏବଂ ଉଷ୍ମତା ପାଇଁ ଜଣାଶୁଣା ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି। ଆଗାମୀ ସମୟରେ ଓଡ଼ିଶା ପ୍ରଗତିର ନୂତନ ଶିଖରରେ ପହଞ୍ଚୁ ବୋଲି ଶ୍ରୀ ମୋଦୀ କହିଛନ୍ତି।Barak Valley will become a major logistics and trade hub for the North East: PM Modi in Silchar, Assam
March 14th, 11:10 am
Launching multiple development projects worth ₹23,550 crore in Silchar, Assam, PM Modi said the projects will further empower Barak Valley as a logistics hub for the entire North East. He laid the foundation stone for the Shillong–Silchar High-Speed Corridor, noting it will boost local industry, agriculture and tourism. He cautioned that the hard-won era of peace and progress must be protected from regressive forces.ସିଲଚରରେ ₹୨୩,୫୫୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 14th, 10:45 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଲଚରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ସଂସ୍କୃତି ଓ ପ୍ରାଣବନ୍ତ ପରମ୍ପରାରେ ସମୃଦ୍ଧ ବରାକ ଉପତ୍ୟକା ପରିଦର୍ଶନ ସଦା ତାଙ୍କ ପାଇଁ ଏକ ବିଶେଷ ଅଭିଜ୍ଞତା। ସେ ଉଲ୍ଲେଖ କରିଥିଲେ ଯେ ସିଲଚର ଏହି ଉପତ୍ୟକାର ପ୍ରବେଶଦ୍ୱାର ଭାବେ ପରିଚିତ, ଯେଉଁଠାରେ ଇତିହାସ ଓ ଭାଷା ମିଶି ଏକ ବିଶିଷ୍ଟ ଆଞ୍ଚଳିକ ପରିଚୟ ଗଢ଼ିଉଠିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଅଞ୍ଚଳର ଶକ୍ତି ଏହାର ବିବିଧତାରେ ନିହିତ, ଯେଉଁଠାରେ ବଙ୍ଗଳା, ଆସାମିଆ ଓ ଆଦିବାସୀ ପରମ୍ପରାର ସମନ୍ୱୟ ଏକତ୍ର ପ୍ରତିଫଳିତ ହୁଏ। “ବରାକ ଉପତ୍ୟକାର ବିବିଧତା ଏହାର ସର୍ବଶ୍ରେଷ୍ଠ ସମ୍ପଦ, ଯାହା ଏଠାର ଲୋକମାନଙ୍କ ମଧ୍ୟରେ ଭାଇଚାରାର ଭାବନାକୁ ଶକ୍ତିଶାଳୀ କରେ,” ବୋଲି ସେ କହିଥିଲେ।ଶ୍ରୀ ମଣି ଶଙ୍କର ମୁଖୋପାଧ୍ୟାୟଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
February 20th, 07:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ମଣି ଶଙ୍କର ମୁଖୋପାଧ୍ୟାୟଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି।Prime Minister condoles the demise of Thiru D. Gnanasundaram Ji
January 26th, 09:48 pm
The Prime Minister, Narendra Modi, has expressed deep grief over the demise of D. Gnanasundaram.Prime Minister condoles passing of renowned writer Vinod Kumar Shukla ji
December 23rd, 07:35 pm
The Prime Minister, Shri Narendra Modi has condoled passing of renowned writer and Jnanpith Awardee Vinod Kumar Shukla ji. Shri Modi stated that he will always be remembered for his invaluable contribution to the world of Hindi literature.ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
November 01st, 02:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।Prime Minister condoles the passing of Noted Kannada Author and Thinker, Shri S.L. Bhyrappa
September 24th, 04:29 pm
Prime Minister Shri Narendra Modi today condoled the passing of eminent Kannada Author and thinker Shri S.L. Bhyrappa, describing him as a towering stalwart who stirred the nation’s conscience and delved deep into the soul of India.The history and legacy of the Chola Empire reflect the strength and true potential of our great nation: PM Modi
July 27th, 12:30 pm
In his address during the Aadi Thiruvathirai Festival at the Gangaikonda Cholapuram temple in Tamil Nadu, PM Modi said that the legacy of Rajaraja Chola and Rajendra Chola is synonymous with India's identity and pride. He remarked that the economic and strategic advancements achieved during the Chola era continue to inspire modern India. The PM affirmed his resolve to further strengthen the spirit of pride in India’s rich heritage.ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
July 27th, 12:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଗଙ୍ଗଇକୋଣ୍ଡା ଚୋଳପୁରମ ମନ୍ଦିରରେ ଆଦି ତିରୁବଥିରାଇ ମହୋତ୍ସବକୁ ସମ୍ବୋଧିତ କରିଥିଲେ । ସର୍ବଶକ୍ତିମାନ ଭଗବାନ ଶିବଙ୍କୁ ପ୍ରଣାମ କରି, ରାଜରାଜା ଚୋଳଙ୍କ ପବିତ୍ର ଭୂମିରେ ଦିବ୍ୟ ଶିବ ଦର୍ଶନ ମାଧ୍ୟମରେ ଅନୁଭୂତ ଗଭୀର ଆଧ୍ୟାତ୍ମିକ ଶକ୍ତିକୁ ପ୍ରତିଫଳିତ କରି, ଶ୍ରୀ ଇଲୈୟାରାଜଙ୍କ ସଙ୍ଗୀତ ଏବଂ ଓଧୂବରମାନଙ୍କ ପବିତ୍ର ମନ୍ତ୍ର ସହିତ, ଶ୍ରୀ ମୋଦୀ ମନ୍ତବ୍ୟ ଦେଇଥିଲେ ଯେ, ଏହି ଆଧ୍ୟାତ୍ମିକ ପରିବେଶ ଆତ୍ମାକୁ ଗଭୀର ଭାବରେ ଆକର୍ଷିତ କରିଛି ।ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଘାନା ଗସ୍ତ
July 03rd, 04:01 am
ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମ (ସିଇପି) ଉପରେ ବୁଝାମଣାପତ୍ର: କଳା, ସଙ୍ଗୀତ, ନୃତ୍ୟ, ସାହିତ୍ୟ ଏବଂ ଐତିହ୍ୟରେ ଅଧିକ ସାଂସ୍କୃତିକ ବୁଝାମଣା ଏବଂ ଆଦାନପ୍ରଦାନକୁ ପ୍ରୋତ୍ସାହିତ କରିବା।Prime Minister pays tributes to Gurudev Rabindranath Tagore on his Jayanti
May 09th, 02:27 pm
The Prime Minister, Shri Narendra Modi paid tributes to Gurudev Rabindranath Tagore on his Jayanti.Prime Minister condoles passing away of Shri MT Vasudevan Nair
December 26th, 10:16 am
The Prime Minister, Shri Narendra Modi has condoled the passing away of Shri MT Vasudevan Nair Ji, one of the most respected figures in Malayalam cinema and literature. Prime Minister Shri Modi remarked that Shri MT Vasudevan Nair Ji's works, with their profound exploration of human emotions, have shaped generations and will continue to inspire many more.