ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ଆମେରିକାର ପ୍ରତିରକ୍ଷା ସଚିବ ଲୟେଡ ଜେମ୍ସ ଅଷ୍ଟିନ ତୃତୀୟ

March 19th, 08:05 pm

ଭାରତ ଗସ୍ତରେ ଥିବା ଆମେରିକାର ପ୍ରତିରକ୍ଷା ସଚିବ ଲୟେଡ ଜେମ୍ସ ଅଷ୍ଟିନ ତୃତୀୟ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।