ଏଲଏନଜେପି ହସ୍ପିଟାଲ ପରିଦର୍ଶନ କରି ବିସ୍ଫୋରଣ ପୀଡିତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

November 12th, 03:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ଏଲଏନଜେପି ହସ୍ପିଟାଲ ପରିଦର୍ଶନ କରି ସମ୍ପ୍ରତି ଘଟିଥିବା ବିସ୍ଫୋରଣ ଘଟଣାରେ ଆହତମାନଙ୍କୁ ଭେଟିଛନ୍ତି । ସେ ପୀଡିତ ଏବଂ ସେମାନଙ୍କ ପରିବାରବର୍ଗଙ୍କ ସହିତ ଆଲୋଚନା କରିଛନ୍ତି। ସେମାନଙ୍କ ଚିକିତ୍ସା ବିଷୟରେ ପଚାରି ବୁଝିଛନ୍ତି ଏବଂ ସେମାନଙ୍କ ଶୀଘ୍ର ଏବଂ ସମ୍ପୂର୍ଣ୍ଣ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।