ରେଳ କର୍ମଚାରୀଙ୍କୁ 78 ଦିନ ପାଇଁ ଉତ୍ପାଦକତା ଆଧାରିତ ବୋନସ ପ୍ରଦାନ କରିବାକୁ କ୍ୟାବିନେଟ୍ ଅନୁମୋଦନ
September 24th, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ଆଜି 10,91,146 ରେଳ କର୍ମଚାରୀଙ୍କୁ 78 ଦିନର ଉତ୍ପାଦକତା ଆଧାରିତ ବୋନସ (ପିଏଲବି) ବାବଦରେ 1865.68 କୋଟି ଟଙ୍କା ପାଇଁ ପ୍ରଦାନ କରିବା ପ୍ରସ୍ତାବକୁ ଅନୁମୋଦନ କରିଛି।