PM Narendra Modi's Stellar Start to 2025: Transforming Vision into Reality in Just 15 Days

January 16th, 02:18 pm

Prime Minister Narendra Modi has begun 2025 with a flurry of transformative initiatives, demonstrating his vision for a progressive, self-reliant, and united India. From advancing infrastructure and scientific research to empowering youth and celebrating India’s cultural persity, his leadership has set the tone for a remarkable year ahead.

ଦିଲ୍ଲୀର ନାରାଇନାରେ ଲୋହରୀ ଉତ୍ସବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ

January 13th, 11:19 pm

ଦିଲ୍ଲୀର ନାରାଇନାରେ ଆଜି ଅନୁଷ୍ଠିତ ଲୋହରୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମିଲ ହୋଇଛନ୍ତି । ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି, ଲୋହରୀ ଅନେକ ଲୋକଙ୍କ ପାଇଁ, ବିଶେଷ କରି ଉତ୍ତର ଭାରତୀୟମାନଙ୍କ ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ । “ଏହା ନବିନୀକରଣ ଓ ଆଶାର ପ୍ରତୀକ । ଏହାର ମଧ୍ୟ କୃଷି ଏବଂ କଠିନ ପରିଶ୍ରମ କରୁଥିବା କୃଷକଙ୍କ ସହ ସମ୍ପର୍କ ରହିଛି” ଶ୍ରୀ ମୋଦୀ କହିଛନ୍ତି ।

ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 13th, 12:30 pm

ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍‌ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।

ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 13th, 12:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।

ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

January 09th, 10:15 am

ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…

ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 09th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।

The relationship between India and Kuwait is one of civilizations, seas and commerce: PM Modi

December 21st, 06:34 pm

PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.

କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 21st, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।

ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 14th, 12:00 pm

ପୋଙ୍ଗଲର ପବିତ୍ର ଦିନରେ ତାମିଲନାଡୁର ପ୍ରତ୍ୟେକ ଘରୁ ପୋଙ୍ଗଲ ଧାରା ପ୍ରବାହିତ ହୋଇଥାଏ । ମୁଁ କାମନା କରୁଛି ଯେ ସେହିଭଳି ଆପଣଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ସନ୍ତୋଷର ଧାରା ନିରନ୍ତର ପ୍ରବାହିତ ହେଉ । ଗତକାଲି ଦେଶରେ ଲୋହରୀ ପର୍ବ ଧୁମଧାମରେ ପାଳିତ ହୋଇଥିଲା । ଆଜି କିଛି ଲୋକ ମକର ସଂକ୍ରାନ୍ତି-ଉତ୍ତରାୟଣ ପାଳନ କରୁଛନ୍ତି, କିଛି ଲୋକ ଆସନ୍ତାକାଲି ପାଳନ କରିବେ। ମାଘ ବିହୁ ପାଖେଇ ଆସୁଛି । ଏହି ପର୍ବ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଶୁଭେଚ୍ଛା ଜଣାଉଛି ।

ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

January 14th, 11:30 am

ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ପୋଙ୍ଗଲ ଅବସରରେ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ ତାମିଲନାଡୁର ପ୍ରତ୍ୟେକ ଘରୁ ଉତ୍ସବର ଉତ୍ସାହ ଦେଖିବାକୁ ମିଳୁଛି। ସମସ୍ତ ନାଗରିକଙ୍କ ଜୀବନରେ ସୁଖ, ସମୃଦ୍ଧି ଓ ସନ୍ତୋଷର ଧାରାର ନିରନ୍ତର ପ୍ରବାହ ପାଇଁ ଶ୍ରୀ ମୋଦୀ କାମନା କରିଛନ୍ତି। ସେହିପରି ଗତକାଲି ହେଉଥିବା ଲୋହରୀ ଉତ୍ସବ, ଆଜି ମକର ଉତ୍ତରାୟଣର ପର୍ବ, ଆସନ୍ତାକାଲି ମକର ସଂକ୍ରାନ୍ତି ଏବଂ ଖୁବ୍ ଶୀଘ୍ର ମାଘ ବିହୁ ର ଶୁଭାରମ୍ଭ ହେବ ବୋଲି ସେ ଉଲ୍ଲେଖ କରିଥିଲେ। ଦେଶରେ ଚାଲିଥିବା ପର୍ବପର୍ବାଣୀ ପାଇଁ ଶ୍ରୀ ମୋଦୀ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଲୋହରୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

January 13th, 05:33 pm

ଲୋହରୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

January 13th, 06:21 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋହରି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଲୋହରୀ ଅବସରରେ ପ୍ରଧାନମନ୍ତ୍ରୀ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି

January 13th, 06:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋହରୀ ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

January 13th, 05:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ପ୍ରଶାସକମାନେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ଵାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ, ସ୍ଵାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଅଧିକାରୀମାନେ ଦେଶରେ ମହାମାରୀ ପରିସ୍ଥିତି ସମ୍ପର୍କରେ ବୈଠକକୁ ଅବଗତ କରାଇଥିଲେ।

କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

January 13th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ୍‌ ୧୯ ଜନ ସ୍ଵାସ୍ଥ୍ୟ ମୁକାବିଲା ପ୍ରସ୍ତୁତି ଏବଂ ଜାତୀୟ କୋଭିଡ ୧୯ ଟିକାକରଣ ପ୍ରଗତି ସମୀକ୍ଷା ଲାଗି ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ ଏବଂ ପ୍ରଶାସକମାନେ ଅଂଶଗ୍ରହଣ କରିଥିଲେ। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହା, ସ୍ଵାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ, ସ୍ଵାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଅଧିକାରୀମାନେ ଦେଶରେ ମହାମାରୀ ପରିସ୍ଥିତି ସମ୍ପର୍କରେ ବୈଠକକୁ ଅବଗତ କରାଇଥିଲେ।

ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

January 13th, 06:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଲୋହରି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କୋଭିଡ-19ର ସ୍ଥିତି ଓ ଟୀକାକରଣ ପ୍ରସ୍ତୁତି ସମୀକ୍ଷା

January 09th, 05:42 pm

ଦେଶରେ କୋଭିଡ-19ର ସ୍ଥିତି ଏବଂ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ କୋଭିଡ ଟୀକାକରଣର ପ୍ରସ୍ତୁତି ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‍ ସଚିବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ସ୍ୱାସ୍ଥ୍ୟ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ ।

ପ୍ରଧାନମନ୍ତ୍ରୀଙ୍କ ମନର କଥା 2.0 (ଅଷ୍ଟମ ଅଧ୍ୟାୟ) ନୂଆବର୍ଷ ଓ ନୂଆ ଦଶନ୍ଧିର ପ୍ରଥମ ମନ କୀ ବାତରେ ଦେଶବାସୀଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ

January 26th, 04:48 pm

ମୋର ପ୍ରିୟ ଦେଶବାସୀ, ନମସ୍କାର! ଆଜି ଜାନୁଆରୀ 26 ତାରିଖ । ଗଣତନ୍ତ୍ର ପର୍ବର ଅନେକ ଅନେକ ଶୁଭକାମନା । 2020ର ଏହା ପ୍ରଥମ ‘ମନ୍ କି ବାତ୍’ ମିଳନ । ନୂଆ ବର୍ଷର ଏବଂ ନୂଆ ଦଶନ୍ଧିର ମଧ୍ୟ ପ୍ରଥମ କାର୍ଯ୍ୟକ୍ରମ । ବନ୍ଧୁଗଣ, ଗଣତନ୍ତ୍ର ଦିବସ ସମାରୋହ ଯୋଗୁଁ ଆପଣଙ୍କ ସହ ହେବାକୁ ଥିବା ମନର କଥା ସମୟକୁ ପରିବର୍ତ୍ତନ କରିବା ଉଚିତ ମନେ ହେଲା । ତେଣୁ, ଗୋଟିଏ ଭିନ୍ନ ସମୟ ସ୍ଥିର କରି ଆଜି ଆପଣଙ୍କୁ ମନର କଥା କହୁଛି । ବନ୍ଧୁଗଣ! ଦିନ, ସପ୍ତାହ, ମାସ ଓ ବର୍ଷ ବଦଳିଯାଏ ।

ଲୋହଡ଼ି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

January 13th, 07:51 pm

ଲୋହଡ଼ି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଲୋହରି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

January 13th, 04:45 pm

ଲୋହରି ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।