ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
October 11th, 09:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କୁ ଭାରତର ସର୍ବଶ୍ରେଷ୍ଠ ଅନ୍ତରାତ୍ମାର ନିର୍ଭୀକ ସ୍ୱର ଏବଂ ଗଣତନ୍ତ୍ର ଓ ସାମାଜିକ ନ୍ୟାୟର ନିରନ୍ତର ଚାମ୍ପିଅନ ଭାବେ ବର୍ଣ୍ଣନା କରିଥିଲେ ।ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 11th, 09:36 am
ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
August 09th, 09:35 am
ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନରେ ଭାଗ ନେଇ ଆମ ସ୍ୱାଧୀନତା ସଂଗ୍ରାମକୁ ମଜବୁତ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।ଜୟନ୍ତୀ ଅବସରରେ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 11th, 10:07 am
ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।